-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

ଆଗମୀ ୨୭ ରେ ବିଜେପି ଘେରିବ ଟି.ପି.ଡବ୍ଲୁ.ଓ.ଡି.ଏଲ୍*

24-Feb-2024




    ସମ୍ବଲପୁର -(ସଂଜୀବପାଣିଗ୍ରାହୀ) - ରାଜ୍ୟ ରେ ବିଦ୍ୟୁତ୍ ବିତରଣ ବ୍ୟବସ୍ଥା ଓ.ଏସ.ଇ.ବି ହାତ ରେ ଥାଉ କି ୱେସ୍କୋ ହାତରେ ଥାଉ କି ଟାଟା ପାୱାର ହାତରେ ଉପଭୋକ୍ତା ଙ୍କ ଅଵସ୍ଥା ଯଥା ପୂର୍ବମ ତଥା ପରମ୍ । ବିଦ୍ୟୁତ୍ ଯୋଗାଣ ରେ ଅବ୍ୟବସ୍ଥା ଓ ଉପଭୋକ୍ତା ଙ୍କୁ ଶୋଷଣ କରିବାରେ କେହି କାହାକୁ କମ୍ ନୁହଁନ୍ତି । ବର୍ତ୍ତମାନ୍ ତ୍ ଟାଟା ପାୱାର ସମସ୍ତ୍ ସୀମା ଉଲଂଘନ କାରି ସାରିଲାଣି । 
      ସେ ଅଘୋଷିତ ବିଜୁଳି କାଟ ହେଉ କି ତ୍ରୁଟିପୂର୍ଣ୍ଣ ବିଲିଙ୍ଗ କରିବାରେ ହେଉ ଟାଟା ପାୱାର ପୂର୍ବ ର ଓ.ଏସ.ଇ.ବି ଓ ୱେସ୍କୋ ଠୁଁ ବଳି ଗଲାଣି । ବର୍ତ୍ତମାନ୍ ପରିପେକ୍ଷିରେ ଟାଟା ପାୱାର ର ସ୍ମାର୍ଟ୍ ମିଟର ବ୍ୟବସ୍ଥା ବୋଝ୍ ଉପରେ ନଳିତା ବିଡା ସଦୃଶ ହେଲାଣି ।
      ଉପଭୋକ୍ତ ଙ୍କୁ ପ୍ରକୃତ କାରଣ ଓ ମିଟର ସଂପର୍କିତ ସବିଶେଷ ବିବରଣୀ ପ୍ରଦାନ ନ କରି ସ୍ମାର୍ଟ ମିଟର ସ୍ଥାପନ କରି ଦିଆଯାଉଛି । ଭିଜିଲାନ୍ସ ଚେକିଙ୍ଗ ନା ରେ ଅଯଥା ହଇରାଣ କରି ଲକ୍ଷାଧିକ ଟଙ୍କା ର ତଣ୍ଡ ରେ ଦଣ୍ଡିତ କରାଯାଉଛି । ୱେସ୍କୋ ସମୟରେ ବିବାଦିତ ବକେୟା ପାଉଣା ର କୌଣସି ସମାଧାନ ନ କରି ବକେୟା ପାଉଣା ଅସୁଲ କରାଯାଉଛି ନଦେଲେ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ କରି ଦିଆଯାଇଛି ।
    ଏଭଳି ଅନେକ ସମସ୍ୟା ର ଶୀଘ୍ର ଓ ସ୍ଥାୟି ସମାଧାନ ପାଇଁ ଆସନ୍ତି ୨୭ ତାରିଖ ରେ ସମ୍ବଲପୁର ବିଜେପି ପକ୍ଷରୁ ଟି.ପି.ଡବ୍ଲୁ.ଓ.ଡି.ଏଲ୍ ଅଧିକ୍ଷଣ ଯନ୍ତ୍ରୀ ଙ୍କ କାର୍ଯ୍ୟଳୟ ଘେରାଉ କରାଯିବାର କାର୍ଯ୍ୟକ୍ରମ ରହିଛି । ଏଥି ପାଇଁ ଆଜି ସ୍ଥାନିୟ ବିଜେପି କାର୍ଯ୍ୟାଳୟ ରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।
    ଜିଲ୍ଲା ସଧାରଣ ସମ୍ପାଦକ ଅନିଲ ବେହେରା ଙ୍କ ସଭାପତିତ୍ବ ରେ ହୋଇଥିବା ଆଜିର ବୈଠକ ରେ ବିପିନ ଭାଟିଆ, ଡ.ପ୍ରମୋଦ ରଥ, ସମିର ରଞ୍ଜନ ବାବୁ, ସୁଶାନ୍ତ କୁମାର ପୁରୋହିତ, ସରୋଜ ଦଲପତ୍, ଫଣି ଭୂଷଣ ମିଶ୍ର, ଅରୁଣ ଦାସ, ଅଜୟ ବଡଗେୟାଁ, ନିରଞ୍ଜନ ଦାସ, ଅଜିତ ବେହେରା, ପ୍ରଭୁଡଦତ୍ତ ପଣ୍ଡା, ଅଭିଷେକ ମିଶ୍ର, ସନ୍ତୋଷ ଡ଼ାଲୁଆ, କାହ୍ନୁରାମ ଶର୍ମା, ଶିବ ଦିୱାନ୍, ରାଜୀବ ଲୋଚନ ସାହୁ, ମହେଶ ପାଲିୱାଲ୍, ବିଜେପି ରାଜ୍ୟ ପେନାଲିଷ୍ଟ୍ ମାନସ ରଞ୍ଜନ ବକ୍ସି ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

           
  ଜିଲ୍ଲା  

ବରୀ ରେ ବନ୍ୟା