-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ବିତରଣ ସମାରୋହ,୨୩୮୬ ଜଣଙ୍କୁ ମିଳିଲା ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

24-Feb-2024



ବଲାଙ୍ଗିର(ଚିତ୍ରସେନ ବେହେରା ): ବଲାଙ୍ଗିର ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ବିତରଣ ସମାରୋହ ସ୍ଥାନୀୟ ପୃଥୀରାଜ ହାଇସ୍କୁଲ ଖେଳ ପଡିଆଠାରେ ବଲାଙ୍ଗିର ଜିଲ୍ଲାପାଳ ଶ୍ରୀ ଗୌରୱ ଶିୱାଜୀ ଇସଲୱାର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେଇଛି । ମିଳିବ ସମ୍ମାନ, ବଢିବ ଉତ୍ସାହ, ଆଣିବ ଆଗ୍ରହ, ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର I ଏହି ଆହ୍ୱାନରେ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଉତ୍ସବ ଅନୁଷ୍ଠିତ ହେଇଥିଲା I ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଥିବା ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ/ଶିକ୍ଷୟତ୍ରୀ, ପୁରାତନ ଛାତ୍ରଛାତ୍ରୀ, ବିଦ୍ୟାଳୟ ଶିକ୍ଷା କମିଟି ତଥା ସରପଞ୍ଚ ମାନଙ୍କୁ ଅଭିନନ୍ଦନ

ଜଣାଇବା ସହ ଛାତ୍ରଛାତ୍ରୀ ମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ I ରାଜ୍ୟ ସଭା ସଂସଦ ନିରଞ୍ଜନ ବିଶି , ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ , ପୌରାଧ୍ୟକ୍ଷା  ଲିକା ସାହୁ , ଜିଲ୍ଲା ମଙ୍ଗଳ ଅଧିକାରୀ ଅଲେଖ ବିଶ୍ୱାଳ ପ୍ରମୁଖ ମଞ୍ଚସ୍ଥ ଥିଲେ | ଏହି ଅବସରରେ ୧୨୬ ଜଣଙ୍କୁ ଜିଲ୍ଲାସ୍ତରୀୟ ଛାତ୍ର ଛାତ୍ରୀ ପୁରସ୍କାର, ୧୪୪୮ ଜଣ ବ୍ଲକସ୍ତରୀୟ ଛାତ୍ରଛାତ୍ରୀ  ପୁରସ୍କାର, ୨୧୦୬ ଜଣଙ୍କୁ ଲିଡରସିପ ପୁରସ୍କାର, ୪୨ ଜଣଙ୍କୁ  ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପୁରସ୍କାର, ୪୨ଜଣଙ୍କୁ  ପ୍ରାଥମିକ ବିଦ୍ୟାଳୟ ପୁରସ୍କାର, ୧୪ ଗ୍ରାମ ପଂଚାୟତ ପୁରସ୍କାର, ୧୪  ପୁରାତନ ଛାତ୍ରଛାତ୍ରୀ ପୁରସ୍କାର, ୧୪ ବିଦ୍ୟାଳୟ ଶିକ୍ଷା କମିଟି, ୧୪  ଉଚ୍ଚ ମାଧ୍ୟମିକ ସ୍ତରୀୟ ପ୍ରଧାନ ଶିକ୍ଷକ ପୁରସ୍କାର ତଥା ୧୪  ପ୍ରାଥମିକ ବିଦ୍ୟାଳୟ ସ୍ତରୀୟ ଶିକ୍ଷକ ପୁରସ୍କାର ସମେତ ମୋଟ ୨୩୮୬ ଜଣଙ୍କୁ ପୁରସ୍କାର ପ୍ରଦାନ କରାଗଲା I ୧୪ ଟି ବ୍ଲକ ରୁ କୃତୀ ଛାତ୍ର ଛାତ୍ରୀ ତଥା ଶିକ୍ଷକ ଶିକ୍ଷୟତ୍ରୀ ଏହି ଉତ୍ସବ ରେ ପୁରସ୍କୃତ ହେଇଥିଲେ । ଟିଟିଲାଗଡ ବ୍ଲକ ସର୍ବାଧିକ ୨୦୩ ଟି ପୁରସ୍କାର ପାଇଛି । ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ସ୍ୱାଗତ ସଂଗୀତ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ I

ଅତିଥି ମାନେ  ପୁରସ୍କାର ବିତରଣ କରିବା ସହ ଛାତ୍ରଛାତ୍ରୀ ମାନଙ୍କର ଜୀବନରେ ସଫଳତା କାମନା କରିଥିଲେ I ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ କେସବ ମେହେର ଛାତ୍ରଛାତ୍ରୀ ମାନଙ୍କ ସଫଳ ଜୀବନଯାତ୍ରା ପାଇଁ ପ୍ରେରଣାତ୍ମକ ଉପଦେଶ ଦେଇଥିଲେ I ଉତ୍ସବ ସମସ୍ତ ବି ଇ ଓ, ଏ ବି ଇ ଓ, ସମସ୍ତ ସି ଆର ସି ସି, ଶିକ୍ଷକ /ଶିକ୍ଷୟତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସଫଳତା ପୂର୍ବକ ଶେଷ ହୋଇଥିଲା I


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା