-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||     

HOME   ଜିଲ୍ଲା

ସନ୍ଥକବି ସୋନପୁରମାଟିକୁ ମହିମାନ୍ୱିତ କରିଛନ୍ତି: ଲକ୍ଷ୍ମଣ

23-Feb-2024



ସୋନପୁର:  ସନ୍ଥକବି ଭୀମଭୋଇଙ୍କ ସାଧନା,ସିଦ୍ଧି ଓ ସମାଧିପୀଠ ଖଲିଆପାଲିଠାରେ ପବିତ୍ର ମାଘମେଳା ଅନୁଷ୍ଠିତ ହେଉଛି । ଗତ ୨୧ ତାରିଖରୁ ଏହା ଆରମ୍ଭ ହୋଇଛି । ଭୀମଭୋଇ ସଂସ୍କୃତି ମଣ୍ଡପଠାରେ ଆୟୋଜିତ ହେଉଥିବା ସାଂସ୍କୃତିକ ସଂଧ୍ୟାର ଦ୍ୱିତୀୟ ଦିନରେ ମୁଖ୍ୟଅତିଥି ଭାବରେ ବଲାଙ୍ଗୀର କେନ୍ଦ୍ର ସମବାୟ ବ୍ୟାଙ୍କର ପୂର୍ବତନ ସଭାପତି ଲକ୍ଷ୍ମଣ କୁମାର ମେହେର ଯୋଗଦେଇ ସନ୍ଥକବି ସୋନପୁର ମାଟିକୁ ମହିମାନ୍ୱିତ କରିଛନ୍ତି ବୋଲି କହିଛନ୍ତି । ଖଲିଆପାଲି ମାଟିରୁ ଭୀମଭୋଇ ସମଗ୍ର ବିଶ୍ୱକୁ ନୂଆ ଦିଗଦର୍ଶନ ଦେଇ ତାଙ୍କର ମହାନବାଣୀ ଉଦଘୋଷଣା କରିଥିଲେ । ସୋନପୁର ଜିଲ୍ଲାର ବିନିକାର ସ୍ୱର୍ଗତ ସ୍ୱାଧିନତା ସଂଗ୍ରାମୀ ଗୁରୁବାରୀ ମେହେର, ମନ୍ଦିରମାଳିନୀ ସୋନପୁର, ପାତା  ପାତାଳୀ ଶ୍ରୀକ୍ଷେତ୍ର ଇତ୍ୟାଦି ସହ ବୁଣାକାରଙ୍କ କଳାକାରୀକୁ ପ୍ରଶଂସା କରିବା ସହିତ ଏହି ମାଟି ଏକ ତ୍ୟାଗ ଓ ବଳିଦାନର ମାଟି ବୋଲି ଶ୍ରୀ ମେହେର କହିଥିଲେ । କଳାକାର ଚୌଧୁରୀ ବିଭାରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସମାରୋହରେ ସମ୍ମାନୀତ ଅତିଥି ଭାବରେ ସମାଜସେବୀ ମେଘନାଥ ପଧାନ, ଖଲିଆପାଲି ହାଇସ୍କୁଲର ପ୍ରଧାନଶିକ୍ଷକ ପଦ୍ମନାଭ ପଣ୍ଡା, ଉଚ୍ଚପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଲୋକନାଥ ଦାସ,

ମାଘମେଳା ପରିଚାଳନା କମିଟିର ଚନ୍ଦନ ମହାନ୍ତି ଓ ରୂଦ୍ରଦେବ  ଦାନୀ ମଞ୍ଚାସୀନ ଥିଲେ । ଏହି ଅବସରେରେ ସୋନପୁର ପଏଁରୀ ଅନୁଷ୍ଠାନର କଳାକାରମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଭୀମଭୋଇ ସମାଧି ପୀଠ ଟ୍ରଷ୍ଟର ମେନେଜିଂ ଟ୍ରଷ୍ଟି ଛତ୍ରଧାରୀ ଅଗ୍ରୱାଲ, ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ, ବରିଷ୍ଠ ନାଗରିକ ମହାଦେବ ବଗର୍ତ୍ତି, ମାଘମେଳା କମିଟିର ସୁମନ୍ତ ପୁଟେଲ, ବିଭୁତୀଭୂଷଣ ନେଗୀ, ସତ୍ୟନାରାୟଣ ପୂଜାହାରୀ ପ୍ରମୁଖ କର୍ମକର୍ତ୍ତାଙ୍କ ସମେତ ହଜାର ସଂଖ୍ୟାରେ ଦର୍ଶକ ଉପସ୍ଥିତ ରହିଥିଲେ । ମହିମାପୀଠରେ ହଜାର ହଜାର ସଂଖ୍ୟାରେ ମହିମାଧର୍ମିଙ୍କ ସମାଗମ ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026

You Might Also Like