-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ବୋଡ଼େନ ବ୍ଲକ ବିଜେଡି ତରଫରୁ ସାମ୍ବାଦିକ ସମ୍ମିଳନୀ 

22-Feb-2024



 ବୋଡ଼େନ (ଡୋଲେସ୍ଵର ଵାଗ )
ନୂଆପଡା ଜ଼ିଲ୍ଲା  ଖଡ଼ିଆଳ ନିର୍ବାଚନ ମଣ୍ଡଳୀର ବୋଡ଼େନ ବ୍ଲକର ବିଜେଡ଼ି କର୍ମକର୍ତ୍ତା ମାନେ ବିନୋପୂର୍ ଗୋଷ୍ଟି ଗୃହ ସଭା କେନ୍ଦ୍ର ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନଷ୍ଠିତ ହୋଇଯାଇଛି । ଏହି ସଭାରେ ନୂଆପଡ଼ା ଜିଲ୍ଲା ବିଜେଡ଼ି ବରିଷ୍ଠ କର୍ମୀ ଯୋଗେନ୍ଦ୍ର ନାଥ ମାଝୀ ଙ୍କ ଅଧ୍ୟକ୍ଷତାରେ ସାମ୍ବାଦିକ ସମ୍ମିଳନୀ ହୋଇଯାଇଛି। ଏହି ସାମ୍ବାଦିକ ସମ୍ମିଳନୀରେ ଆଗାମୀ  ନିର୍ବାଚନ ମଣ୍ଡଳୀରେ ବିଜେଡ଼ି ଦଳ ତରଫରୁ ବିଧାୟକ ପ୍ରାର୍ଥୀ ଭାବେ ଲମ୍ବୋଦର ନିଆଲଙ୍କୁ ଟିକେଟ ଦେବାକୁ ସମର୍ଥକ ମାନେ ଉପସ୍ଥିତ ରହି ବିଜେଡ଼ି ଦଳକୁ ଜିନ୍ଦାବାଦ ସ୍ଲୋଗାନ ଦେଇଥିଲେ। ଉକ୍ତ ସଭାରେ କୃତିବାସ ପଟେଲ, ଅଭିଳାଷ ଗୋଆଲ, ପୁସ୍ତମ ନାଗ, ରିଖିରମ୍ କାଣ୍ଡ, ସନ୍ଦୀପ ଦଣ୍ଡସେନା, ବିଭୂତି ବେହେରା, ପ୍ରବୀଣ ନିଆଲ, ଜିକେ ବାଗ, ଜଗ ନାଏକ, ସତ୍ୟ ନାରାୟଣ ନିଆଲ, ମହମ୍ମଦ ନୂର୍, ରିଖିରାମ ସଲମା, ପଞ୍ଚମ ହଂସ, ପରକ୍ଷିତ ହଂସ ପ୍ରମୁଖଙ୍କ ସହ ବ୍ଲକର ୧୫ ଗୋଟି ପଞ୍ଚାୟତରୁ ପଞ୍ଚାୟତ ସଭାପତି ତଥା ବହୁ ବିଜେଡ଼ି କର୍ମକର୍ତ୍ତା ଉପସ୍ଥିତ ଥିଲେ। ବିଧାୟକ ପ୍ରାର୍ଥୀ ଲମ୍ବୋଦର ନିଆଲ ଦୀର୍ଘ୍ ୧୫ ବର୍ଷରୁ ଅଧିକ ସମୟ ବିଜୁ ଜନତା ଦଳରେ ରହି ଆସି ବିଜେଡ଼ି ଦଳ ପାଇଁ ବିଭିନ୍ନ ସଂଗଠନ ମାଧ୍ୟମରେ ଦଳକୁ ମଜବୁତ କରି ଆସୁଛନ୍ତି, ହେଲେ ତାଙ୍କର ଦୁର୍ଭାଗ୍ୟ ବଶତଃ ଗତ ଦୁଇଟି ନିର୍ବାଚନରେ ଦୁଇ ଥର ବିଜେଡ଼ି ତରଫରୁ ଟିକେଟ ପାଇ କମ୍ ଭୋଟ ବ୍ୟବଧାନରେ ପରାଜୟ ହୋଇଥିଲେ। ଏଣୁ ଚଳିତ ଥର ନିର୍ବାଚନର ଲମ୍ବୋଦର ନିଆଳଙ୍କୁ ବିଜେଡ଼ି ତରଫରୁ ବିଧାୟକ ପ୍ରାର୍ଥୀ ଟିକେଟ ଦେଲେ ସେ ବିଜୟ ଲାଭ କରିପାରନ୍ତି ବୋଲି ବିଭିନ୍ନ ମହଲରେ ଚର୍ଚ୍ଚା ଜୋର ଧରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like