-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||     

HOME   ରାଜନୀତି

ସିର୍ଲା ପଞ୍ଚାୟତ ରେ ବିଜୁ ଜନତା ଦଳର ମିଶ୍ରଣ ପର୍ବ.. କଂଗ୍ରେସ ଓ ବିଜେପି ଛାଡି ବିଜେଡି ରେ ସାମିଲ ହେଲେ ୨୦୦ ରୁ ଉର୍ଦ୍ଧ କର୍ମୀ

23-Feb-2024



ତୁମୁଡିବନ୍ଧ(ପ୍ରେରଣା ଖବର ): ଆଗାମୀ ସାଧାରଣ ନିର୍ବାଚନ କୁ ଆଖିରେ ରଖି ପ୍ରତେକ ଦଳ ନିଜ ନିଜର ରଣନୀତି ଆରମ୍ଭ କରିଦେଲେଣି l ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳ ସଭାପତି ତଥା ସାଂସଦ ପ୍ରତନିଧି ପ୍ରମୋଦ ସାହୁଙ୍କ ନେତୃତ୍ୱ କ୍ରମେ ପ୍ରତେକ ଦିନ ଗ୍ରାମ ପଞ୍ଚାୟତ ସ୍ତରୀୟ ମିଶ୍ରଣ ପର୍ବ ଜାରି ରହିଛି l ତୁମୁଡିବନ୍ଧ ରେ ବିଜୁ ଜନତା ଦଳ କିପରି ଭାବେ ସୁଦୃଢ ହେବ ସେନେଇ ଦୃଷ୍ଟିଗୋଚର କରୁଛନ୍ତି ବ୍ଲକ ସଭାପତି l ଶୁକ୍ରବାର ଦିନ ତୁମୁଡିବନ୍ଧ ବ୍ଲକ ସଭାପତି ପ୍ରମୋଦ ସାହୁଙ୍କ ନିର୍ଦେଶ କ୍ରମେ ସିର୍ଲା ଗ୍ରାମ ପଞ୍ଚାୟତ ବିଜୁ ଜନତା ଦଳ ସଭାପତି ଜଗପତି ବଡ଼ସେଟଙ୍କ ନେତୃତ୍ୱ କ୍ରମେ ସିର୍ଲା ଗ୍ରାମ ପଞ୍ଚାୟତ ରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି l ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ସ୍ୱଚ୍ଛ ଶାସନ ରେ ଅନୁପ୍ରାଣିତ ହେଇ ତୁମୁଡିବନ୍ଧ ବ୍ଲକ ରେ ହେଉଥିବା ବିକାଶ ଧାରାରେ ସାମିଲ ହେବାକୁ ସିର୍ଲା ଗ୍ରାମ ପଞ୍ଚାୟତ ର ଲିଙ୍ଗେରୀମାହା, ଗୁଡ୍ରି, ଜାନାଗାଡା ଓ ଅନ୍ୟାନ୍ୟ ଗ୍ରାମର ୧୫୦ରୁ ଉର୍ଦ୍ଧ କର୍ମୀ କଂଗ୍ରେସ ଛାଡି ବିଜେଡ଼ିରେ ବିଧିବଦ୍ଧ ଭାବେ ସାମିଲ ହେଇଛନ୍ତି l ସେପରି ଭାବେ ବୁଡାକାମ୍ବା, ସିର୍ଲା, ଟେକ୍ଲାମିଲା ଓ ପୀଡାମାହା ଗ୍ରାମର ୫୦ରୁ ଉର୍ଦ୍ଧ କର୍ମୀ ବିଜେପି ଛାଡି ବିଧିବଦ୍ଧ ଭାବେ ବିଜେଡି ରେ ସାମିଲ ହେଇଛନ୍ତି ସର୍ବମୋଟ ୨୦୦ ରୁ ଉର୍ଦ୍ଧ କର୍ମୀ କଂଗ୍ରେସ ଓ ବିଜେପି ଛାଡି ବିଜୁ ଜନତା ଦଳରେ ସାମିଲ ହେଇଛନ୍ତି l ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବ୍ଲକ ସଭାପତି ପ୍ରମୋଦ ସାହୁ ଯୋଗଦେଇଥିଲେ ସନମାନିତ ଅତିଥି ଭାବେ ବ୍ଲକ ଅଧକ୍ଷା ବାସନ୍ତୀ ମାଝୀ, ଜିଲ୍ଲା ପରିଷଦ ସଭ୍ୟ ନବୀନ ପାତ୍ର, ଆମ ଓଡିଶା ନବୀନ ଓଡିଶା କନ୍ଧମାଳ ଜିଲ୍ଲା ସଂଯୋଜକ ରାଜୀବ ପାତ୍ର, ସିର୍ଲା ଗ୍ରାମ ପଞ୍ଚାୟତ ସରପଞ୍ଚ ନୁଶୁଙ୍ଗା ପାଟମାଝି, ସମିତି ସଭ୍ୟା ମଞ୍ଜୁଲତା ନାୟକ, ପୂର୍ବତନ ଗ୍ରାମ ପଞ୍ଚାୟତ ସଭାପତି ରାଧାକାନ୍ତ ପାଟମାଝି,ବ୍ଲକ ଛାତ୍ର ସଭାପତି ସୁଜିତ କୁମାର ସାହୁ, ବ୍ଲକ ଉପସଭାପତି ଅମୀୟ ପରାସେଟ, ବୈକୁଣ୍ଠ ପରାସେଟ ସମେତ ଅନ୍ୟାନ୍ୟ କର୍ମୀ ଉପସ୍ଥିତ ଥିଲେ l ବ୍ଲକ ସଭାପତି ଶ୍ରୀ ସାହୁ ଦଳୀୟ ଉତ୍ତରୀୟ ପରିଧାନ କରେଇ ନୂତନ ଭାବେ ସାମିଲ ହେଇଥିବା କର୍ମୀଙ୍କୁ ଦଳକୁ ସ୍ୱାଗତ କରିଥିଲେ l ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସହଯୋଗ ରେ ସିର୍ଲା ଗ୍ରାମ ପଞ୍ଚାୟତ ଦିନକୁ ଦିନ ଉନ୍ନତି ହେବାରେ ଲାଗିଛି ଗମନାଗମନ ନିମନ୍ତେ ସିର୍ଲା ଗ୍ରାମ ପଞ୍ଚାୟତ ରେ ରାଜ୍ୟ ସରକାର କୋଟି କୋଟି ଅର୍ଥ ବ୍ୟୟ କରିଛନ୍ତି l ଆଜି ସିର୍ଲା ଗ୍ରାମ ପଞ୍ଚାୟତ ର ଚତୁର୍ଦିଗରେ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ଦେଖିବାକୁ ମିଳିଛି l ସିର୍ଲା ଗ୍ରାମ ପଞ୍ଚାୟତ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି ଯାହା କେବେ ଭାବିନଥିଲେ ସିର୍ଲା ବାସି ତାହା କରିକି ଦେଖାଇଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାରଣ ସିର୍ଲା ଗ୍ରାମ ପଞ୍ଚାୟତ କୁ ବ୍ଲକ ରେ ଯୋଡିବା ନିମନ୍ତେ ଏକ ଲଷ୍ମୀ ବସ ଯୋଜନା ଜରିଆରେ ଏକ ବସ ଯୋଗେଇଦେଇଛନ୍ତି l ଏହି ସବୁ ଉନ୍ନତି ମୂଳକ କାର୍ଯ୍ୟ ଦେଖି ଅନୁପ୍ରାଣିତ ହେଇ କଂଗ୍ରେସ ଓ ବିଜେପି ଛାଡି ବିଜେଡିରେ ସାମିଲ ହେଇଥିବା କହିଛନ୍ତି ନୂତନ ଭାବେ ସାମିଲ ହେଇଥିବା କର୍ମକର୍ତା l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026

You Might Also Like