-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||     

HOME   ଜିଲ୍ଲା

ଡେଲାଙ୍ଗ ବ୍ଲକରେ ୫୯୪ଜଣକୁ ନୂତନ ମଧୁବାବୁ ଭତ୍ତା ବଣ୍ଟନ କଲେ ବିଧାୟକ

22-Feb-2024



ଡେଲାଙ୍ଗ(ଦିଲୀପ କୁମାର ଧାଉଡିଆ ): ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ରେ ଆଜି  ମାନ୍ୟବର ବିଧାୟକ ରୁଦ୍ର ପ୍ରତାପ ମହାରଥୀ ୫୯୪ ଜଣ ନୂତନ ହିତାଧିକାରୀଙ୍କୁ ମଧୁବାବୁ ବାର୍ଦ୍ଧକ୍ୟ ଭତ୍ତା ବଣ୍ଟନ କରିଛନ୍ତି  ।ଏହି ଉପଲକ୍ଷେ ଆୟୋଜିତ ଡେଲାଙ୍ଗ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସ୍ଥିତ ବିଜୁ ପଟ୍ଟନାୟକ ସମ୍ମିଳନୀ କକ୍ଷରେ ବ୍ଲକ ଅଧକ୍ଷା ବାସନ୍ତି ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଭତ୍ତା ବଣ୍ଟନ ଉତ୍ସବରେ ବିଧାୟକ ରୁଦ୍ର ପ୍ରତାପ ମହାରଥୀ, ମଣ୍ଡଳ ଉନ୍ନୟନ ଅଧିକାରୀ କ୍ଷିତିଶ ବେହେରା,ବ୍ଲକ ଉପାଧ୍ୟକ୍ଷ ଦୁର୍ବାସା ନିଶଙ୍କ,ଜିଲ୍ଲା ପରିଷଦ ସଭ୍ୟ ପ୍ରସନ୍ନ କୁମାର ସାହୁ,ଆତ୍ମା ଅଧକ୍ଷା ମିନତୀ ସେନାପତି ପ୍ରମୁଖ ଯୋଗୈଦଲହ ଯହହରଛ।ର 

ଦେଇଥିଲେ । ବିଧାୟକ ମହାରଥୀ ଡେଲାଙ୍ଗ ବ୍ଲକର ୨୧ପଞ୍ଚାୟତର ନୂତନ ମଧୁବାବୁ ପେନସନ ଯୋଜନାରେ ୫୯୪ ଜଣ ହିତାଧିକାରୀଙ୍କ ନାମ ଘୋଷଣା ସହ ମଧୁବାବୁ ବାର୍ଦ୍ଧକ୍ୟ ଭତ୍ତା ବଣ୍ଟନର ଶୁଭ ଆରମ୍ଭ କରିଥିଲେ । ଏହି ନୂତନ ମଧୁବାବୁ ପେନସନ ଯୋଜନାରେ ମାସିକ ହଜାର ଟଙ୍କା ଓ ୭୦ ବର୍ଷରୁ ଉର୍ଦ୍ଧ୍ୱ ହିତାଧିକାରୀ ମାନେ ମାସିକ ବାରଶହ ଟଙ୍କା ପାଇବେ ବୋଲି ବିଡ଼ିଓ  ଶ୍ରୀ ବେହେରା ସୂଚନା ଦେଇଥଲେ ! ଶେଷରେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ତପନ ଚନ୍ଦ୍ର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ   17-Aug-2026
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026

You Might Also Like