-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||     

HOME   ଜିଲ୍ଲା

କାଶିନିପଦର  ଠାରେ ଅନୁଷ୍ଠିତ ହେଲା ଓଡିଶା ଡ୍ରାଇଭର ମହାସଂଘ ର ବନ୍ଧୁମିଳନ କାର୍ଯ୍ୟକ୍ରମ 

25-Feb-2024



କନ୍ଧମାଳ(ସୁଲୋଚନା ଦିଗାଲଙ୍କ ରିପୋର୍ଟ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କାଶିନିପଦର  ଠାରେ ଥିବା ବରାଳଦେବୀ କ୍ଲବ ପ୍ରାଙ୍ଗଣରେ ଓଡିଶା ଡ୍ରାଇଭର ମହାସଂଘ ଫିରିଙ୍ଗିଆ ଶାଖା ର ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଓଡିଶା ଡ୍ରାଇଭର ମହାସଂଘ କାଶିନିପଦର ପଞ୍ଚାୟତ ର ସଭାପତି ସଦାନନ୍ଦ ପୃଷ୍ଟି ଙ୍କ ଅଧକ୍ଷୟତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଫିରିଙ୍ଗିଆ ବ୍ଲକ ସଭାପତି ସାମନ୍ତ କୁମାର ସାହୁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ସଂଘର ବ୍ଲକ ଉପସଭାପତି ବଂଶୀଧର ସାହୁ, ସମ୍ପାଦକ ରମାକାନ୍ତ ପ୍ରଧାନ, ବ୍ଲକ ଆଡମିନ ଉମାକାନ୍ତ ପ୍ରଧାନଙ୍କ ସହ ବହୁ ବରିଷ୍ଠ

ଡ୍ରାଇଭର ଓ ଅଞ୍ଚଳର ମାନ୍ୟଗଣ୍ୟ ବ୍ୟକ୍ତି ମାନେ ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ ।କାର୍ଯ୍ୟକ୍ରମ କୁ ଫିରିଙ୍ଗିଆ ବ୍ଲକ ପବିଙ୍ଗିଆ ପଞ୍ଚାୟତ ସଭାପତି ମାନୁଏଲ ଦିଗାଲ ପରିଚାଳନା କରିଥିବା ବେଳେ କାଶିନୀପଦର ପଞ୍ଚାୟତ ର ଉପସଭାପତି ଗାନ୍ଧୀ ଦିଗାଲ, ସମ୍ପାଦକ ନୀଳକଣ୍ଠ ସାହୁ, କୋଷାଧକ୍ଷ ଧିରେନ ଦିଗାଲ, ସହ ସମ୍ପାଦକ ମୃତ୍ୟୁଞ୍ଜୟ ଦିଗାଲ(କାଳିଆ ) ଙ୍କ ସହ ସମସ୍ତ ସଦସ୍ୟ ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ଶତାଧିକ ଡ୍ରାଇଭର ଉପସ୍ଥିତ ଥିବା ବେଳେ କାର୍ଯ୍ୟକ୍ରମ ଆରମ୍ଭରୁ କାଶିନିପଦର ଶିବ ମନ୍ଦିର ଠାରୁ ଉହାଦୁର୍ଗା ବରାଳଦେବୀ କ୍ଲବ ପର୍ଯ୍ୟନ୍ତ ଏକା

ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା ପରେ ଡ୍ରାଇଭର ମାନଙ୍କ ସମସ୍ୟା ସହ, ମଦ୍ୟପାନ କରି ଗାଡି ଚଳାଇବା, ଡ୍ରାଇଭର ମାନଙ୍କ ୟୁନିଫର୍ମ ବ୍ୟବହାର କରିବା ଉପରେ ଆଲୋଚନା ହୋଇଥିବା ବେଳେ ବିଶେଷ କରି ଡ୍ରାଇଭର ମାନଙ୍କର ସରକାରଙ୍କ ପାଖରେ ଦୀର୍ଘଦିନ ଧରି ହୋଇଆସୁଥିବା ଦାବି ଗୁଡିକ ବିଷୟରେ ଆଲୋଚନା ହୋଇଥିଲା ।ଏହି ଅବସରରେ ଅଞ୍ଚଳର ଯୁବ ସାମ୍ବାଦିକ ସୁନାସିର ଦିଗାଲ ଙ୍କ ସହ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଥିବା ଡ୍ରାଇଭର ମାନଙ୍କୁ ସମ୍ମାନିତ କରାଯିଵା ସହ ବ୍ଲକ ର ଏକମାତ୍ର ମହିଳା ଡ୍ରାଇଭର ସାଡିଙ୍ଗିଆ ର ରଶ୍ମିତା ସାହୁ ଙ୍କୁ ସଂଘ ତରଫରୁ ସମ୍ମାନିତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026

You Might Also Like

                           
  ଜିଲ୍ଲା  

ବରୀ ରେ ବନ୍ୟା