-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||     

HOME   ରାଜ୍ୟ

ବାର୍ଷିକ କ୍ରୀଡା ଉତ୍ସବ ପାଳିତ

25-Feb-2024



ସାଲେଭଟା(ପ୍ରେରଣା ଖବର) ଆଗଲପୁର ବ୍ଲକ ଅନ୍ତର୍ଗତ ହରଭଙ୍ଗା ଉଚ୍ଚ ପ୍ରାଥମି ବିଦ୍ୟାଳୟରେ ଏକ ଦିବସୀୟ ବାର୍ଷିକ କ୍ରୀଡା ଉତ୍ସବ ଆୟୋଜିତ ହୋଇଯାଇଛି । ପ୍ରଧାନଶିକ୍ଷକ ଦୂର୍ଯ୍ୟୋଧନ ପଶାୟତଙ୍କ ଅଧ୍ୟକ୍ଷତାରେ ହୋଇଥିବା ସଭାରେ ମୁଖ୍ୟଅତିଥି ଭାବରେ ମୁରୁଷୁଣ୍ଢ ସରପଂଚ ରଥି ସାହୁ ଏବଂ ବିଦ୍ୟାଳୟ ପରିଚାଳନା କମିଟୀ ସଭାପତି ବିପିନ ସାହୁ ସମ୍ମନୀତ ଅତିଥି ଭାବରେ ଯୋଗଦେଇ ଖେଳକୁ ଛାତ୍ରଛାତ୍ରୀମାନେ ସମୟ ଦେଇ ପାଠ ପଢିଲେ ଶରୀର ଏବଂ ମନ ସ୍ଥିର ହୋଇଥାଏ ଏବଂ ସର୍ବାଙ୍ଗୀନ ଉନ୍ନତି ହୋଇଥାଏ ବୋଲି ମତବ୍ୟକ୍ତ କରିଥିଲେ ।

ସର୍ବପ୍ରଥମେ ସମସ୍ତ ଶିକ୍ଷକ ଓ ଛାତ୍ରଛାତ୍ରୀ, ଅଲୁମିନୀ ମଶାଲ ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା କରି ଖେଳ ଓ ସ୍ୱାସ୍ଥ୍ୟ ସମ୍ବନ୍ଧିତ ସୁବାର୍ତା ପ୍ଲାକାର୍ଡ ମାଧ୍ୟମରେ ଜନତାଙ୍କୁ ଦର୍ଶାଇଥିଲେ । ବାର୍ଷିକ କ୍ରୀଡା ଉତ୍ସବରେ ସିନିୟର, ଜୁନିୟର ଓ ସବ୍ ଜୁନିୟର ବିଭାଗରେ ୧୦୦ ମିଟର, ୨୦୦ ମିଟର, ରିଲେ ରେସ, ବେଙ୍ଗ ଡିଆଁ , ପୁଚି ଖେଳ, ମ୍ୟୁଜିକ ଚେୟାର, ଅଖା ଦୌଡ ଭଳି ବିଭିନ୍ନ ଇଭେଂଟ କରାଯାଇଥିଲା ଏବଂ

ଏହାର କୃତି ପ୍ରତିଯୋଗୀ ମାନଙ୍କୁ ସାର୍ଟିଫିକେଟ, ମେଡାଲ ଓ ଫୁଲତୋଡା ଦେଇ ପୁରସ୍କୃତ କରାଯାଇଥିଲା । କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ ଗୋବିନ୍ଦ ସାହୁ, ଦିଲ୍ଲୀପ କୁମାର ଥନାପତି, ରାଜକିଶୋର ମହାକୁର, ମଂଟେସ ସାହୁ, ପିଙ୍କି କର୍ଣ୍ଣ ତଥା କିମିଟୀର ସଭ୍ୟସଭ୍ୟା ଯୋଗଦେଇ ସହଯୋଗ କରିଥିଲେ । ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଗୋବିନ୍ଦ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026

You Might Also Like