-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||     

HOME   ଜିଲ୍ଲା

ଲୋଇସିଂହା ବନାଞ୍ଚଳ ତରଫରୁ ବ୍ଲକ ସ୍ତରୀୟ ବନାଗ୍ନି ସଚେତନତା ଶିବିର ଲୋଇସିଂହା ବନାଞ୍ଚଳ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ

27-Feb-2024



ଲୋଇସିଂହା, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବନାଞ୍ଚଳ ତରଫରୁ ଲୋଇସିଂହା ବ୍ଲକ ସ୍ତରୀୟ ବନାଗ୍ନି ସଚେତନତା ଶିବିର ସୋମବାର ବନାଞ୍ଚଳ ଅଧିକାରୀ ଶ୍ରୀଯୁକ୍ତ ପାଉଲ ହରପାଲ ଙ୍କ ଅଧ୍ୟକ୍ଷତାରେ ଲୋଇସିଂହା ବନାଞ୍ଚଳ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ଜଙ୍ଗଲ କୁ ନିଆଁ ଦାଉରୁ କିଭଳି ସୁରକ୍ଷା ପ୍ରଦାନ କରାଯିବ ଓ ସଚେତନ ବିଷୟରେ ଆଲୋଚନା ହୋଇଥିଲା l ଜଙ୍ଗଲରେ ଅନେକ ଔଷଧୀୟ ଗୁଳ୍ମଳତା, ସରୀସୃପ ଇତ୍ୟାଦି ନିଆଁରେ ପୋଡିଯିବା ସହ ଅନେକ ବନ୍ୟଜନ୍ତୁ ମଧ୍ୟ ପ୍ରଭାବିତ ହୋଇଥାନ୍ତି l ଏହାର ପ୍ରତିକାର ପାଇଁ ଜନସାଧାରଣ ଙ୍କୁ କିପରି ଜଙ୍ଗଲ ସଂରକ୍ଷଣ ସମିତି ଜରିଆରେ ସଚେତନ କରାଯାଇ ପାରିବ ସେ ସମ୍ପର୍କରେ ସୂଚନା ଦିଆଯାଇଥିଲା l

ଏହି ସଚେତନତା ଶିବିରରେ ମୁଖ୍ୟଅତିଥି ରୂପେ ଲୋଇସିଂହା ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ଯତୀନ୍ଦ୍ର ପଟେଲ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ରୂପେ ନବକିଶୋର ନାଏକ, ଲୋଇସିଂହା ଅଗ୍ନିଶମ ଅଧିକାରୀ ଶ୍ରୀଯୁକ୍ତ ସୁଶାନ୍ତ କୁମାର ସାମଲ ଏବଂ ମୁଖ୍ୟବକ୍ତା ରୂପେ ଅବସରପ୍ରାପ୍ତ ରେଞ୍ଜ ଅଫିସର ଶ୍ରୀଯୁକ୍ତ ରଘୁନାଥ ତ୍ରିପାଠୀ, ଲୋଇସିଂହା ବନପାଳ ଶ୍ରୀ ବାବୁଲାଲ ଦାସ, ସାଲେଭଟା ବନପାଳ ଶ୍ରୀ ଇନ୍ଦ୍ରମଣି ବେହେରା ତଥା ବନାଞ୍ଚଳ ର ସମସ୍ତ ବନରକ୍ଷୀ ଏବଂ ଲୋଇସିଂହା ର ମଁl ଲକ୍ଷ୍ମୀ ସ୍ୱୟଂ ସହାୟକ ଗୋଷ୍ଠୀ ର ସଭ୍ୟବୃନ୍ଦ ଉପସ୍ଥିତ ଥିଲେ l କାର୍ଯ୍ୟକ୍ରମ ରେ ସଭା ପରିଚାଳନା କରିଥିଲେ ସରଗାଡ଼ ବନପାଳ ଶ୍ରୀ ସମୀରରଞ୍ଜନ ମହାପାତ୍ର l


News Comment




Photo in News

Advertisment
Lastest News
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026

You Might Also Like