-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ରାଜନୀତି

ରାଜ୍ୟର ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଗଲା, ପାଞ୍ଚ  ଟି  ଏନଏସି ଯଥା ବୌଦ୍ଧଗଡ଼  ଆସ୍କା  ଛତ୍ରପୁର  କରଞ୍ଜିଆ ଓ  କଣ୍ଟାବାଞ୍ଝି  ମୁନିସିପାଲିଟି କୁ  ଉନ୍ନୀତ  ହେଲା

24-Feb-2024



ଭୁବନେଶ୍ବର(ପ୍ରେରଣା ଖବର ): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ  ଏବଂ  ଚାରିଟି  ଜିଲାର  ପାଞ୍ଚ ଟି  ଏନଏସି  କୁ  ମୁନିସିପାଲିଟିକୁ  ଉନ୍ନୀତ  କରାଯିବା ବିଷୟ  ଘୋଷଣା କରିଛନ୍ତି। 

ମୁଖ୍ୟମନ୍ତ୍ରୀଙ୍କ  ଘୋଷଣା  ଅନୁଯାୟୀ ବୌଦ୍ଧ  ଜିଲ୍ଲାର  ବୌଦ୍ଧଗଡ଼  ମୟୁରଭଞ୍ଜର  କରଞ୍ଜିଆ  ବଲାଙ୍ଗିରର  କଣ୍ଟାବାଞ୍ଝି  ଓ  ଗଞ୍ଜାମ  ଜିଲ୍ଲାର  ଛତ୍ରପୁର ଓ  ଆସ୍କା  ଏନଏସି  କୁ  ମୁନିସିପାଲିଟିକୁ  ଉନ୍ନୀତ  କରାଯାଇଛି  .

5T ଅଧ୍ୟକ୍ଷ କାର୍ତ୍ତିକ  ପାଣ୍ଡିଆନ୍  ଙ୍କ  ବିଭିନ୍ନ ଜିଲ୍ଲା  ଗସ୍ତ  ଅବସରରେ  ଜନସାଧାରଣଙ୍କ  ପ୍ରସ୍ତାବ ଏବଂ  ବିକାଶର  ଆବଶ୍ୟକତାକୁ  ଦୃଷ୍ଟିରେ  ରଖି  ମୁଖ୍ୟମନ୍ତ୍ରୀ  ଏହି  ନିଷ୍ପତ୍ତି  ନେଇଛନ୍ତି. 

ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକ ହେଲା – ଅନୁଗୋଳ ଜିଲ୍ଲାର ପାଲଲହଡା ଓ ଛେଣ୍ଡିପଦା, ବାଲେଶ୍ୱର ଜିଲ୍ଲାର ବସ୍ତା ଓ ସିମୁଳିଆ, ବରଗଡ ଜିଲ୍ଲାର ପାଇକମାଳ ଓ ଭେଡେନ, ଭଦ୍ରକ ଜିଲ୍ଲାର ଅଗରପଡା, ବଲାଙ୍ଗିର ଜିଲ୍ଲାର ବେଲପଡା ଓ ସଂଇତଳା, ଯାଜପୁର ଜିଲ୍ଲାର ବିଞ୍ଝାରପୁର, ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳହାଣ୍ଡି ଜିଲ୍ଲାର ଜୟପାଟଣା, କନ୍ଧମାଳ ଜିଲ୍ଲାର ରାଇକିଆ, କୋରାପୁଟ ଜିଲ୍ଲାର ବୋରିଗୁମା, ନୂଆପଡା ଜିଲ୍ଲାର ସିନାପାଲି, ରାୟଗଡ ଜିଲ୍ଲାର ଚାନ୍ଦିଲି, ମୁନିଗୁଡା ଓ ବିଷମକଟକ, ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି, ସୁନ୍ଦରଗଡ ଜିଲ୍ଲାର ବଣେଇ, ଗଞ୍ଜାମ ଜିଲ୍ଲାର ଶେରଗଡ ଓ କୁକୁଡାଖଣ୍ଡି, ନୟାଗଡ ଜିଲ୍ଲାର କଣ୍ଟିଲୋ, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ, କଟକ ଜିଲ୍ଲାର ସାଲେପୁର, ବଡମ୍ବା, ନରସିଂହପୁର ଓ ନିଆଳି, ମୟୁରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳ। 

ସୂଚନାଯୋଗ୍ୟ ଯେ ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦ ଗୁଡିକ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like