-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||     

HOME   ଜିଲ୍ଲା

ବେତଝରଣ ଜଙ୍ଗଲରୁ ଗଳିତ ଶବ ଉଦ୍ଧାର, ହତ୍ୟା ସନ୍ଦେହ

27-Feb-2024



ନାକଟିଦେଉଳ(କନ୍ଦର୍ପ ବେହେରା ): ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ୍ କିସିଣ୍ଡା ଥାନା ବେତଝରଣ ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଜନୈକ ବ୍ୟକ୍ତିଙ୍କର ଗଳିତ ଶବ ଉଦ୍ଧାର କରିଛି କିସିଣ୍ଡା ପୋଲିସ୍ ା
ପୋଲିସ୍ ସୂତ୍ରରୁ ପ୍ରକାଶ ଯେ, କିସିଣ୍ଡା ଥାନା ବେତଝରଣ ଗ୍ରାମ ନିକଟସ୍ଥ ଜଙ୍ଗଲରେ ଜଣେ ଅଜଣା ବ୍ୟକ୍ତିର ମ୍ରୁତ ଦେହ ପଡିଥିବା ପୋଲିସ୍ ଖବର ପାଇଥିଲା ା କିସିଣ୍ଡା ପୋଲିସ୍ ଘଟଣା ସ୍ଥଳକୁ ଯାଇ ଅନୁସନ୍ଧାନରୁ ଜାଣିଲା ଯେ ମ୍ରୁତକ ଜଣଙ୍କ ନାକଟିଦେଉଳ ଥାନା ସରାପାଲି ଗ୍ରାମର କୁଳମଣୀ ବିଶ୍ବାଳ (୫୦) ା ଶବଟି ପଚିସଢି ଯାଇ ଥିବା ପୋଲିସ୍ କହିଛି ା ଘଟଣା ସ୍ଥଳକୁ ରେଢାଖୋଲରୁ ଡାକ୍ତର ଯାଇ ଶଵବ୍ୟବଚ୍ଛେଦ କରିଥିବା ବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ପ୍ରକ୍ରୁତ ସତ୍ୟାସତ୍ୟ ଜଣା ପଡିବ ବୋଲି କିସିଣ୍ଡା ଥାନାଧିକାରୀ ଅଞଳୀ କୁମ୍ଭାର ଆମ ପ୍ରତିନିଧିଙ୍କ ଠାରେ ପ୍ରକାଶ କରିଛନ୍ତି ା 
ମ୍ରୁତକ ଜଣଙ୍କ ବେଳେ ବେଳେ ବିଭିନ୍ନ ଗ୍ରାମକୁ ଯାଇ ଚୋରୀ କରୁଥିବାରୁ ତାକୁ କେହି ହତ୍ୟା କରିଥାଇପାରେ ବୋଲି ଅଂଚଳରେ ବେଶ୍ ଚର୍ଚ୍ଚା ହେଉଛି ା ସେ ପ୍ରାୟତଃ ଜଙ୍ଗଲରେ ରହୁଥିବା ଅଂଚଳବାସୀ ପ୍ରକାଶ କରିଛନ୍ତି ା ପାରିପାର୍ଶ୍ବିକ ସ୍ଥିତିରୁ ଯାହା ଅନୁମାନ କରାଯାଉଛି ସେଇ ସ୍ଥାନରେ ଭୋଜି ଭାତ ହୋଇଛି ଏଵଂ କୁଳମଣୀ କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ ହେଉଛି ବୋଲି ଚର୍ଚ୍ଚା ହେଉଛି ା ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ପ୍ରକ୍ରୁତ ସତ୍ୟାସତ୍ୟ ଉନ୍ମୋଚନ ହେବ ବୋଲି ପୋଲିସ୍ କହିଛି ା କିସିଣ୍ଡା ଥାନାରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଚାଲିଛି ବୋଲି କିସିଣ୍ଡା ଥାନାଧିକାରୀଣୀ ପ୍ରକାଶ କରିଛନ୍ତି ା


News Comment




Photo in News

Advertisment
Lastest News
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like