-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ବିଶ୍ଵହିନ୍ଦୁ ପରିଷଦ ପ୍ରଚାର ପ୍ରସାର ବିଭାଗ ତରଫରୁ ସାମ୍ବାଦିକ ମାନଙ୍କ ବନ୍ଧୁ ମିଳନ

24-Feb-2024



ବଲାଙ୍ଗିର(ଚିତ୍ରସେନ ବେହେରା): ଆଜି ଶନିବାର ଦିନ ବଲାଙ୍ଗିର ଜିଲ୍ଲା ବିଶ୍ଵହିନ୍ଦୁ ପରିଷଦ ପ୍ରଚାର ପ୍ରସାର ବିଭାଗ ତରଫରୁ ସ୍ଥାନୀୟ ଅମଲା ଭବନ ଠାରେ ଏକ ସାମ୍ବାଦିକ ବନ୍ଧୁମିଲନ ଏବଂ ଧନ୍ୟବାଦ ଅର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଶ୍ରୀରାମ ଜନ୍ମଭୂମି ଆନ୍ଦୋଳନରୁ ଆରମ୍ଭ କରି ମନ୍ଦିର ପ୍ରାଣ ପ୍ରତିଷ୍ଠା ହେବା ପର୍ଯ୍ୟନ୍ତ ଗଣ ମାଧ୍ୟମର ସକ୍ରିୟ ଭୂମିକାକୁ ଧନ୍ୟବାଦ ଜ୍ଞାପନ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ଇଲେକ୍ଟ୍ରୋନିକ୍ସ ଓ ପ୍ରିଣ୍ଟ ମିଡିଆ ର ସମସ୍ତ ସାମ୍ବାଦିକ ବନ୍ଧୁ ମାନଙ୍କ ସହିତ ବିଶ୍ଵହିନ୍ଦୁ ପରିଷଦର ପ୍ରାନ୍ତ ଧର୍ମାଚାର୍ୟ ସମ୍ପର୍କ ପ୍ରମୁଖ ଶ୍ରୀ ସୁଦର୍ଶନ ବାବା,ବିଶ୍ଵ ହିନ୍ଦୁ ପରିଷଦ ଓଡିଶା ପଶ୍ଚିମ ପ୍ରାନ୍ତ ସହ ପ୍ରଚାର ପ୍ରମୁଖ ଶ୍ରୀ ପବିତ୍ର କୁମାର ଦାଶ,ବଲାଙ୍ଗିର ଜିଲ୍ଲା ସଭାପତି ଗୋବିନ୍ଦ ଚନ୍ଦ୍ର ମିଶ୍ର,ବଜରଙ୍ଗ ଦଳ ଓଡିଶା ପଶ୍ଚିମ ପ୍ରାନ୍ତ ସହ ସଂଯୋଜକ ସୌମ୍ୟ ରଞ୍ଜନ ମିଶ୍ର,ଶିକ୍ଷା ବିକାଶ ସମିତି ଦକ୍ଷିଣ ପଶ୍ଚିମ ସମ୍ଭାଗ କୋଷାଧ୍ୟକ୍ଷ  ଦତ୍ତାନନ୍ଦ ପଣ୍ଡା ଉପସ୍ଥିତ ଥିଲେ।ବିଶ୍ଵହିନ୍ଦୁ ପରିଷଦ ବଲାଙ୍ଗିର ଜିଲ୍ଲା ପ୍ରଚାର ପ୍ରସାର ପ୍ରମୁଖ ସୌମ୍ୟରଞ୍ଜନ  ମିଶ୍ର କାର୍ଯ୍ୟକ୍ରମର ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା