-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||     

HOME   ଜିଲ୍ଲା

 ନୂତନ ଲେବେଲ-୫ ଫୁଟ୍‌ବଲ ରେଫରି ପରୀକ୍ଷା ଶିବିର ଉଦଯାପିତ ଭାଗ ନେଇଥିଲେ ୧୫୮ ପରୀକ୍ଷାର୍ଥୀ

21-Dec-2020



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର)- ବଲାଙ୍ଗିର ଗାନ୍ଧି ଷ୍ଟାଡିୟମ ଠାରେ ତା. ୧୯.୧୨.୨୦୨୦ ରେ ଉଦ୍‌ଘାଟିତ ଲେବେଲ-୫ ଫୁଟ୍‌ବଲ ରେଫରି ପରିକ୍ଷା ଶିବିର ଆଜି ତା.୨୧.୧୨.୨୦୨୦ରେ ଉଦ୍‌ଯାପିତ ହୋଇଯାଇଛି । ଫୁଟବଲ ଏସୋସିଏସନ ଓଡିଶା (ଫାଓ) ଏବଂ ଜିଲ୍ଲା କ୍ରିଡା ସଂସଦ ବଲାଙ୍ଗିରର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ଫାଓ ତଥା ଜିଲ୍ଲା କ୍ରିଡା ସଂସଦର କାର୍ଯ୍ୟକାରୀ ସଭାପତି ଡ. ଶ୍ରୀକର ମିଶ୍ର ଓ ସଂସଦର ସାଧାରଣ ସମ୍ପାଦକ ହରିନାରାୟଣ ପୁଜାରୀ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ତଥା ଓଡିଶା ରେଫରି ମୁଖ୍ୟ ଦୁର୍ଗା ମାଧବ ନାଏକ, ରେଫରି ପ୍ରଶିକ୍ଷକ ସୁଶାନ୍ତ ମହାନ୍ତିଙ୍କ ଦ୍ୱାରା ପରିଚାଲିତ ଏହି ଶିବିରରେ ସହଯୋଗ କରିଥିଲେ ସୁଜିତ ପାତ୍ର, ସୁରେଶ ଦାସ, ଜ୍ୟୋତିି ରଂଜନ ସ୍ୱାଇଁ, ଦିଲିପ ରାଉତ, ଶରତ ନନ୍ଦ, ନରସିଂହ ସ୍ୱାମୀ ନାଇଡୁ, ସୁନିଲ ବିଶ୍ୱାଲ ଓ ଦେବାଶିଷ ବାଗ । ଏହି ପରିକ୍ଷାରେ ଓଡିଶାର ବିଭିନ୍ନ ଜିଲ୍ଲାରୁ ଅଂଶଗ୍ରହଣ କରିଥିବା ୧୩ ଛାତ୍ରୀ ଓ ୧୪୫ ଜଣ ଛାତ୍ରଙ୍କ ଶାରିରୀକ ଦକ୍ଷତା ଓ ଥିୟୋରି ଟେଷ୍ଟ କରାଯାଇଥିଲା । ଏଥିରେ କୃତକାର୍ଯ୍ୟ ଅଂଶଗ୍ରହଣକାରୀ ଓଡିଶା ଲେବେଲ-୫ ରେଫରି ଭାବରେ ଗୃହିତ ହେବେ । ସଂସଦର ଉପସଭାପତି କୃଷ୍ଣଚନ୍ଦ୍ର ମିଶ୍ର ଓ ଡ. ପ୍ରହ୍ଳାଦ ଶତପଥି, ଯୁଗ୍ମ ସମ୍ପାଦକ ପଦ୍ମ ଚରଣ ଆଚାର୍ଯ୍ୟ ଓ ପ୍ରଭାତ ମିଶ୍ର, ଜିଲ୍ଲା କ୍ରିଡାଅଧିକାରୀ ରାଜେନ୍ଦ୍ର ବଢ଼ାଇ, ଜିଲ୍ଲା ଶାରିରୀକ ଶିକ୍ଷା ନିରିକ୍ଷକ ଜ୍ୟୋତି ପ୍ରକାଶ ପରିଡା, ତଥା ସଂସଦର ବରିଷ୍ଠ ସଭ୍ୟ ଓ ପୁର୍ବତନ ଖେଳାଳି ବିକ୍ରମାନନ୍ଦ ବହିଦାର, ମଧୁସୁଦନ ବାବାୁ, ରମେଶ ଚନ୍ଦ୍ର ପୁରୋହିତ, ଶାନ୍ତନୁ କୁମାର ସାହୁ, ରମାକାନ୍ତ ସେଠ, ପ୍ରଫୁଲ୍ଲ ବେହେରା, ଆନନ୍ଦିନି ଦର୍ଜୀ, କସ୍ତୁରି ରଥ, ଭାବଗ୍ରାହୀ ରଥ, ଜୟରାମ ମିଶ୍ର, ଶିଶିର ବହିଦାର, ସୁଧିର ଚନ୍ଦ୍ର ପଣ୍ଡା, ଶତୃଘ୍ନ ସିଂ, ପ୍ରଦ୍ୟୁମ୍ନ ମିଶ୍ର, ପ୍ରଦିପ ବିଶ୍ୱାଳ, ରବୀନ୍ଦ୍ର ମିଶ୍ର, ଗୌର ପ୍ରଧାନ, ବିଭୁତି ପଣ୍ଡା,  ଡ. ସିଦ୍ଧେଶ୍ୱର ମିଶ୍ର, ହେମନ୍ତ ବେହେରା, ନିଶାରକାନ୍ତ ନାଗ, ଦିଲିପ ବେହେରା, ସୁନ୍ଦର ମଣି ଦଣ୍ଡସେନା, ବଟୁ ସିଂ, ସଂଗ୍ରାମ ବହିଦାର, ସୁଦାଶୁଂ ସେଠ୍‌, ଚେତନାନନ୍ଦ ପଣ୍ଡା, ନରେଶ ଅଗ୍ରୱାଲ, ପ୍ରମୁଖଙ୍କ ଉପସ୍ଥିତିରେ ପରୀକ୍ଷାର୍ଥିମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026

You Might Also Like