-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀ ଶିକ୍ଷକ ଶିକ୍ଷା ପୁରସ୍କାର ପାଇଲେ @ତପସ୍ଵିନୀ ଦାଶ

25-Feb-2024



ଡୁଙ୍ଗୁରିପାଲି, ତା ୨୫/୨ ( ପ୍ରେରଣା ଖବର ) :  ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଳକ ଅନ୍ତର୍ଗତ  ସାଧପାଲି ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଶ୍ରୀ ତପସ୍ଵିନୀ ଦାଶ ଜିଲ୍ଲାସ୍ତରୀୟ ଭବ୍ୟ ଉତ୍ସବରେ  ମୁଖ୍ୟମନ୍ତ୍ରୀ ଶିକ୍ଷକ ଶିକ୍ଷା ପୁରସ୍କାର ପ୍ରାପ୍ତ କରିଛନ୍ତି। କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଉତ୍ସବରେ ମୁଖ୍ୟଅତିଥି ଭାବରେ  ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା, ଜିଲ୍ଲାପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର, ଜିଲ୍ଲା ଶିକ୍ଷଧିକାରୀ ଲକ୍ଷ୍ମଣ ଭୋଇ, ଅତିରିକ୍ତ ଜିଲ୍ଲା ଶିକ୍ଷଧିକାରୀ ଡ. ରାଧାକାନ୍ତ ଗଡତିଆ, ଏଡିଇଓ ମଞ୍ଜୁଲତା ଭୋଇ ପ୍ରମୁଖ ଉତ୍ସବରେ ମଞ୍ଚାସୀନ ଥିଲେ । 

ଶିକ୍ଷା କ୍ଷେତ୍ରରେ ଅଭିନବ ପ୍ରୟାସ ଏବଂ ଉପଲବ୍ଧି ନିମନ୍ତେ  ୨୦୨୩-୨୪ ବର୍ଷ ପାଇଁ ଶିକ୍ଷୟିତ୍ରୀ ତପସ୍ଵିନୀ ଦାଶଙ୍କୁ ଅତିଥିବୃନ୍ଦ ସାର୍ଟିଫିକେଟ ଓ  ଟ୍ରଫି ସହ ୨୫ ହଜାର ଟଙ୍କାର ପ୍ରୋତ୍ସାହନ ମୂଳକ ଅର୍ଥରାଶି ଦେଇ ପୁରସ୍କୃତ କରିଛନ୍ତି।   ପ୍ରକାଶ ଥାଉ କି,  ଓଡ଼ିଶାର ପୂର୍ବତନ ମହାମହିମ ରାଜ୍ୟପାଳ  ପ୍ରଫେସର ଗଣେଶେ ଲାଲ ଓ ପୂର୍ବତନ ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ  ସମୀର ଦାସଙ୍କ ଠାରୁ ତପସ୍ଵିନୀ ଦାଶ   ୨୦୨୨ ମସିହାରେ ଗୁରୁବ୍ରହ୍ମା ସମ୍ମାନରେ ସମ୍ମାନିତ ହୋଇଥିଲେ ।

ମୁଖ୍ୟମନ୍ତ୍ରୀ ଶିକ୍ଷକ ଶିକ୍ଷା ପୁରସ୍କାର ପ୍ରାପ୍ତ କରିଥିବାରୁ  ଡୁଙ୍ଗୁରିପାଲି ବିଇଓ ଗଣେଷ କିସାନ, ସୁବର୍ଣ୍ଣପୁର ଜିଲ୍ଲା ଜୁନିୟର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ,  ଜିଲ୍ଲା ସ୍କାଉଟ ତାଲିମ  କମିସନର ଦୀନବନ୍ଧୁ ପ୍ରଧାନ,ରାଜ୍ୟ ପୁରସ୍କାର ପ୍ରାପ୍ତ ସମାଜସେବୀ ଶିକ୍ଷକ  ରାମ ନାରାୟଣ ଦାଶ, ବିଜ୍ଞାନ ଶିକ୍ଷକ  ଦୁଷ୍ମନ୍ତ ପ୍ରଧାନ, ପଣ୍ଡକିଟାଲ ଅପର ପ୍ରାଇମେରୀ ସ୍କୁଲ ପ୍ରଧାନଶିକ୍ଷକ ହେମସାଗର ବାଘ, ଶାହାଜବାହାଲ ସ୍କୁଲର ପ୍ରଧାନ ଶିକ୍ଷକ ମେରୁଧର ପାତ୍ର, ସାଧପାଲି ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ  ଶୋଭାବତୀ ସେଠୀ,  ଛାତ୍ରଛାତ୍ରୀ , ଶିକ୍ଷକ,ଗ୍ରାମବାସୀ, ଅଭିଭାବକ ତଥା  ବୁଦ୍ଧିଜୀବୀ ମାନେ  ତପସ୍ଵିନୀ ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଶିକ୍ଷୟିତ୍ରୀ ତପସ୍ଵିନୀ ସାହାଜବାହଲ ଗ୍ରାମର ଅଶୋକ କୁମାର ଦାଶ ଓ ନଳିନୀ ଦାଶଙ୍କ ସୁକନ୍ୟା ଅଟନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like