-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||     

HOME   ଜିଲ୍ଲା

ଦମକିପାଲି ଉ.ପ୍ରା.ବିଦ୍ୟାଳୟକୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

26-Feb-2024



ପାଟଣାଗଡ଼: ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ଛୁଆଲିଉଦର କ୍ଳଷ୍ଟର ଅଧୀନରେ ଥିବା ଦମକିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୁ ବ୍ଳକ ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ମିଳିଛି।ପ୍ରକାଶ ଥାଉକି ବଲାଙ୍ଗିରସ୍ଥିତ ପିଆର ଉଚ୍ଚ ବିଦ୍ୟାଳୟର ଷ୍ଟାଡିୟମରେ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ ରାଜ୍ୟସଭା ସାଂସଦ ଶ୍ରୀ ନିରଞ୍ଜନ ବିଶି ଓ ପୌରପାଳିକା ଅଧ୍ୟକ୍ଷା ଲିକା ସାହୁ ଦମକିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ସବିତା ଭୋଇଙ୍କୁ ସ୍ମୃତିଫଳକ,ପ୍ରମାଣପତ୍ର ଓ ଏକ ଲକ୍ଷ ଟଙ୍କାର ଚେକ ପ୍ରଦାନ କରିଥିଲେ।ଦମକିପାଲି ବିଦ୍ୟାଳୟ ପାଟଣାଗଡ଼ ବ୍ଳକର ଉପାନ୍ତ ଅଞ୍ଚଳରେ ଥିବା ସତ୍ତ୍ବେ ବିଦ୍ୟାଳୟର ଛାତ୍ରଛାତ୍ରୀ ବିଭିନ୍ନ କ୍ଷେତ୍ରରେ ଯଥା ବୃତ୍ତି, ନବୋଦୟ ବିଦ୍ୟାଳୟ, ଆଦର୍ଶ ବିଦ୍ୟାଳୟ ରେ ନାମଲେଖା, ଜାତୀୟ ମେଧା ବୃତ୍ତି, ସୁରଭି, ବିଜ୍ଞାନ ମେଳା ଆଦିରେ କୃତିତ୍ବ ଅର୍ଜନ କରିବା ସହିତ ପ୍ରଧାନ ଶିକ୍ଷୟିତ୍ରୀଙ୍କ ଉତ୍ସର୍ଗୀକୃତ କାର୍ଯ୍ୟ ପାଇଁ ବିଦ୍ୟାଳୟକୁ ୨୦୧୯ ମସିହାରେ ପ୍ରକୃତି ମିତ୍ର ମିଳିଥିବା ବେଳେ ସୁଶ୍ରୀ ଭୋଇଙ୍କୁ ୨୦୧୪ମସିହାରେ ରାଜ୍ୟ ପୁରସ୍କାର, ଦୁଇଥର ପ୍ରକୃତିବନ୍ଧୁ ଓ ସାହିତ୍ୟ ସଂସ୍କୃତି କ୍ଷେତ୍ରରେ ଅନେକ ପୁରସ୍କାର ମିଳିଛି।ଏହି ଖବର ପାଇବା ପରେ ବୁଦ୍ଧିଜୀବୀ ଓ ଶିକ୍ଷକ ମହଲରେ ଆନନ୍ଦର ଲହରୀ ଖେଳିଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026

You Might Also Like