-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ଜିଲ୍ଲା

କୋଶଳ ସାହିତ୍ୟ ଏକାଡେମୀ ତରଫରୁ ତରଭାର ବାଟେଘାଟେ କାର୍ଯ୍ୟକ୍ରମ

26-Feb-2024



ତରଭା,: ଭାଷା ସାହିତ୍ୟର ଅଗ୍ରଣୀ ଅନୁଷ୍ଠାନ କୋଶଳ ସାହିତ୍ୟ ଏକାଡେମୀ ତରଫରୁ ରାଜ୍ୟ ସଭାପତି ଦେବେନ୍ଦ୍ର କୁମାର ନାଏକଙ୍କ ଅଧ୍ୟକ୍ଷତାରେ ନୀଳକଣ୍ଠେଶ୍ଵର ମନ୍ଦିର ପ୍ରାଙ୍ଗଣରେ ତରଭାର ବାଟେଘାଟେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ କୋଶଳ ରତ୍ନ ପଣ୍ଡିତ ପ୍ରୟାଗ ଦତ୍ତ ଯୋଶୀ ଜୟନ୍ତୀ ସଭା ପ୍ରାରମ୍ଭରେ ଆକାଶବାଣୀ କଣ୍ଠଶିଳ୍ପୀ ଶ୍ୟାମସୁନ୍ଦର ସାହୁଙ୍କ ଦ୍ଵାରା ପ୍ରସ୍ତୁତ କୋଶଳ ବନ୍ଦନା ସମୂହ ଗାନ କରାଯାଇଥିଲା। ଏଥିରେ ସାହିତ୍ୟିକ ନିରଞ୍ଜନ ପଣ୍ଡା ମୁଖ୍ୟ ଅତିଥି ଓ ହାସ୍ୟ କବି ରଞ୍ଜିତ ପଧାନ ମୁଖ୍ୟ ବକ୍ତାଭାବେ ଯୋଗ ଦେଇଥିବାବେଳେ ବ୍ୟଙ୍ଗ କବି ଅର୍ଜୁନ ସାହୁ, ସାମ୍ବାଦିକ କପିଳାସ ସେଠ ଓ ଭାଷା ସାରଥି କମଳିନୀ ପଣ୍ଡା ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ଅତିଥିମାନେ ପଣ୍ଡିତ ଯୋଶୀଙ୍କର ଫଟୋଚିତ୍ରରେ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ଜ୍ୱଳନ ପରେ ଏକାଡେମୀ ସମ୍ପାଦକ ରାଜେନ୍ଦ୍ର ଝାଙ୍କର ସମ୍ପାଦକୀୟ ବିବରଣୀ ପାଠ କରିଥିଲେ। କୋସଲୀ ଭାଷା ସଂସ୍କୃତି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ହେତୁ ଏକାଡେମୀ ତରଫରୁ ମୁଖ୍ୟ ଅତିଥି ଶ୍ରୀ ପଣ୍ଡାଙ୍କ ଦ୍ଵାରା ହାସ୍ୟ କବି ରଞ୍ଜିତ ପଧାନଙ୍କୁ କୋଶଳ ସଂସ୍କୃତି ସମ୍ମାନ ଓ ଭାଷା ସାରଥି କମଳିନୀ ପଣ୍ଡାଙ୍କୁ କୋଶଳ ସାହିତ୍ୟ ସମ୍ମାନ ପ୍ରଦାନ କରାଯାଇଥିଲା। ମଞ୍ଚାସୀନ

ଅତିଥିମାନଙ୍କ ସମେତ ସାହିତ୍ୟିକ ରାଜେଶ ଦଣ୍ଡସେନା, ବୁଦ୍ଧିଜୀବୀ କାନ୍ତାନାଥ ସରାଫ ପ୍ରଭୃତି ପଣ୍ଡିତ ଯୋଶୀଙ୍କ ଜୀବନୀ ଓ ଲେଖନୀ ଉପରେ ବକ୍ତବ୍ୟ ରଖିଥିଲେ।ପରେ ଯୁବକବି ଲିପୁନ ସାହୁ, ତ୍ରିଲୋଚନ ଦଳବେହେରା ଓ ରୋଶନ ସାହୁଙ୍କ ସଂଯୋଜନାରେ ଆୟୋଜିତ ବ୍ୟଙ୍ଗ କବିତା ଆସରରେ ପ୍ରଭାସିନୀ ଭୋଇ,ଦୁଃଶାସନ ବାରିକ, ପୁଷ୍ପାଞ୍ଜଳି ମେହେର, ତପସ୍ଵିନୀ ପଶାୟତ, ସୁଦେଷ୍ଣା ମିଶ୍ର,ନିକିତା ସା, ବଂଶୀଧର ନାଏକ, ଦିଲ୍ଲୀପ ମିଶ୍ର, ସ୍ମୃତିମୟୀ ସାହୁ,ରୀତେଶ ମେହେର, ଉମାବଲ୍ଲଭ ଷଡ଼ଙ୍ଗୀ,ଦୀପାନ୍ବିତା ମାହାଣା,ଅରୁଣୀ ତ୍ରିପାଠୀ, ନୀଳକାନ୍ତି ପଟ୍ଟନାୟକ, ଗରିବ ମଲ୍ଲିକ,ତପସ୍ଵିନୀ ପଟ୍ଟନାୟକ ଓ ସରିତା ନାଏକଙ୍କ ସମେତ ପ୍ରାୟ ପଚାଶରୁ ଉର୍ଦ୍ଧ୍ବ କବି କବୟିତ୍ରୀ ସ୍ବରଚିତ କବିତା ପାଠ କରିଥିଲେ। ତରଭାର ବାଟେଘାଟେ କାର୍ଯ୍ୟକ୍ରମକୁ ଆକର୍ଷଣୀୟ କରିବା ପାଇଁଁ ବରଗଡ଼ର ଜଟାଧାରୀ ପଧାନ ଓ ଯୁବରାଜ ସାହୁ କଂସ ଦରବାର ଉପସ୍ଥାପନ କରିଥିଲେ। ସେହିପରି ମିନି ନାଏକ,ଏସ୍. ଅର୍ଚ୍ଚନା କୁମ୍ଭାର, ଆଦ୍ୟାଶା ପଟ୍ଟନାୟକ, ରିନି ନାଏକ, ନଟରାଜ ଡେନ୍ସ ଏକାଡେମୀ ସମେତ ପ୍ରାୟ ବାର ଜଣ ନୃତ୍ୟଶିଳ୍ପୀ ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିଲେ। ଶେଷରେ ଉପ-ସଭାପତି ଲୋକନାଥ ଦଳବେହେରା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like