-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ଜିଲ୍ଲା

ନାମଯଜ୍ଞ କମିଟି ଗଠିତ ମହାବୀରପଡ଼ା ଧନୁପାଲି ସମ୍ବଲପୁର

26-Feb-2024




ସମ୍ବଲପୁର- (ସଂଜୀବପାଣିଗ୍ରାହୀ) .ଆସନ୍ତା ଅପ୍ରିଲ.୫.୬.ଏଵଂ ୭ ତାରିଖ ତିନି ଦିନ ଧରି ମହାବୀରପଡ଼ା  ସ୍ଥିତ ପଞ୍ଚମୁଖି ହନୁମାନ ମନ୍ଦିର ପରିସର ରେ  ଅଷ୍ଟ ପ୍ରହରୀ ନାମ ଯଜ୍ଞ ପ୍ରତି ବର୍ଷ ଭଳି ଏହି ବର୍ଷ ମଧ୍ୟ ପାଳନ କରାଯିବାକୁ  ନିଷ୍ପତ୍ତି ହୋଇଛି,  ୫ ତାରିଖ ଅଧିବାସ ଓ କଳସ ଯାତ୍ରା  ,୬ ତାରିଖ ଦିନ ନାମ ଆରମ୍ଭ , ୭ତାରିଖ ଉଦଯାପନ,ଓ ସାମୁହିକ ପ୍ରସାଦ ସେବନ ହେବ,ଏହି ଯଜ୍ଞ ରେ ଚଳିତ ବର୍ଷ ନାମ ଯଜ୍ଞ ର କର୍ତ୍ତା ଭାବରେ ସନ୍ତୋଶ ପଣ୍ଡା ଓ ତାଙ୍କ ଧର୍ମ ପତ୍ନୀ ଜୋଷ୍ନାମୟୀ  ପଣ୍ଡା ଦାୟିତ୍ଵ ନିର୍ବାହ କରିବେ,ଆୟୋଜିତ ପ୍ରସ୍ତୁତି  ବୈଠକରେ
  ନାମଯଜ୍ଞ କମିଟି ର ସଭାପତି ଡୋଲାମଣୀ ମେହେର ଉପସଭାପତି ସଂଜିତ ନାୟକ,ସମ୍ଫାଦକ କହ୍ନୁରାମ ଶର୍ମା, ସହସମ୍ଫାଦକ ସୁଧିର ଦାସ, କୋଷାଧ୍ୟକ୍ଷ  ବିବେକାନନ୍ଦ ନାୟକ,ସହକୋଷାଧ୍ୟକ୍ଷ ଶ୍ରୀକାନ୍ତ ବିଶ୍ଵାଳ,ଉପଦେଷ୍ଟା ମଣ୍ଡଳି,ମଳୟ ପାଣୀଗ୍ରାହୀ,ବଇଶୀଧର ବେହେରା, ରମଣୀ ରଞନ ବାବୁ,ଆଲୋକ ମିଶ୍ର,ବିକାଶ ମିଶ୍ର,ସଂଜୀବ ପାଣୀଗ୍ରାହୀ, ମାନସ ମିଶ୍ର,ତନୟ ପାଣୀଗ୍ରାହୀ,ମହେଶ ପଟେଲ, ଆଶିଷ ବେହେରା, ଜଗନ୍ନାଥ ବାଗ,ଆଶିଷ ମିଶ୍ର,ପ୍ରିୟରଞନ ପଣ୍ଡା,ଜୁଧିଷ୍ଠିର ନାରାୟଣ,ସୁଦଶ୍ଵନ ସାହୁ,
ମିଡିଆ ପ୍ରଭାରୀ,ଡୋଲାମଣୀ ମେହେର
ସଂଜୀବପାଣିଗ୍ରାହୀ ଭାବେ ନିଯୁକ୍ତ କରାଯାଇଛି 
ନାମ ଯଜ୍ଞ ପୂଜକ କୃଷ୍ଣ ଚନ୍ଦ୍ର ପାଣୀଗ୍ରାହୀ,
  ଙ୍କ ସହ ପଞ୍ଚମୁଖି ମନ୍ଦିର ସଭାପତି ସ୍ବେତକୁମାରପଣ୍ଡା ଓ ପଞ୍ଚମୁଖି ମନ୍ଦିର ସମସ୍ତ ସଦସ୍ୟ ବୃନ୍ଦ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like