-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ରାଜ୍ୟ

କନ୍ଧମାଳରେ ଖସିଲା ପାରଦ: ତୁଷାରପାତର ଆସ୍ତରଣ : ଥଣ୍ଡା ବୃଦ୍ଧି ପାଇବାରେ ଲାଗିଛି

21-Dec-2020



କନ୍ଧମାଳ,.(ପ୍ରେରଣାା.ଖବର) :  କନ୍ଧମାଳକୁ ଶୀତ ଲେଉଟିବା ସହ ଚଳିତ ବର୍ଷର ପ୍ରଥମ ତୁଷାରପାତ ହୋଇଛି। ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୫.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଦାରିଙ୍ଗବାଡ଼ିରେ ତାପମାତ୍ରା ୯ ଡିଗ୍ରୀ ସେଲସିୟସ ରହିଥିବା ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ଫୁଲବାଣୀର ଆଜିର ତାପମାତ୍ରା ହେଉଛି ଚଳିତ ବର୍ଷର ଜିଲାରେ ସର୍ବନିମ୍ନ । ଜିଲାରେ ଅନ୍ୟ ଅଞ୍ଚଳରେ ପାରଦମାପକ ଯନ୍ତ୍ର ନଥିଲେ ମଧ୍ୟ ଫୁଲବାଣୀ ପରି ସମଗ୍ର ଜିଲାରେ ଶୀତର ପ୍ରକୋପ ବୃଦ୍ଧି ପାଇଛି। ଅପରାହ୍ନ ପରେ ପରେ ଶୀତର ପ୍ରକୋପ ବୃଦ୍ଧି ପାଉଛି। ବିଳମ୍ବିତ ରାତିରେ ସମଗ୍ର ଜିଲାରେ କୁହୁଡ଼ିର ଆବରଣ ଯୋଗୁ ଯାନବାହାନ ଚଳାଚଳରେ ନାହିଁନଥିବା ବାଘ୍ୟାତ ଉପୁଜିଛି। ସକାଳ ପ୍ରାୟ ୮ ଟାରୁ ୯ଟା ପର୍ଯ୍ୟନ୍ତ କୁହୁଡ଼ି ଢାଙ୍କି ରହୁଛି। ଶୀତ ପ୍ରକୋପ ଯୋଗୁ ଗରିବଙ୍କ ଚିନ୍ତା ବଢି ଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଜିଲାର ବିଭିନ୍ନ ଅଞ୍ଚଳରେ ବିଭିନ୍ନ ସଂଗଠନ ପକ୍ଷରୁ ଗରିବ ଓ ଅସହାୟଙ୍କୁ ଶୀତବସ୍ତ୍ର ପ୍ରଦାନ କରାଯାଇଥିଲେ ମଧ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରଶସାନ ପକ୍ଷରୁ କୌଣସି ସ୍ଥାନରେ ଶୀତବସ୍ତ୍ର ପ୍ରଦାନ କରାଯାଇନି।ଶୀତର ମଜା ନେବାକୁ ଦିନକୁ ଦିନ ଜିଲାକୁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ସୁଅ ଛୁଟିବାରେ ଲାଗିଛି। ଦାରିଙ୍ଗବାଡ଼ି ବ୍ୟତୀତ ଜିଲାର ଅନ୍ୟ କୌଣସି ଅଞ୍ଚଳରେ ପର୍ଯ୍ୟଟକଙ୍କୁ ପ୍ରବେଶ ଅନୁମତି ମିଳିନଥିବାରୁ ଏବେ ମଧ୍ୟ ପର୍ଯ୍ୟଟକ ଦ୍ୱନ୍ଦରେ ପଡିଛନ୍ତି । ଶୀତ ପ୍ରକୋପରୁ ରକ୍ଷା ପାଇଁ ନିଆଁ ପାଲଟିଛି ଏକ ମାତ୍ର ସାହରା। ସକାଳୁ ସକାଳୁ ଚାହା ଦୋକାନ ଠାରୁ ଆରମ୍ଭ କରି ଗାଁ ଗଣ୍ଡାରେ ଅଞ୍ଚଳବାସୀ କାଠ ଗଣ୍ଡିରେ ନିଆଁ ଲଗାଇ ବସି ରହୁଛନ୍ତି। ଜିଲାର ବିଭିନ୍ନ ଅଞ୍ଚଳରେ ଆଜି ପ୍ରଥମଥର ପାଇଁ ତୁଷାରପାତ ପଡ଼ିଥିବା ଖବର ମିଳିଛି। ତୁଷାରପାତକୁ ଅଞ୍ଚଳବାସୀ ମୋବାଇଲ୍‍ରେ କଏଦ କରିବାକୁ ବିଭିନ୍ନ ସ୍ଥାନରେ ସକାଳୁ ସକାଳୁ ବେଶ୍‍ ଭିଡ ଜମାଇଥିଲେ। ଫୁଲବାଣୀର ସନ୍ନିକଟ ବିଭିନ୍ନ ଗ୍ରାମରେ ତୁଷାରପାତ ପଡ଼ିଥିବା ବେଳେ ଜି.ଉଦୟଗିରି ବ୍ଳକର ତଲାରିମାହା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଗଟାମାହା ଗ୍ରାମରେ ବିଭିନ୍ନ ଧାନ ଓ ନଡ଼ା ଗଦା ଉପରେ ତୁଷାରପାତ ପଡିଥିବା ପରିଲକ୍ଷିତ ହୋଇଛି।

 


 


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like