-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||     

HOME   ଜିଲ୍ଲା

କଣ୍ଟାମାଳରେ ଏସଏଚଜି ମହିଳାଙ୍କୁ ଋଣର ସୁଧ ପ୍ରଦାନ କାର୍ଯ୍ୟକ୍ରମ, ୧୫ଟି ଗୁପ୍ କୁ ପ୍ରାୟ ୩ ଲକ୍ଷର ଚେକ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

27-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ମିଶନ ଶକ୍ତି ସଭାଗୃହ ସମ୍ମୁଖରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବ୍ଲକର ମହିଳା ସ୍ଵୟଂ ସହାୟକ ଗୋଷ୍ଠୀକୁ ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ୧୪୫ କୋଟି ଟଙ୍କା ଋଣର ସୁଧ ଫେରସ୍ତ କରିଛନ୍ତି ଏବଂ  ମିଶନ ଶକ୍ତିର ମହିଳାମାନଙ୍କ  ପାଇଁ ୭୩୦ କୋଟି ଟଙ୍କାର ବ୍ଲେଜର ବାବଦରେ ଖର୍ଚ୍ଚ ପାଇଁ ଅନୁମୋଦନ କରିଛନ୍ତି । କଣ୍ଟାମାଳ ବ୍ଲକ ମିଶନ ଶକ୍ତି ବିପିସି ବିଶ୍ଵଭୂଷଣ କହଁରଙ୍କ ତତ୍ତ୍ଵାବଧାନରେ  ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ମହିଧର ରଣା ମୁଖ୍ୟଅତିଥି ଓ ସମ୍ମାନୀତ ଅତିଥି ଭାବେ ୧ନଂଜୋନର ଜିଲ୍ଲାପରିଷଦ ସଦସ୍ୟା ସୁମିତ୍ରା ସାହୁ, ସିଡିପିଓ ଜ୍ୟୋସ୍ନା ରାଣୀ ପାଢୀ, କଣ୍ଟାମାଳ କେନ୍ଦ୍ରୀୟ ସମବାୟ ବ୍ୟାଙ୍କର ଶାଖା ପରିଚାଳକ ରବିନାରାୟଣ ଦଲାଲ ପ୍ରମୁଖ ଉପସ୍ଥିତ ରହି ୧୫ଟି ମହିଳା ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୨ ଲକ୍ଷ ୯୪ ହଜାର ୪୧୩ ଟଙ୍କାର ଚେକ ପ୍ରଦାନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ କଣ୍ଟାମାଳ ବ୍ଳକ ଅଧିନ ଅନେକ ଗ୍ରାମପଞ୍ଚାୟତରୁ ବ୍ୟାଙ୍କ ମିତ୍ର, କୃଷିମିତ୍ର, ପ୍ରାଣୀ ମିତ୍ର,ଏମ୍ବିକେ, ସିଆରପି,ମହିଳା ଗୋଷ୍ଠୀର ସଦସ୍ୟା ଉପସ୍ଥିତ ରହିଥିଲେ। ବିପିସି ବିଶ୍ଵ ଭୂଷଣ କହଁରଙ୍କ ସମେତ ବିପିଏମ ଅଜୟ ପ୍ରଧାନ, ବିନାୟକ ସେଠି, ସୁମନ୍ତ ପ୍ରଧାନ ,ରାଧାରାଣୀ ନାଏକ, ସ୍ଵୟଂପ୍ରଭା ମହିଳା ଗୋଷ୍ଠୀର ସଭାନେତ୍ରୀ ପୁଷ୍ପାଞ୍ଜଳି ମିଶ୍ର,ସଂପାଦିକା ଅହଲ୍ୟା କର୍ଣ୍ଣଙ୍କ ସମେତ ବିଭାଗୀୟ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026

You Might Also Like