-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

ବିଜେଡ଼ିର ମିଶ୍ରଣ ପର୍ବ : ସାମିଲ୍ ହେଲେ ୧୦୦ ରୁ ଉର୍ଦ୍ଧ୍ଵ ମହିଳା

24-Feb-2024



ବାଲିଗୁଡ଼ା:(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀ ରେ ବିଜେଡ଼ିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । ଜିଲ୍ଲା ପର୍ଯ୍ୟବେକ୍ଷକ ବିଜୟ ନାୟକ, ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ ଅଜୟ ମହାରଣାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏବଂ କୋଟଗଡ଼ ବ୍ଲକ୍ ସାଂସଦ ପ୍ରତିନିଧି ମନୋଜ ସାବତଙ୍କ ନେତୃତ୍ବରେ ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀ ସଂଯୋଜକ ଟୁନା ଦାସଙ୍କ ଉପସ୍ଥିତିରେ ନିର୍ବାଚନ ମଣ୍ଡଳୀର କୋଟଗଡ଼ ବ୍ଲକ୍ ଅନ୍ତର୍ଗତ ପାରିଗଡ଼ ପଞ୍ଚାୟତର ୧୦୦ରୁ ଉର୍ଦ୍ଧ୍ଵ ମହିଳା ବିଜେଡ଼ିରେ ସାମିଲ ହୋଇଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଯୋଗୁଁ ଅଞ୍ଚଳର ମାଁ ମାନେ ଆଜି ସ୍ବାବଲମ୍ବୀ ହୋଇପାରିଛନ୍ତି । ପ୍ରତି ଗାଁ ରେ ରାସ୍ତା,ପାନୀୟ ଜଳର ବ୍ୟବସ୍ଥା ହୋଇପାରିଛି । ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀର ସଂଯୋଜକ ଟୁନା ଦାସ ଆମକୁ ବିଭିନ୍ନ ସମୟରେ ସହଯୋଗର ହାତ ବଢ଼ାଇଛନ୍ତି । ଗାଁ ରେ ଥିବା ମା'  ପାଟ୍ଟଖଣ୍ଡା ମନ୍ଦିର ନିର୍ମାଣ ପାଇଁ ଆମକୁ ଦୁଇଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି । ଏଣୁ ଆମେ ଆଜି ସଂକଳ୍ପ ବଦ୍ଧ ଆମେ ଟୁନା ଦାସଙ୍କ ନେତୃତ୍ୱରେ ବିଜୁ ଜନତା ଦଳ ସାଥିରେ ଅଛୁ ଏବଂ ରହିବୁ ବୋଲି ମହିଳା ମାନେ ପ୍ରକାଶ କରିଛନ୍ତି । ଅଞ୍ଚଳବାସୀଙ୍କ ମନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ପ୍ରତି ଭଲପାଇବା ଏଥିରୁ ସ୍ପଷ୍ଟ ଜଣାପଡ଼ୁଛି । ଏଥିସହିତ ଆମେ ମଧ୍ୟ ଅଞ୍ଚଳବାସୀଙ୍କ ସାଥିରେ ଥିଲୁ ଅଛୁ ଏବଂ ଆଗକୁ ମଧ୍ୟ ଏଭଳି ରହିବୁ ବୋଲି  ଟୁନା ଦାସ ଓ ମନୋଜ ସାବତ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

           
  ଜିଲ୍ଲା  

ବରୀ ରେ ବନ୍ୟା