-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ନୂଆ ଏନଏସି ଘୋଷଣା କେବଳ ଏକ ନିର୍ବାଚନୀ ଧୂଆଁବାଣ : କେ.ଭି. ସିଂହଦେଓ

24-Feb-2024



 କେଉଁଭଳି ଭାବରେ ହଠାତ୍ ରାତିଅଧିଆ ବିନା କ୍ୟାବିନେଟ୍‌, ବିଧାନସଭା, ରାଜ୍ୟପାଳଙ୍କ ଅନୁମୋଦନରେ ଏହି ଘୋଷଣା କରିଛନ୍ତି ତାହା ବଡ ଆଶ୍ଚର୍ଯ୍ୟଜନକ 

 ଓଡିଶା ମ୍ୟୁନିସିପାଲ ଆକ୍ଟ ୧୯୫୦, ଓଡିଶା ମ୍ୟୁନିସିପାଲ କର୍ପୋରେସନ ଆକ୍ଟ ୨୦୦୩ ଅନୁସାରେ ଓଡିଶାରେ କୌଣସି ନୂଆ ଏନଏସି ଘୋଷଣା କରିବା ପୂର୍ବରୁ ସେହି ଅଂଚଳରେ ଜଣଶୁଣାଣି କରାଯିବାର ନିୟମ ରହିଛି

 ଯେଭଳି ଭାବରେ ପଦ୍ମପୁର ଜିଲ୍ଲା ଗଠନ ଘୋଷଣା ପ୍ରତାରଣା ପାଲଟିଲା ସମାନ୍ ଦଶା ଏହି ନୂଆ ୩୪ଟି ଏନଏସି ଗଠନରେ ହେବନାହିଁ ତ?

ଭୁବନେଶ୍ୱର(ପ୍ରେରଣା ଖବର ): ନିର୍ବାଚନ ଆସିଲେ ବିଜୁ ଜନତା ଦଳ ସରକାର ଲୋକଙ୍କୁ କେବଳ ପ୍ରତିଶ୍ରୁତି ଦିଏ । ନିର୍ବାଚନ ଆସିଲେ ସେହି ପ୍ରତିଶ୍ରୁତି ଭୁଲିଯାଏ । ଆଜି ରାଜ୍ୟ ସରକାର ଘୋଷଣା କରିଥିବା ନୂଆ ଏନଏସି ଘୋଷଣା କେବଳ ଏକ ନିର୍ବାଚନୀ ଧୂଆଁବାଣ । ନୂଆ ଏନଏସି ଘୋଷଣା କରିବାପାଇଁ ହେଲେ ସେହି ପ୍ରସ୍ତାବକୁ କ୍ୟାବିନେଟରେ ପାରିତ କରିବାକୁ ପଡେ, କ୍ୟାବିନେଟ ପ୍ରସ୍ତାବକୁ ବିଧାନସଭାରେ ଅନୁମୋଦନ କରିବାକୁ ପଡେ । ଏହାକୁ ରାଜ୍ୟପାଳ ଅନୁମୋଦନ କଲାପରେ ଯାଇ କୌଣସି ନୂଆ ଏନଏସି ବା ନୂଆ ପୌରପରିଷଦ ଗଠନ କରାଯାଇଥାଏ । ଏବେ ଆଉ ନିର୍ବାଚନ ପୂର୍ବରୁ ବିଧାନସଭା ବସିବାର ନାହିଁ । ଆଜି ରାଜ୍ୟ ସରକାର ଘୋଷଣା କରିଥିବା ୩୪ଟି ନୂଆ ଏନଏସିକୁ ନେଇ କ୍ୟାବିନେଟରେ କୌଣସି ପ୍ରସ୍ତାବ ପାରିତ ହୋଇନାହିଁ । ତେଣୁ ରାଜ୍ୟ ସରକାର କେଉଁଭଳି ଭାବରେ ହଠାତ୍ ରାତିଅଧିଆ ବିନା କ୍ୟାବିନେଟ୍ ଅନୁମୋଦନରେ, ବିନା ବିଧାନସଭା ଅନୁମୋଦନରେ, ବିନା ରାଜ୍ୟପାଳଙ୍କ ଅନୁମୋଦନରେ ଏହି ଘୋଷଣା କରିଛନ୍ତି ତାହା ବଡ ଆଶ୍ଚର୍ଯ୍ୟଜନକ ବୋଲି ବିଜେପିର ପୂର୍ବତନ ରାଜ୍ୟ ସଭାପତି ତଥା ପୂର୍ବତନ କ୍ୟାବିନେଟ୍ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ।

ଶ୍ରୀ ସିଂହଦେଓ କହିଛନ୍ତି ଯେ, ଓଡିଶା ମ୍ୟୁନିସିପାଲ ଆକ୍ଟ ୧୯୫୦, ଓଡିଶା ମ୍ୟୁନିସିପାଲ କର୍ପୋରେସନ ଆକ୍ଟ ୨୦୦୩ ଅନୁସାରେ ଓଡିଶାରେ କୌଣସି ନୂଆ ଏନଏସି ଘୋଷଣା କରିବା ପୂର୍ବରୁ ସେହି ଅଂଚଳରେ ଜଣଶୁଣାଣି କରାଯିବାର ନିୟମ ରହିଛି । କିନ୍ତୁ ରାଜ୍ୟ ସରକାର ନା କୌଣସି ଜାଗାରେ ଜନଶୁଣାଣି କରିଛନ୍ତି ନା କୌଣସି ନିର୍ବାଚିତ ଜନପ୍ରତିନିଧି ମାନଙ୍କର ମତାମତ ନେଇଛନ୍ତି । ଲୋକଙ୍କ ସୁବିଧା ଦୃଷ୍ଟିରୁ ନୂଆ ପୌରାଂଚଳ ଗଠନକୁ ବିଜେପି ସବୁବେଳେ ସମର୍ଥନ କରିବ । କିନ୍ତୁ ଯଦି ସରକାର କେବଳ ନିର୍ବାଚନ ପୂର୍ବରୁ ଘୋଷଣା କରି ଲୋକଙ୍କୁ ଠକିବା ପାଇଁ ଚାହୁଁଥିବେ ତାହେଲେ ଏହାକୁ ବରଦାସ୍ତ କରାଯିବନାହିଁ । ସମ୍ବିଧାନର ଅନୁଚ୍ଛେଦ-୧୨ ଓ ଧାରା-୨୪୩ (ଡବ୍ଲ୍ୟୁ) କୁ ଉଲ୍ଲଂଘନ କରି ନୂଆ ଏନଏସି ଘୋଷଣାର ମାନେ କିଛି ନାହିଁ । ପଦ୍ମପୁର ଉପନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ନୂଆ ଜିଲ୍ଲା ଗଠନ ଆଜି ପ୍ରତାରଣାରେ ପରିଣତ ହୋଇଛି । ପଦ୍ମପୁର ଜିଲ୍ଲା ଘୋଷଣାକୁ ଯେଉଁଭଳି ଭାବରେ ବିଜୁ ଜନତା ଦଳ ସରକାର ପ୍ରାୟୋଜିତ ଢଙ୍ଗରେ ହାଇକୋର୍ଟରେ ନିଜର ଦଳୀୟ ଓକିଲଙ୍କୁ ଲଗାଇ ଜିଲ୍ଲା ଘୋଷଣା ନିଷ୍ପତି ଉପରେ ରୋକ୍ ଲଗାଇବାର ଷଡଯନ୍ତ୍ର କରାଇଥିଲେ ସେଭଳି ସମାନ ଢଙ୍ଗରେ ଏହି ନୂଆ ଏନଏସି ଗଠନ ଘୋଷଣାକୁ କରିବେ ନାହିଁ ତ? 

ବିଜୁ ଜନତା ଦଳ ସରକାର ପ୍ରଶାସନିକ ସଂସ୍କାରରେ ଦେଶରେ ସବୁଠାରୁ ପଛରେ । ୧୯୯୨ରେ ହୋଇଥିବା ୭୪ତମ ସମ୍ବିଧାନ ସଂଶୋଧନରେ ପୌରସଂସ୍ଥାକୁ ଯେଉଁ କ୍ଷମତା ଦିଆଯାଇଛି ସେହି କ୍ଷମତାରୁ ଓଡିଶାରେ ବିଏମସି ସମେତ ୧୧୪ଟି ପୌରସଂସ୍ଥାକୁ ରାଜ୍ୟ ସରକାର ବଂଚିତ କରିଛନ୍ତି । ଏନେଇ ମାନ୍ୟବର ସିଏଜି ଅତୀତରେ ଆପତି ଉଠାଇ କହିଥିଲେ ଯେ, ଦିଆଯାଇଥିବା ୧୮ଟି କ୍ଷମତାରୁ ୧୭ଟି କ୍ଷମତା ଅତ୍ୟନ୍ତ ଖାମଖିଆଲି ଭାବେ ଦିଆଯାଇ ଲୋକପ୍ରତିନିଧି ମାନଙ୍କୁ ଅଣଦେଖା କରାଯାଉଛି । ଏନେଇ ରାଜ୍ୟ ସରକାର ସ୍ଫଷ୍ଟୀକରଣ ଦିଅନ୍ତୁ ବୋଲି ଶ୍ରୀ ସିଂହଦେଓ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା