-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ଜିଲ୍ଲା

ବେଗୁନିଆପଡା ବ୍ଲକରେ ବିଜେଡି ର ସାଙ୍ଗଠନିକ ବୈଠକ ସହିତ ସାମ୍ବାଦିକ ସମ୍ମିଳନୀ  

26-Feb-2024



ବେଗୁନିଆପଡା(ଭାଗବାନ ପାଢୀ ଙ୍କ ରିପୋର୍ଟ): କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀ ବେଗୁନିଆପଡା ବ୍ଲକ ର ସମସ୍ତ  ସରପଞ୍ଚ ସମିତିସଭ୍ୟ ଜିଲ୍ଲାପରିଷଦ,ଜନପ୍ରତିନିଧି ଓ ବିଜେଡି କର୍ମୀ ମାନଙ୍କୁ ନେଇ ଏସ୍.ଛଚିନା ଠାରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି।ଉକ୍ତ ବୈଠକରେ ବିଜୁଜନତା ଦଳର ବ୍ଲକ ସଭାପତି ସିମାଞ୍ଚଳ ସାମଲ ସଭାପତିତ୍ବ କରି ନିଜ ଅଭିଭାଷଣରେ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜଗୁଡିକ ବିଧାୟିକା ଲତିକା ପ୍ରଧାନ ଦ୍ୱାରା ସୂଚାରୁ ରୁପେ କାର୍ଯ୍ୟକରିବା ସହ ଉନ୍ନୟନ ମୂଳକ କାର୍ଯ୍ୟ କରି ଜନତାଙ୍କ ସୁଖ ଦୁଖଃ ରେ ଭାଗିଦାରି ହୋଈ ସ୍ଥାନୀୟ ଅଞ୍ଚଳରେ ଜନପ୍ରିୟନେତ୍ରୀ ହୋଈପାରିଛନ୍ତି।ବର୍ତ୍ତମାନ ଆଗକୁ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଆମର ପ୍ରିୟ ବିଧାୟିକା ଲତିକା ପ୍ରଧାନଙ୍କୁ ଆଗାମୀ ନିର୍ବାଚନ ରେ ପୁଣି ଠାରେ ପ୍ରାର୍ଥୀ କରିବା ପାଇଁ ପ୍ରସ୍ତାବ ପାରିତ କରିଥିଲେ ଏବଂ ପୂର୍ବ ନିର୍ବାଚନ 50 ହଜାର ଭୋଟ ରେ ଆଗୁଆ ରହି ନିର୍ବାଚିତ ହୋଇଥିବା ବେଳେ ଏହି ନିର୍ବାଚନ ରେ 70 ହଜାର ଭୋଟ ବ୍ୟବଧାନ ରେ ବିଜୟୀ କରାଯିବ ବୋଲି ଦୃଢୋକ୍ତି ପ୍ରକାଶ କରି ସଂକଳ୍ପ ନେଇଥିଲେ !ସଙ୍ଗଠନକୁ ତୃଣମୂଳସ୍ତରରୁ ସଦୃଢ କରିବା  ପାଈଁ ସମସ୍ତ ପ୍ରତିନିଧିଙ୍କୁ ପରାମର୍ଶ ଦେଇଥିବା ବେଳେ  ଗତ ୨୨ ତାରିଖ ରେ ପୁରୁଷତ୍ତମପୁର ଠାରେ ଏହି ନିର୍ବାଚନ ମଣ୍ଡଳୀ ବାହାର ଏକ କୁଚକ୍ରୀ ଗୋଷ୍ଠୀ ବିଧାୟିକା ବିରେଧୀ ମେଳି  ନାମରେ ଏକ ବୈଠକ କରାଯାଉଥିବା ନେଈ କଛି ଗଣମାଧ୍ୟମରେ ପ୍ରକାଶ ପାଈ ଥିଲା!ଏହାର ପ୍ରତିବାଦ ସହିତ ସାମ୍ବାଦିକ ସମ୍ମିଳନୀ କରି ବିଧାୟିକା ବିରେଧୀ ମେଳି କରିଥିବା ବ୍ୟକ୍ତି ହେଉଛନ୍ତି ଅନ୍ୟଏକ ନିର୍ବାଚନ ମଣ୍ଡଳୀର ସେ ବିଜୁଜନତା ଦଳରେ ରହି ବିଭିନ୍ନ କାର୍ଯ୍ୟକ୍ରମ କୁ ବିଦ୍ରୋହ ସୃଷ୍ଟି କରି କିଛି ନ୍ୟସ୍ତ ସ୍ୱାର୍ଥ ବ୍ୟକ୍ତିଙ୍କୁ ନେଇ ବୈଠକ କରିଥିବା ଜଣାପଡିଛି !ନିଜର ସ୍ୱାର୍ଥଗତ ଏବଂ ବ୍ୟକ୍ତିଗତ ଗୁରୁତ୍ୱ ବଢାଇବା ପାଇଁ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର ଜନୈକ ବ୍ୟକ୍ତି କିଛି ନିଜସ୍ୱ ବନ୍ଧୁ ମାନଙ୍କୁ ନେଈ ଉକ୍ତ ଆଲୋଚନା ବୈଠକରେ ଉପସ୍ଥିତ ରହି ବିଧୟିକଙ୍କ ବିରୁଦ୍ଧରେ କୁଛରଚନା କରି ବିଭିନ୍ନ ଗଣମାଧ୍ୟମ ଖବର କାଗଜରେ ପ୍ରକାଶ କରିଥିଲେ। ଏମିତି ବହୁଥର ଏହି ନୀଳବର୍ଣ ଶୃଗାଳ ଅର୍ଥ ଲୋଭ ରେ ଏମିତି ବୈଠକ କରି କିଛି ହାଟଗାଣତି ନେତାଙ୍କ ଠାରୁ ଅର୍ଥ ନେଉଥିବା ନଜିର ରହିଛି! ବର୍ତ୍ତମାନ ସମୟ ରେ କବିସୂଯ୍ୟନଗର ନିର୍ବାଚନ ମଣ୍ଡଳୀରେ ଆମେ ସମସ୍ତେ ଜଣେ ଟାଣୁଆ ତଥା ଜନପ୍ରିୟନେତ୍ରୀ ପାଈଛୁ। ସ୍ଥାନୀୟ ନିର୍ବାଚନୀ ମଣ୍ଡଳୀର ସମସ୍ତ ଜନସାଧାରଣଙ୍କ ସୁବିଧା ଓ ଅସୁବିଧା ଦୂର କରିବାସହ ଅଞ୍ଚଳର ଉନ୍ନୟନ ମୂଳକ କାର୍ଯ୍ୟ ଏବଂ ରାଜ୍ୟ ସରକାରଙ୍କ ଜନହିତକାରି ଯୋଜନାକୁ ସୂଚାରୁରୂପେ ପ୍ରତିପାଦନ କରି ପ୍ରତ୍ୟକ ଦିନ ନିର୍ବାଚନ ମଣ୍ଡଳୀ ବୁଲି ଲୋକଙ୍କ ସମସ୍ୟା ବୁଝିବାସହ ସେମାନଙ୍କ ଶୁଖ ଦୁଃଖ ରେ ରହିଛନ୍ତି । ବେଗୁନିଆପଡା ବ୍ଲକ ସମସ୍ତ ସରପଞ୍ଚ ସମିତିସଭ୍ୟ ଜିଲ୍ଲାପରିଷଦ ଜନପ୍ରତିନିଧି ମାନେ ଆଜିର ଏହି ସାମ୍ବାଦିକ ସମ୍ମିଳନୀ ରେ ଉପସ୍ଥିତ ରହି ଆମେ ଏଭଳି ବିଧାୟିକା ଟେ ପାଈ ବିଶେଷ ଖୁସି ଅନୁଭବ କରୁଛୁ ଆମ ଅଞ୍ଚଳ ସମସ୍ତ ଭୋଟର ମାନେ ବିଧାୟିକା ଙ୍କ ପାଖରେ ଅଛୁ ଆଉ ରହିଥିବୁ କହି ବିଜୁଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଙ୍କୁ ଲତିକା ମାଡାମ ଙ୍କୁ ଆଗାମୀ ନିର୍ବାଚନ ରେ ବିଜେଡି ପ୍ରାର୍ଥୀ ଭାବେ ଘୋଷଣା କରିବା ପାଇଁ ଅନୁରୋଧ କରିଛନ୍ତି ।  ଉକ୍ତ କାର୍ଯ୍ୟକ୍ରମ ରେ ବେଗୁନିଆପଡା ବ୍ଲକ ଅଧକ୍ଷାଙ୍କ ସମେତ ସମସ୍ତ ପଞ୍ଚାୟତ ପ୍ରତିନିଧି ଓ ବିଜେଡି କର୍ମକର୍ତ୍ତା ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like