-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||     

HOME   ଜିଲ୍ଲା

୭ମ ମାଁ ମାହେଶ୍ୱରୀ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ -ଘଣ୍ଟପାଲି ଦଳ ଚାମ୍ପିଅନ

26-Feb-2024



ବୀରମହାରାଜପୁର,  (ବିନୋଦ ପାଣ୍ଡେ ) : ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦେଉଳମୁଣ୍ଡା ଖେଳ ପଡ଼ିଆରେ ଗତ ୨୦ ତାରିଖରୁ ଆରମ୍ଭ ହୋଇଥିବା ୭ମ ମାଁ ମାହେଶ୍ୱରୀ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ  ଉଦଯାପିତ ହୋଇଯାଇଛି । ଉକ୍ତ  ଟୁର୍ଣ୍ଣାମେଣ୍ଟରେ ମୋଟ୍ ୧୬ଟି ଦଳ ଅଂଶ ଗ୍ରହଣ କରିଥିବା ବେଳେ ଗତକାଲି ହୋଇଥିବା ଫାଇନାଲ ମ୍ୟାଚରେ ଘଣ୍ଟପାଲି ଦଳ ନୂଆପାଲି ଦଳକୁ ପରାସ୍ତ କରି ଚାମ୍ପିଅନ ହୋଇଛି । ତିନି ଫର୍ମାଟ ବିଶିଷ୍ଟ ଉକ୍ତ ଫାଇନାଲ ମ୍ୟାଚ୍ ର ପ୍ରଥମ ଫର୍ମାଟରେ ନୂଆପାଲି ଦଳ ବିଜୟୀ ହୋଇଥିବା ବେଳେ ପରବର୍ତ୍ତୀ ଦୁଇଟି ଫର୍ମାଟରେ  ଘଣ୍ଟପାଲି ଦଳ ବିଜୟୀ ହୋଇଥିଲା । ଏହି ଅବସରରେ ଶୁଭ୍ରାଂଶୁ ଶେଖର ପାଢ଼ୀଙ୍କ ପରିଚାଳନାରେ ହୋଇଥିବା ଉଦଯାପନୀ ଉତ୍ସବରେ ବୀରମହାରାଜପୁର ଜିଲ୍ଲା ପରିଷଦ ସଭ୍ୟ  ଲବ କୁମାର ସାହୁ ମୁଖ୍ୟ ଅତିଥି, ସରକାରୀ ଓକିଲ ଶ୍ରୀନିବାସ ଚାନ୍ଦ, ଅବସର ପ୍ରାପ୍ତ ପଞ୍ଚାୟତ ଇ.ଓ ଧୀରେନ୍ଦ୍ର ବାଘ, ବାଗବର ପଞ୍ଚାୟତର ପୂର୍ବତନ ସରପଞ୍ଚ ବ୍ୟୋମକେଶ ପଣ୍ଡା, ଡୁମୁରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ  ଗୋପବନ୍ଧୁ ଭୋଇ, ଶୁଭେନ୍ଦୁ ଚାନ୍ଦ, ଖିରାନ୍ନବ ମହାକୁର ଏବଂ ରାଧାକାନ୍ତ  ବାଘ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ବିଜେତା ଦେଉଳମୁଣ୍ଡା ଦଳକୁ ଟ୍ରଫି ସହ ୧୫ ହଜାର ଟଙ୍କା ପୁରସ୍କାର ରାଶି ଏବଂ ଉପ ବିଜେତା ଟାଙ୍ଗରସହି ଦଳକୁ ଟ୍ରଫି ସହ ୯ ହଜାର ଟଙ୍କା ପୁରସ୍କାର ରାଶି ପ୍ରଦାନ କରି ଉତ୍ସାହିତ କରିଥିଲେ । ଉକ୍ତ ଟୁର୍ଣ୍ଣାମେଣ୍ଟରେ ମେନ୍ ଅଫ୍ ଦି ସିରିଜ୍ ଭାବରେ ନୂଆ ପାଲିର ରମେଶ , ମେନ୍ ଅଫ୍ ଦି ମ୍ୟାଚ୍ ଓ ଶ୍ରେଷ୍ଠ ଛକା ପାଇଁ ଘଣ୍ଟପାଲିର ଜିତୁ , ଶ୍ରେଷ୍ଠ ବୋଲର ଭାବରେ ନୁଆପାଲିର ରଞ୍ଜିତ,  , ଶ୍ରେଷ୍ଠ ଫିଲଡର୍ ଭାବରେ ନୁଆପାଲିର  କିଶୋର , ଶ୍ରେଷ୍ଠ ୱିକେଟ୍ ରକ୍ଷକ ଭାବରେ ନୁଆପାଲିର ରାଜକୁମାର ଙ୍କୁ ପୁରସ୍କୃତ କରାଯାଇଥିବା ବେଳେ ଆୟୋଜକ ଦଳର ବୁଲବୁଲ ମହକୁରଙ୍କୁ ଶ୍ରେଷ୍ଠ ସ୍ବେଚ୍ଛସେବୀ ଭାବରେ ସ୍ଵତନ୍ତ୍ର ପୁରସ୍କାର ପ୍ରଦାନ କରାଯାଇଥିଲା । ଆମ୍ପାୟର ଭାବରେ ରଞ୍ଜିତ ଚାନ୍ଦ  ଅଜିତ ଚାନ୍ଦ ଓ ପଦ୍ମଲୋଚନ ପାଢୀ ସମସ୍ତ ମ୍ୟାଚ୍ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   30-Jul-2026
  ଜିଲ୍ଲା  
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like