-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||     

HOME   ଜିଲ୍ଲା

୩୯ତମ ବାର୍ଷିକ ଉତ୍ସବ ସହ ବିଶ୍ଵଶାନ୍ତି ରୁଦ୍ର ମହାଯଜ୍ଞ ଆରମ୍ଭ

24-Feb-2024



ବାଲିଗୁଡା, (ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ଜଳେଶପଟ୍ଟା ସ୍ଥିତ ପ୍ରସିଦ୍ଧ ଜଳେଶ୍ଵର ଶୈବପୀଠ  ଶଙ୍କରଚାର୍ଯ୍ୟ ସଂସ୍କୃତ କନ୍ୟାଶ୍ରମ ପରିସରରେ ୩୯ତମ ବାର୍ଷିକ ଉତ୍ସବ ସହ ବିଶ୍ଵଶାନ୍ତି ରୁଦ୍ର ମହାଯଜ୍ଞ ଓ ଅଷ୍ଟପ୍ରହରି ନାମଯଜ୍ଞ ଆରମ୍ଭ ହୋଇଯାଇଛି । ଏହା ମାଘ ଶୁକ୍ଳ ତ୍ରୋୟଦୋଶୀ ଠାରୁ ଆରମ୍ଭ ହୋଇ ପୂର୍ଣ୍ଣିମା ପର୍ଯ୍ୟନ୍ତ ତିନି ଦିନ ଧରି ଚାଲିବ । ପ୍ରଥମ ଦିନରେ ଅଙ୍କୁରାରୋପଣ ଓ କଳସ ଯାତ୍ରା ଅନୁଷ୍ଠିତ ହୋଇଥିଲା । ଆଶ୍ରମ ଅନ୍ତେବାସୀ ଓ ସ୍ଥାନୀୟ ମହିଳା ମାନେ ରାହୁଳ ନଦୀରୁ ନାମ ସଙ୍କୀର୍ତ୍ତନ ସହ କଳସ ରେ ପଣି ଆଣି ଯଜ୍ଞ ମଣ୍ଡପ କୁ ଆଣିଥିଲେ । ଏହା ପରେ ବିଶ୍ଵଶାନ୍ତି ରୁଦ୍ର ମହାଯଜ୍ଞ ଓ ଅଷ୍ଟପ୍ରହରି ନାମଯଜ୍ଞ ଆରମ୍ଭ ହୋଇଥିଲା । କନ୍ଧମାଳ ଜିଲ୍ଲା ର ବିଭିନ୍ନ ଅଞ୍ଚଳର ମହିଳା ,ପୁରୁଷ ଓ କୁନି କୁନି ପିଲା ହାତରେ ମୃଦଙ୍ଗ ,ଖୋଳ ଓ ତାଳ ଧରି ନାଚି ନାଚି ହରେ କୃଷ୍ଣ ହରେ ରାମ ସଙ୍କୀର୍ତ୍ତନ ରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ , ଅର୍ଣ୍ଣ ଯଜ୍ଞ ,ଜ୍ଞାନ ଯଜ୍ଞ , ଘୃତ ଯଜ୍ଞ ଓ ସେବା ଯଜ୍ଞ ଚାଲୁ ରହିଛି । ସ୍ଥାନୀୟ ଲୋକଙ୍କ ସହଯୋଗ ରେ ଏହି ବିଶ୍ଵଶାନ୍ତି ରୁଦ୍ର ମହାଯଜ୍ଞ ଆୟୋଜିତ ହୋଇଥିବା ଆଶ୍ରମ ମୁଖ୍ୟ ଜୀବନା ମୁକ୍ତା ନନ୍ଦ ପୁରୀ ମହାରାଜ କହିଛନ୍ତି । ଶଙ୍କରାଚାର୍ଯ୍ୟ ସଂସ୍କୃତ କନ୍ୟାଶ୍ରମ ସଂସ୍ଥାପକ ବେଦାନ୍ତ କେଶରୀ ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବ୍ରହ୍ମଲୀନ ପରେ ମଧ୍ୟ ଏହି କାର୍ଯ୍ୟକ୍ରମ ଜାରିରହିଛି ଓ ରହିବ ବୋଲି ସ୍ଵାମୀ ମୁକ୍ତା ନନ୍ଦ ପୁରୀ କହିଛନ୍ତି । ଏହି କାର୍ଯ୍ୟକ୍ରମରେ ଏକଲ ଅଭିଯାନ ର ପ୍ରତିଷ୍ଠାତା ଓ ଅଭିଭାବକ ଶ୍ୟାମ ଜୀ ଗୁପ୍ତା ,ଏକଲ ବିଦ୍ୟାଳୟ ର ସମ୍ଭାଗ ଉପସଭାପତି ପ୍ରିୟ ରଞ୍ଜନ ଚୌଧୁରୀ,ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ଜିଲ୍ଲା ବ୍ୟବସ୍ତା ପ୍ରମୁଖ କାଳନ୍ଦି ଚରଣ ପଣ୍ଡା , ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ର ଜିଲ୍ଲା ପ୍ରଚାର ପ୍ରମୁଖ ଟି. ଶିବ ପାତ୍ର , ଆଶ୍ରମ ର ପ୍ରଧାନ ଆଚାର୍ଯ୍ୟ ସନ୍ଧ୍ଯାରାଣୀ ପାଣିଗ୍ରାହୀ ,ଶିବାଶିଷ ପଣ୍ଡା ,ପୂର୍ବତନ ବିଧାୟକ କରେନ୍ଦ୍ର ମାଝି , ରାଜ୍ୟ ବିଜେପି ଉପସଭାନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର, ବରିଷ୍ଠ ବିଜେପି ନେତା ସୁକାନ୍ତ ପାଣିଗ୍ରାହୀ ସମେତ ରବୀନ୍ଦ୍ର ପାତ୍ର ,ପୂର୍ଣ୍ଣ ଚନ୍ଦ୍ର ପାଢୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ଶାନ୍ତି ଶୃଙ୍ଖଳା ରଖିବା ପାଇ ଦୁଇ ଜଣ ଏସଆଇ ,ତିନି ଜଣ ଏଏସଆଇ ଓ ଦୁଇ ପ୍ଲାଟୁନ ଫୋର୍ସ ମୃତୟନ କରାଯାଇଥିବା  ଥାନା ଅଧିକାରୀ ଥାନା ଅ ଆଶୁତୋଷ ଜେନା ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026

You Might Also Like

               
  ଜିଲ୍ଲା  

ବରୀ ରେ ବନ୍ୟା