-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||     

HOME   ରାଜ୍ୟ

ସ୍କୁଲ ଛାତ୍ରଛାତ୍ରୀମାନଙ୍କ ପାଇଁ ସ୍କୁଲରେ ଯୋଗ ଶିକ୍ଷା

25-Feb-2024



ବଲାଙ୍ଗିର (ଚିତ୍ରସେନ ବେହେରା ): ପରଧିଆପଳି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ବଇଦିପାଲି କ୍ଲଷ୍ଟର ବଲାଙ୍ଗୀର ଠାରେ ପ୍ରଧାନ ଶିକ୍ଷକ ବିରେନ୍ଦ୍ର ପାଣିଗ୍ରାହୀଙ୍କ ଅନୁରୋଧ କ୍ରମେ। ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ତରଫରୁ ବିଦ୍ୟାଳୟ ଠାରେ, ପତଞ୍ଜଳୀ ଯୋଗ ପ୍ରାଣାୟାମ ସହ ଅନେଗୁଡ଼ିଏ ଆସନ, ବ୍ୟାୟାମ ରୋଗ ଅନୁଯାୟୀ ଯୋଗ ଉପରେ ବିରଞ୍ଚି ନାରାୟଣ ଗହୀର ମତ ପ୍ରକାଶ କରି ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ଦେଇ ଥିଲେ।  ନିୟମିତ ଯୋଗ କରିବା ଦ୍ୱାରା ମଣିଷ ନିରୋଗ ରହେ ମାନସିକ ଶାନ୍ତି ମୈତ୍ରୀ ଓ ବୁଦ୍ଧିର ବିକାଶ ହୁଏ ବୋଲି ମତ ପ୍ରକାଶ କରି ଥିଲେ। ତାଙ୍କ ଦଳ ର  ଲକ୍ଷ୍ମଣ ମିଶ୍ର, କାମେଶ୍ୱର ମହାଳିକ ଓ ସହଦେଵ ଧରୁଆ ସହଯୋଗ କରିଥିଲେ।। ବିଦ୍ୟାଳୟ ର ସହକାରୀ ଶିକ୍ଷକ କୈଳାଶ ଚନ୍ଦ୍ର ଥପା ଓ ଖାଁ ସାର୍ ସମସ୍ତ ଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026

You Might Also Like