-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||     

HOME   ଜିଲ୍ଲା

ପାପଡାହାଣ୍ଡିରେ ରାଜ୍ୟପାଳଙ୍କ ଦିନିକିଆ ଗସ୍ତ

25-Feb-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
ଓଡ଼ିଶା ମହାମହିମ ରାଜ୍ୟପାଳ ରଘୁବର ଦାସ ଆଜି  ନବରଙ୍ଗପୁର ଦିନିକିଆ ଗସ୍ତ ରେ ଆସି ପାପଡ଼ାହାଣ୍ଡି ବ୍ଲକ ର ଅନେକ ସ୍ଥାନ ଗସ୍ତ କରିଥିଲେ । ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ କମଳ ଲଚନ ମିଶ୍ର , ଏସ୍ପି ରୋହିତ ବର୍ମା ଓ ଜିଲ୍ଲା ବ୍ଲକ ସ୍ତରୀୟ ଅଧିକାରୀ ଉପସ୍ଥିତ ରହିଥିଲେ । ଏହି ଦିନିକିଆ ଗସ୍ତ ସମୟରେ ପାପଡାହାଣ୍ଡି ବ୍ଲକର   ପ୍ରଥମେ ବ୍ଲକ ର ସିରିଶି ପଂଚାୟତ ଗସ୍ତ କରି ଏଫପିଓର ୨୫୦ଜଣ ଚାଷୀ ଓ ଗ୍ରାମବାସୀଙ୍କ ସହ ବିଭିନ୍ନ ବିଷୟକୁ ନେଇ ଆଲୋଚନା କରିଥିଲେ ପରେ ରାଜ୍ୟପାଳ ତଣ୍ଡାଗୁଡା ଯାଇ ଟେରାକୋଟା ହସ୍ତଶିଳ୍ପ କାରିଗରମାନଙ୍କ ସହ ଆଲୋଚନା କରିଥିଲେ । ଦଳେଇଗୁଡାର ଅଙ୍ଗନବାଡିକୁ ଯାଇ ପୋଷଣ ଯୋଜନା ସଂକ୍ରାନ୍ତରେ ଅଭିଭାବକ ଓ କର୍ମୀଙ୍କ ସହ ଆଲୋଚନା କରିଥିଲେ। ପ୍ରଧାନୀଗୁଡା ଗାଁରେ ପହଞ୍ଚି ବଟନ ଛତୁ ୟୁନିଟ ପରିଦର୍ଶନ କଲେ । ପ୍ରଧାନୀଗୁଡାରୁ ଡୁମାଗୁଡା ଗାଁରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କ ସହ ଆଲୋଚନା କରିବା ସହ ସେଠାରୁ ସେମଳା ଗାଁକୁ ଯାଇ ମାତୃଶକ୍ତି ଉତ୍ପାଦକ ଉଦ୍ୟୋଗର ଶିଆଳି ପତ୍ରରେ ଖଲି ତିଆରି କରୁଥିବା ମହିଳାଙ୍କ ସହ ଆଲୋଚନା କରିଥିଲେ  । ଏସ ଏଚ ଜି ମହିଳା ମାନେ ଖଲି  ତିଆରି କରି ଲାଭବାନ ହୋଇ ପରିବାର ସହ ଖୁସିରେ ଥିବା ପ୍ରକାଶ କରିଥିଲେ । ମୋଇଦଲପୁର ଅଞ୍ଚଳ ନିମନ୍ତେ ମୋଇଦଲପୁର କୁ ବ୍ଲକର ମାନ୍ୟତା ଦେବାକୁ ଅଞ୍ଚଳବାସୀ ମାନ୍ୟବର ରାଜ୍ୟପାଳ ଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।ଏହି ଗସ୍ତ ସମୟରେ ଗସ୍ତ କରିଥିବା ଗ୍ରାମ ଗୁଡିକର ଶତାଧିକ ମହିଳା ପୁରୁଷ ଯୋଗଦେଇ ଥିଲେ । ରାଜ୍ୟପାଳ ନବରଙ୍ଗପୁର ସର୍କିଟ ହାଉସ କୁ ଯାଇଥିଲେ । ରାଜ୍ୟପାଳଙ୍କ ସୁରକ୍ଷା ଦାୟିତ୍ୱରେ ନବରଙ୍ଗପୁର ପୋଲିସ ଏସ୍ପି ରୋହିତ ବର୍ମାଙ୍କ ନେତୃତ୍ୱରେ ସୁରକ୍ଷା ଦିଆଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026

You Might Also Like

                                   
  ଜିଲ୍ଲା  

ବରୀ ରେ ବନ୍ୟା