-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||     

HOME   ଜିଲ୍ଲା

ଅବକାରୀ ବିଭାଗ ର ଚଢାଉ (ପୃଥକ୍ ପୃଥକ୍ ଘଟଣାରେ ୪ ଗିରଫ)

25-Feb-2024



(କେଶବ ମେହେର )  କଳାହାଣ୍ଡି ଜିଲ୍ଲା  କେସିଙ୍ଗା ସହରସାରା ଦେଶୀ ବିଦେଶୀ ମଦ ରେ ଭାସୁଥିବା ବେଳେ  ଅଳ୍ପ ବୟସ ର ନାବାଳକ ମାନେ ଜାଣି ଶୁଣି ନିଜର ଭବିଷ୍ୟତ ଅନ୍ଧାର କରିବାରେ ଲାଗିଛନ୍ତି।ଗତ ଦୁଇ ଦିନ ତଳେ କେସିଙ୍ଗା ପୋଲିସ ପ୍ରାୟ ୧୬୦୦ ଲିଟର ବିଦେଶୀ ମଦ ଗୋଟିଏ ୬୦୯ ଗାଡ଼ି ରୁ ଜବତ କରି ଜଣ ଙ୍କୁ କୋର୍ଟ ଚାଲାଣ କରିଥିଲା।ତେବେ ପୋଲିସ ର ଏହି କାର୍ଯ୍ୟ କୁ ସହର ବାସୀ କେସିଙ୍ଗା ପୋଲିସ ର ସଫଳତା ମାନୁଥିବା ବେଳେ ଅବକାରୀ ବିଭାଗ ଉପରେ ପ୍ରଶ୍ନ ଉଠାଇ ଥିଲେ ଓ ଅବକାରୀ ବିଭାଗ ଚେଇ ସୋଇଛି ବୋଲି ଚର୍ଚ୍ଚା କରୁଥିଲେ।ହେଲେ ଶନିବାର ସନ୍ଧ୍ୟା ରେ କେସିଙ୍ଗା ଅବକାରୀ ବିଭାଗ ଓ ଭବାନୀପାଟଣା ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ଜାଗାରେ ଚଢାଉ କରି ପ୍ରାୟ ୭୦ ଲିଟର ଦେଶୀ ମଦ ସହିତ ପ୍ରାୟ ୪ ପେଟି ବିଦେଶୀ ମଦ ସହିତ ୪ ଜଣ ଙ୍କୁ ଗିରଫ କରିବାରେ ସଫଳ ହୋଇଛି।ଗତକାଲି ସନ୍ଧ୍ୟା ସମୟରେ ମାଲପଡ଼ା  ଛକ ଠାରେ ବାହାଦୁର ପଦର ଗାଆଁ ର ସୌଦା ମାଝୀ (୨୬) ଓ   ଗୁଞ୍ଜେରମାଲ ଗାଆଁ ର ନୀଳାମ୍ବର ହିଆଲ୍(୩୨) ଙ୍କୁ ଗିରଫ କରିଥିବା ବେଳେ l ପୁଣି ରବିବାର ଦିନ ସକାଳେ ବିରେନ୍ଦ୍ର ସିଂ ଓ ରାକେଶ କୁମାର ନାମକ ଦୁଇ ଜଣ ଙ୍କୁ    ଉତ୍କେଲା କକୋମୁଣ୍ଡା ଛକ ଠାରେ ମଟର ସାଇକଲ ରେ ୩୧.୮୦୦ ଲିଟର ବିଅର ଓ ୧୬.୧୭୦ ଲିଟର ଲିକର ସହିତ ଦୁଇଟି ନମ୍ୱର୍ ବିହୀନ ମଟର ସାଇକଲ ଜବତ ହେଇ ଥିବା ଅବକାରୀ ବିଭାଗ ପକ୍ଷରୁ କୁହାଯାଇଛି।ଏହି ଚଢାଉ ରେ ଅବକାରୀ ବିଭାଗ ର ଇନ୍ସପେକ୍ଟର ଉଦେଲାଲ ନାଏକ, ବିଶ୍ୱଜିତ୍ ଆରୁଖ,ମମତା ସେଠୀ,କୀର୍ତ୍ତି ଜେନା,ପ୍ରଦ୍ୟୁମ୍ନ ନାଏକ,ପ୍ରମୁଖ ଉପସ୍ଥିତ ଥିଲେ।ଏପରି କି ଅବକାରୀ ବିଭାଗ କାମ କଲେ ଆଗାମୀ ଦିନରେ ଦେଶୀ ଓ ବିଦେଶୀ ମଦ କାରବାର ନିୟନ୍ତ୍ରଣ ହୋଇପାରେ ବୋଲି ଲୋକେ ମତ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026

You Might Also Like

                           
  ଜିଲ୍ଲା  

ବରୀ ରେ ବନ୍ୟା