-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||     

HOME   ଜିଲ୍ଲା

ପୋଖରୀରେ ବୁଡି ଭାଇ ଭଉଣୀ ମୃତ୍ୟୁ       

27-Feb-2024



 ଡେଲାଙ୍ଗ(ଦିଲୀପ କୁମାର ଧାଉଡିଆ): ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଗୁଆଳିପଡ଼ା ପଞ୍ଚାୟତ ହୁମର ଗ୍ରାମରେ ଏକ ଦୁଃଖଦ ଘଟଣା ଘଟି ଯାଇଛି ! ସେହି ଗ୍ରାମର ଶଙ୍କର୍ଷଣ ରାଉତଙ୍କ ୧୦ବର୍ଷର ପୁଅ ଶୁଭେନ୍ଦୁ ରାଉତ  ଏବଂ ୭ବର୍ଷର ଝିଅ ଶୁଭଲକ୍ଷ୍ମୀ ରାଉତଙ୍କ ର ପୋଖରୀରେ ବୁଡି ମୃତ୍ୟୁ ବରଣ ଘଟିଛି !ସୂଚନା ମୁତାବକ ଦୁହେଁ ଶୌଚ ହେବା ପାଇଁ ଘର ପୋଖରୀ କୁ ଯାଇଥିଵା ବେଳେ ଅସାବଧାନତା ବଶତଃ ଗୋଡ଼ ଖସିଯିବାରୁ ଦୁଇ ଜଣ ଯାକ ପୋଖରୀ ରେ ବୁଡ଼ିଯାଇଥିଲେ ! ଘରକୁ ଫେରିବା ବିଳମ୍ବ ହେବାରୁ ପରିବାର ଲୋକେ ବହୁ ଖୋଜା ଖୋଜି ପରେ ଦୁଇ ଜଣକୁ ପୋଖରୀରୁ ଉଦ୍ଧାର କରି ସ୍ଥାନୀୟ ଡେଲାଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ନେଇଥିଲେ! ସେଠାରେ ଡାକ୍ତର ଦୁଇ ଜଣକୁ ମୃତ ଘୋଷଣା କରିଥିଲେ ! ଖବର ପାଇଁ ଡେଲାଙ୍ଗ ଥାନା ପୋଲିସ ଦୁଇ ଶିଶୁଙ୍କ ମୃତ ଶରୀରକୁ ଜବତ କରିବା ସହ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ପୁରୀ ପଠାଯାଇଥିବା ସୂଚନା ମିଳିଛି ! ଏହି ଅଭାବନୀୟ ଦୁଃଖଦ ଘଟଣାଟି ହୁମର ସମେତ ସମଗ୍ର ଡେଲାଙ୍ଗ ଅଂଚଳରେ ଶୋକର ଛାୟା ଖେଳି ଯାଇଛି!


News Comment




Photo in News

Advertisment
Lastest News
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026

You Might Also Like