-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ପାନୀୟ ଜଳ ସବୁ ଅଞ୍ଚଳକୁ ଯୋଗାଇ ଦେବା ପାଇଁ ସରଗଜ ମହିଳା ବିଡ଼ିଓ ଙ୍କ ଦ୍ୱାରସ୍ଥ

24-Feb-2024



ତରଭା (କପିଳାସ ସେଠ୍ ଙ୍କ ରିପୋର୍ଟ ): ତରଭା ବ୍ଲକର ବିଭିନ୍ନ ଗ୍ରାମରେ ପାନୀୟ ଜଳର ସମସ୍ୟା ରହିଥିବା ବେଳେ ଆଜି ପାନୀୟ ଜଳ ଯୋଗାଇ ଦେବା ପାଇଁ ପାଣି ପାଉ ନ ଥିବା ଅଞ୍ଚଳ ସରଗଜ ଗ୍ରାମର ମହିଳା ମାନେ ଗରିଆ , ବାଲ୍ଟି, ଧରି ଆସିବା ସହ ଥାଳି ବଜାଇ ବ୍ଲକ ପ୍ରଶାସନର ଦୃଷ୍ଟିଆକର୍ଷଣ କରିଥିଲେ  I ପାଣି ଯୋଗାଇ ଦେବା ପାଇଁ ତରଭା ବିଡ଼ିଓ ଙ୍କୁ ଲିଖିତ ଅଭିଯୋଗ କରିଛନ୍ତି I ଦୀର୍ଘ ବର୍ଷ ହେଲା ସରଗଜ ଗ୍ରାମର ପଶ୍ଚିମ ଦିଗରେ ଥିବା ନିବୃତ୍ତି ଯୋର କୂଳରେ ଆର ଡବ୍ଲୁ ଏସ ଏସ ବିଭାଗ ପକ୍ଷରୁ ଓଭର ହେଡ଼ ଟେଙ୍କ ରୁ ପାଇପ ଯୋଗେ ସରଗଜ ଗ୍ରାମବାସୀଙ୍କୁ ପାନୀୟ ଜଳ ଯୋଗାଣ କରାଯାଉଛି I ହେଲେ ଗ୍ରାମର ଉପର ମୁଣ୍ଡରେ ଥିବା ୭୦% ଗ୍ରାମବାସୀ ମାନେ ପିଇବା ପାଣି ପାଇପାରୁ ନାହାନ୍ତି I ଯାହା ଫଳରେ ମହିଳା ମାନେ ନାହିଁ ନଥିବା ଅସୁବିଧା ପାଉଛନ୍ତି  I ପାଇପ ଲାଇନ  ମାଧ୍ୟମରେ ସରଗଜ ଗ୍ରାମର ସମସ୍ତ ଅଞ୍ଚକକୁ ପାନୀୟ ଜଳ ଯୋଗାଇ ଦେବା ପାଇଁ ତରଭା ବିଡ଼ିଓ ଙ୍କୁ ଲିଖିତ ଅଭିଯୋଗ କରିବା ପାଇଁ ଆସିଥିଲେ I କିନ୍ତୁ ତାଙ୍କ ଅନୁପସ୍ଥିତି ରେ ତରଭା ବ୍ଲକ ଆର ଡବ୍ଲୁ ଏସ ଏସ ସହକାରୀ ଯନ୍ତ୍ରୀ  ରବୀନ୍ଦ୍ର ସାହୁଙ୍କୁ ଭେଟି  ପାନୀୟ ଜଳ

ସମସ୍ୟା ନେଇ ଅବଗତ କରିବା ସହ ଲିଖିତ ଭାବେ ଏକ ଦାବୀପତ୍ର ପ୍ରଦାନ କରିଥିଲେ  I ସରଗଜ ଗ୍ରାମର ପାନୀୟ ଜଳର ସ୍ଥାୟୀ ସମାଧାନ ନ ହେଲେ ଆନ୍ଦୋଳନ ପନ୍ଥା ଗ୍ରହଣ କରିବା ସହ ଆବଶ୍ୟକ ହେଲେ ଆମରଣ ଅନଶନ କରିବାକୁ ବାଧ୍ୟ୍ୟ ହେବୁ, କୌଣସି ଅସୁବିଧା ହେଲେ ପ୍ରଶାସନ ଦାୟୀ ରହିବ ବୋଲି ଲିଖିତ ଭାବରେ ଅଭିଯୋଗକାରୀ ମାନେ ଜଣାଇଛନ୍ତି  I ଏହି ଦାବୀପତ୍ର ପ୍ରଦାନ ସମୟରେ ସରଗଜ ଗ୍ରାମର ମିତ୍ରବ୍ରତ ମିଶ୍ର, ସୁବ୍ରତ ମିଶ୍ର ସମେତ ରୀନା ନାଏକ, ଲଳିତା ନାଏକ, ରଂଜିତା ବାଘ, ଶ୍ରୀୟା ବାଘ, ସୁବିଧା ଗୁରୁ, ହେମ ପରିଛାଙ୍କ ସମେତ ବହୁ ମହିଳାଙ୍କ ଦସ୍ତଖତ ସମ୍ବଳିତ ଦାବୀପତ୍ର ପ୍ରଦାନ କରାଯାଇଥିଲା  I ଦାବୀପତ୍ର ପ୍ରଦାନ ସମୟରେ ମଧ୍ୟ ମହିଳା ମାନେ ଉପସ୍ଥିତ ରହିଥିଲେ  I


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା