-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||     

HOME   ଜିଲ୍ଲା

ଖୋଲାପଡିଆରେ ପଡିଛି ମହିଳାଙ୍କ ମୃତଦେହ,ହତ୍ୟାସନ୍ଦେହ, ଘଟଣାସ୍ଥଳରେ ସାଇଣ୍ଟିଫିକଟିମ ସହ ଏସପିଙ୍କ ତନାଘନା

22-Feb-2024



ବଲାଙ୍ଗୀ-ବଲାଙ୍ଗୀର ଜିଲ୍ଲା ପୁଇଁତଳା ଥାନା ଅନ୍ତର୍ଗତ କେସେରକେଲା ଗାଁ ନିକଟସ୍ଥ ଖୋଲାପଡିଆରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମହିଳାଜଣକର ଶବ ମୁହଁମାଡି ପଡିଆରେ ପଡିଥିବା ବେଳେ ନିକଟସ୍ଥ ଗଛରେ ତାଙ୍କର ଶାଢୀ ଝୁଲୁଛି । ପୁଇଁତଳା ପୋଲିସ ପହଞ୍ଚି ଶବକୁ ଜବତ କରିଥିବା ବେଳେ ସାଇଣ୍ଟିଫିକ ଟିମ ସହ ଏସପି ଋଷିକେଶ ଖିଲାରୀ ଘଟଣାସ୍ଥଳୁକୁ ପହଞ୍ଚି ଛାନଭିନ ଆରମ୍ଭ କରିଛନ୍ତି । ନିକଟସ୍ଥ ଗ୍ରାମବାସୀଙ୍କ କହିବା ହେଲା ସେମାନେ ପ୍ରତିଦିନ ଏହି ପଡିଆକୁ ଗାଇ ଚରାଇବାକୁ ଆସିଥାନ୍ତି ।

କିନ୍ତୁ ଆଜି ସକାଳୁ ଆସି ଦେଖିଲା ବେଳେ ପଡିଆରେ ଜଣେ ମହିଳାଙ୍କ ଶବ ପଡିଥିଲା । ସେମାନେ ଗ୍ରାମବାସୀଙ୍କୁ କହି ପୋଲିସକୁ ଖବର ଦେଇଥିଲେ । ପୋଲିସ ଏବେ ଛାନଭିନ ଚଳାଇଛି । ତେବେ ମହିଳାଜଣକ କିଏ ଓ କେଉଁଠିକାର ତାହା ଜଣାପଡିନାହିଁ । ତାଙ୍କର ଶାଢୀରୁ ସେ ମିଶନଶକ୍ତିରେ କାମକରୁଥିବା ଜଣେ ମହିଳା ଭଳି ଜଣାପଡୁଥିବା କୁହାଯାଉଛି । ସେଠାରୁ ମହିଳାଙ୍କର ମୋବାଇଲ ମଧ୍ୟ ଜବତ ହୋଇଛି । ଘଟଣାସ୍ଥଳରେ ବଲାଙ୍ଗୀର ସଦର ଏସଡିପିଓ ପ୍ରଦୀପକୁମାର ସାହୁ,ଇନ୍ସପେକ୍ଟର ବନିତା ପଧାନ ପ୍ରମୁଖ ପହଞ୍ଚି ତଦନ୍ତ ଚଳାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026
  ଜିଲ୍ଲା  
ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   17-Aug-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ   17-Aug-2026
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026

You Might Also Like