-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||     

HOME   ଜିଲ୍ଲା

ଭବାନୀପାଟଣାରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ସ୍ୱତନ୍ତ୍ର ବୈଠକ ଅନୁଷ୍ଠିତ

25-Feb-2024



( କେଶବ ମେହେର ଙ୍କ ରିପୋର୍ଟ) 
କଳାହାଣ୍ଡି କଳା, ସଂସ୍କୃତି ଓ ଐତିହ୍ୟ ତଥା ପରମ୍ପରାକୁ ପିଢ଼ି ପରେ ପିଢ଼ି ବଞ୍ଚାଇ ରଖିଥିବା ଆଦିବାସୀ, ଜନଜାତିର ଅସ୍ମିତା ଓ ଆତ୍ମସମ୍ମାନ ରକ୍ଷା କରିବା ସହିତ ସେମାନଙ୍କ ଜୀବନ ଜୀବିକାରେ ସୁଧାର ପାଇଁ ରାଜ୍ୟ ସରକାର ପ୍ରତିଶୃତିବଦ୍ଧ, ଏ ଦିଗରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଗ୍ରଣୀ ଭୂମିକା ଗ୍ରହଣ କରିଛି। ଆଗାମୀ ଦିନରେ ସଶକ୍ତ ଆଦିବାସୀ ସମାଜ ଗଠନ ସହିତ ସମୃଦ୍ଧ ରାଜ୍ୟ ଗଠନରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ ବୋଲି ଆଜି ସ୍ଥାନୀୟ ଟାଉନହଲଠାରେ ଆୟୋଜିତ ସ୍ୱତନ୍ତ୍ର ବୈଠକରେ ଅତିଥିମାନେ ମତବ୍ୟକ୍ତ କରିଛନ୍ତି। କଳାହାଣ୍ଡି ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶିବାଜୀ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏଇ ବୈଠକରେ ମୁଖ୍ୟଅତିଥି ଭାବେ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଉପଦେଷ୍ଟା ପ୍ରଦୀପ ମାଝୀ ଯୋଗଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ଧର୍ମଗଡ଼ ବିଧାୟକ ମୌଶଧି ବାଗ, ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିଶାରୀ, କଳାହାଣ୍ଡି ଜିଲ୍ଲାପାଳ ତଥା ସ୍ୱତନ୍ତ୍ର ଉନ୍ନୟନ ପରିଷଦର ମୁଖ୍ୟ ନିର୍ବାହୀ ଅଧିକାରୀ ପି. ଅନ୍ଵେଷା ରେଡ୍ଡୀ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ସୁଧୀରା ମେହେର, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ମଧୁଛନ୍ଦା ସାହୁ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଉପାଧ୍ୟକ୍ଷା ସ୍ବର୍ଣ୍ଣ ଚମ୍ପା ମାଝୀ, ଭବାନୀପାଟଣା ପୌର ପରିଷଦ ଅଧ୍ୟକ୍ଷା ସଂଯୁକ୍ତା ବେହେରା ପ୍ରମୁଖ ବକ୍ତବ୍ୟ ରଖିଥିଲେ। ସେହିପରି ହଲବା ସମାଜର ଜିଲ୍ଲା ସଭାପତି ସହଦେବ ନେଗୀ, ବିଞ୍ଝାଲ ସମାଜ ସଭାପତି ସମ୍ପଦ ବରିହା, କନ୍ଧ ସମାଜର ଜିଲ୍ଲା ସଭାପତି ରାଜେନ୍ଦ୍ର ଭୋଇ, ଭତ୍ରା ସମାଜର ସଭାପତି କୈଳାସ ଚନ୍ଦ୍ର ମାଝୀ, ମିର୍ଦ୍ଧା ସମାଜର ସଭାପତି ସ୍ୱୟଂମ୍ବର ମିର୍ଦ୍ଧା, ଧ୍ରୁବଗଣ୍ଡ ସମାଜର ସଭାପତି ଜଗମୋହନ ମାଝୀ, ଗଣ୍ଡ ସମାଜର ସଭାପତି ପଦ୍ମନ ପାତ୍ର, ଆଦିବାସୀ ସଙ୍ଘର ସଭାପତି ପ୍ରକାଶ ମାଝୀ, ସମ୍ପାଦକ ଋତୁରାଜ ମାଝୀ, ବଂଜାରା ସମାଜର ସଭାପତି ଲଳିତ ନାଏକ ଏହି ଅବସରରେ ମଂଚାସୀନ ଥିଲେ। ଜିଲ୍ଲା ଯୋଜନା ସମ୍ମନ୍ଵୟ ବିଭାଗ ଉପ ନିର୍ଦ୍ଦେଶକ ଶ୍ରୀକାନ୍ତ ଦଳେଇ ସଭା ପରିଚାଳନା କରିଥିଲେ।  ଏହି ଅବସରରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ  ବିଭିନ୍ନ ବର୍ଗର ଆଦିବାସୀ ଜନଜାତି ସମୁହର ବହୁସଂଖ୍ୟକ ନେତୃସ୍ଥାନୀୟ ପୁରୁଷ, ମହିଳା ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026

You Might Also Like

                       
  ଜିଲ୍ଲା  

ବରୀ ରେ ବନ୍ୟା