-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||     

HOME   ଜିଲ୍ଲା

ଭାଷା ଆଇନ ଓ ବିଧାନସଭାରେ ଭାଷା ଆଇନ ସମ୍ପର୍କିତ ଆଲୋଚନାଚକ୍ର

22-Feb-2024



ଭୁବନେଶ୍ୱର,: ଭାଷା ପାଇଁ ଗଣ ଓ ଗଣମାଧ୍ୟମର ପ୍ରୟାସ ଯୋଗୁ ଓଡ଼ିଆରେ ଓଡ଼ିଶାର ଶାସନ ପାଇଁ ପଥ ପରିସ୍କାର ହୋଇଛି | ଆଇନଗତ ବିଧି ବ୍ୟବସ୍ଥା ପରେ ଏବେ ସରକାର 2017 ମସିହାର ଘୋଷଣା ମୁତାବକ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରି ଓଡ଼ିଆ ଭାଷାର ବ୍ୟବହାରିକ ପଥ ପରିସ୍କାର କରିଛନ୍ତି | ଏପରିକି ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ନିଷ୍କର୍ଷ ଭାବରେ ଯେଉଁ ଅଠର ଗୋଟି ପ୍ରସ୍ତାବ ଗ୍ରହଣ କରିଛନ୍ତି ତନ୍ମଧ୍ୟରୁ ପ୍ରଥମ ପର୍ଯାୟରେ 1500 ହାଇସ୍କୁଲ ରେ ପ୍ରଥମ ଥରପାଇଁ ଓଡ଼ିଆ ଶିକ୍ଷକ ନିଯୁକ୍ତି କରିବେ ବୋଲି ଘୋଷଣା କରିଛନ୍ତି ତାର ବିଧିବଦ୍ଧ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି | ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ମଧ୍ୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟନାୟକ ଭାଷା ଆନ୍ଦୋଳନ , ଓଡ଼ିଶାର ଆବାହକ ପବିତ୍ର ମହାରଥାଙ୍କ ଦ୍ୱାରା ସମ୍ପାଦିତ "ବିଧାନସଭାରେ ଭାଷା ଆଇନ" ଙ୍କୁ ଜନସାଧାରଙ୍କ ଉଦେଶ୍ୟରେ ଉନ୍ମୋଚନ କରିଛନ୍ତି | ଭାଷା ଆଇନ ସମ୍ପର୍କିତ ସମସ୍ତ ତଥ୍ୟ ଜନସାଧାରଣଙ୍କ ପାଖରେ ପହଞ୍ଚେଇବା ପାଇଁ ଆଜି ଉତ୍କଳ ସାମ୍ବାଦିକ ସଂଘ ସମ୍ମିଳନୀ କକ୍ଷରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା | ଭାଷା ଆନ୍ଦୋଳନ, ଓଡିଶାର (ଓଡ଼ିଶୀ ସଙ୍ଗୀତ ଶାସ୍ତ୍ରୀୟ କମିଟି)ସଭାପତି ଜାନକୀଶ ବଡପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଆଲୋଚନା ଚକ୍ରରେ ଭାଷା ହିଁ ଭବିଷ୍ୟତ , ଓଡ଼ିଆ ଭାଷାର ତତ୍ୱ ଏବଂ ବିଶ୍ୱ ପଟଳରେ ଓଡ଼ିଆ ଭାଷାର ମହତ୍ୱ ଉପରେ ସାରଗର୍ଭକ ଆଲୋଚନା କରିଥିଲେ | ଭାଷା ଉତ୍କର୍ଷ କେନ୍ଦ୍ରର ପ୍ରକଳ୍ପ ନିର୍ଦେଶକ ଡ଼ ବସନ୍ତ କୁମାର ପଣ୍ଡା ଭାଷା ଆଇନ ଉପରେ ଆଲୋକପାତ କରି କହିଥିଲେ ଭାଷା ଆଇନ ଓ ବିଧାନସଭାରେ ଭାଷା ଆଇନ ପୁସ୍ତକ ଆମ ଭାଷା ପାଇଁ ତଥା ଗବେଷକ ମାନଙ୍କ ପାଇଁ ପଥ ପ୍ରଦର୍ଶକ ହେବ | ସଂମ୍ମାନିତ ଅତିଥି ଭାବେ ପୁରୀରୁ ଆସିଥିବା ପଣ୍ଡିତ ହରିଶଙ୍କର ମିଶ୍ର , ସ୍ତମ୍ଭକାର ଶୃତକୀର୍ତ୍ତି ତ୍ରିପାଠୀ , କବି ଦୁର୍ଗାଚରଣ ଷଡ଼ଙ୍ଗୀ , ସାରଦା ପ୍ରସାଦ ମହାପାତ୍ର ପ୍ରମୁଖ ଭାଷା ଆନ୍ଦୋଳନର ଜନଚେତନା ସମ୍ପର୍କରେ ଆଲୋକପାତ କରିଥିଲେ | ଜୀବନକାଳ ସାଧନା ପାଇଁ  ସରାକାରଙ୍କଦ୍ୱାରା ଓଡ଼ିଆ ଭାଷାର ସର୍ବୋଚ୍ଚ ସମ୍ମାନ ପାଇଥିବା  ପଦ୍ମଶ୍ରୀ ଦେବୀ ପ୍ରସନ୍ନ ପଟନାୟକଙ୍କୁ ସମ୍ମାନିତ କରାଯାଇଥିଲା | ଅନ୍ୟ ମାନଙ୍କ ମଧ୍ୟରେ ବିଭୁତି ପଟନାୟକ ,ମନୋଜ ନାୟକ , ନାଟ୍ୟକାର ଉପେନ୍ଦ୍ର ଶର୍ମା ,ନବ କିଶୋର ପ୍ରଧାନ , ଶଶାଙ୍କ ଶେଖର ଦାସ , ଅମରେନ୍ଦ୍ର ମହାପାତ୍ର , ନୀଳମଣି ମିଶ୍ର , ଅରବିନ୍ଦ ତ୍ରିପାଠୀ , ସୂର୍ଯ୍ୟକାନ୍ତ ସ୍ୱାଇଁ ,ସୂର୍ଯ୍ୟକାନ୍ତ ମହାଲି , ଦାଶରଥି ଗୁମାନସିଂହ , ସୌମେନ୍ଦ୍ର ମିଶ୍ର , ମାନସ ବସ୍ତିଆ , ବିଶ୍ୱଜିତ ରଣା , ଡ଼ମ୍ବୁରଧର ହରଣସିଂହ ପ୍ରଭୃତି ଭାଷା ପ୍ରେମୀ ଭାଷା ଯୋଦ୍ଧା ଅଂଶ ଗ୍ରହଣ କରି ଭାଷା ଆଇନ କିପରି କାର୍ଯ୍ୟକାରୀ ହେବ ସେଥିପ୍ରତି ଗୁରୁତ୍ୱାରୋପ କରିଥିଲେ | ଭାଷା ପାଇଁ ଆମ ପ୍ରଦେଶ ସୃଷ୍ଟି ହୋଇଥିବାବେଳେ ଓଡ଼ିଆ ଭାଷାର ଅସ୍ମିତା ତଥା ଜଣ ଜାଗୃତିର ଆବଶ୍ୟକ ରହିଛି ବୋଲି ମତପ୍ରକାଶ ପାଇଥିଲା ସର୍ବ ଶେଷରେ "ଭାଷା ଆଇନ" ଓ "ବିଧାନସଭାରେ ଭାଷା ଆଇନ' ପୁସ୍ତକର ସମ୍ପାଦକ ପବିତ୍ର ମହାରଥା ଧନ୍ୟବାଦ ସମସ୍ତ ଆଲୋଚକଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026

You Might Also Like