-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ଜିଲ୍ଲା ସ୍ତରୀୟ ମୂଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୪

24-Feb-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର)
 ସ୍ଥାନୀୟ ରାଜା ଚୈତନ୍ୟ ଦେବ ସରକାରୀ ଉଚ୍ଚ ବିଦ୍ୟାଳୟ, ନବରଙ୍ଗପୁର ଖେଳ ପଡିଆ ପରିସରରେ ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଆୟୋଜନ ହୋଇଥିଲା । ଏହି ଉତ୍ସବରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ପ୍ରଦୀପ କୁମାର ନାଗଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ସାଂସଦ ନବରଙ୍ଗପୁର ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ମାଝୀ, ସମ୍ମାନିତ ଅତିଥି ଭାବେ ମାନ୍ୟବର ବିଧାୟକ, ନବରଙ୍ଗପୁର ଶ୍ରୀଯୁକ୍ତ ସଦାଶିବ ପ୍ରଧାନୀ, ବରେଣ୍ୟ ଅତିଥି ଜିଲ୍ଲାପାଳ ଡ଼ କମଳଲୋଚନ ମିଶ୍ର, ବିଶିଷ୍ଟ ଅତିଥି ଉଠା ଜଳସେଚନ ନିଗମର ଉପଦେଷ୍ଟା ଶ୍ରୀ ପ୍ରମୋଦ କୁମାର ପାଢ଼ୀ, ଯୋଗଦେଇ  ନଜର କାର୍ଯ୍ୟ ନିଷ୍ଠା ଓ ଦକ୍ଷତା ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ରେ ପୁରସ୍କୃତ ହୋଇଥିବା ଜିଲ୍ଲା ର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଶୁଭେଚ୍ଛା ଜଣାଇବା ସହିତ ଛାତ୍ରଛାତ୍ରୀ ମାନଙ୍କ ଉଜ୍ଜ୍ଵଳ ଭବିଷ୍ୟତ କାମନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ବ୍ଲକ୍ ଅଧ୍ୟକ୍ଷା ନନ୍ଦାହାଣ୍ଡି ଏବଂ କୋଷାଗୁମୁଡା, ଉପନଗରପାଳ, ଉମରକୋଟ ଶ୍ରୀଯୁକ୍ତ ସୁଧାଂଶୁ ଦାସ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ବିଶ୍ଵନାଥ ସାହୁ ଏବଂ ଡ଼ ରେଶମଲାଲ ନାୟକ,ଜିଲ୍ଲା ବିଜ୍ଞାନ ନୀରିକ୍ଷକ ଶ୍ରୀଯୁକ୍ତ ଚିତ୍ତରଞ୍ଜନ ପଟ୍ଟନାୟକ, ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀଯୁକ୍ତ ପ୍ରଭାତ ପଟ୍ଟନାୟକ ଯୋଗଦାନ କରିଥିଲେ ।ଏହି କାର୍ଯ୍ୟକ୍ରମରେ ଜିଲ୍ଲାର କୃତି ଛାତ୍ରଛାତ୍ରୀମାନଙ୍କୁ ଜିଲ୍ଲା ସ୍ତରୀୟ ଶୈକ୍ଷିକ ପୁରସ୍କାର ପାଇଁ ୮୪ ଜଣ, ବ୍ଲକ ସ୍ତରୀୟ ୧୦୧୮ ଜଣ, ନେତୃତ୍ୱ ପୁରସ୍କାର ୪୨୩ ଜଣ, ମାଧ୍ୟମିକ ବିଦ୍ୟାଳୟ ସ୍ତରୀୟ ପୁରସ୍କାର ୩୦ଟି, ପ୍ରାଥମିକ ସ୍ତରରେ ୨୭ଟି, ଗ୍ରାମ ପଞ୍ଚାୟତ ପୁରସ୍କାର ୦୮ ଟି, ଆଲୁମିନି ପୁରସ୍କାର ୧୦ଟି, ବିଦ୍ୟାଳୟ ପରିଚାଳନା କମିଟି ପୁରସ୍କାର ୧୦ଟି, ପ୍ରଧାନ ଶିକ୍ଷକ ପୁରସ୍କାର ୧୦ଟି ଏବଂ ପ୍ରାଥମିକ ସ୍ତରୀୟ ଶିକ୍ଷକ ପୁରସ୍କାର ୧୦ଟି ପ୍ରଦାନ କରାଯାଇଥିଲା। ଉକ୍ତ ସଭାରେ ସମସ୍ତ ବ୍ଲକର ଗୋଷ୍ଠୀ ଶିକ୍ଷା ଅଧିକାରୀମାନେ ଏଵଂ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀମାନେ ଯୋଗ ଦେଇଥିଲେ। ଡ଼ ପ୍ରଦୀପ କୁମାର ମିଶ୍ର ମଞ୍ଚ ପରିଚାଳନା କରିଥିଲେ। ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କର୍ଯ୍ୟାଳୟର ଏବଂ ଜିଲ୍ଲା ପ୍ରକଳ୍ପ କର୍ଯ୍ୟାଳୟର ସମସ୍ତ କର୍ମଚାରୀଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମ ସୂଚାର ରୂପେ ସମ୍ପାଦିତ ହୋଇଥିଲା । ଅନ୍ୟମାନଙ୍କ ମଧ୍ୟରେ ମନରଞ୍ଜନ ପ୍ରହରାଜ, ବିଭାଶିଷ ଦେ, ନାରାୟଣ ପାଇକରାୟ, କମଳାକାନ୍ତ ରାଉତ, ଅଜିତ ପରିଜା, ବ୍ରଜବନ୍ଧୁ କାଣ୍ଡି, ଲୋପାମୁଦ୍ରା ଦାସ, ମିନାକ୍ଷୀ ଡାକୁଆ, ଅଜୟ କାମିଳା, ଗୋପାଳ ପଟନାୟକ ପ୍ରମୁଖ ସହଯୋଗ କରିଥିଲେ। ସ୍ଥାନୀୟ ରାଜା ଚୈତନ୍ୟ ଦେବ ସରକାରୀ ଉଚ୍ଚ ବିଦ୍ୟାଳୟ, ନବରଙ୍ଗପୁର ଏବଂ ଏକ୍ସ ବୋର୍ଡ ଉପ୍ରା ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କମାନେ ମନୋରଞ୍ଜନ କାର୍ଯ୍ୟକ୍ରମ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା