-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||     

HOME   ଜିଲ୍ଲା

ମାଣ୍ଡିଆ ହେଉଛି ଦୁନିଆର ସର୍ବ ରୋଗ ନିବାରଣ ଖାଦ୍ୟ-ବିଧାୟକ ମହିଧର ରଣା

27-Feb-2024



ମିଶନ ଶକ୍ତି ପକ୍ଷରୁ ପୁଷ୍ଟି ଶସ୍ୟ ପୁନଃ ପ୍ରଚଳନ ସଚେତନତା ଶିବର ।

 

କଣ୍ଟାମାଳ: ମାଣ୍ଡିଆ ହେଉଛି ଏପରି ଏକ ଖାଦ୍ୟ, ଯାହାକି ମନୁଷ୍ୟର ସମସ୍ତ ରୋଗର ଅର୍ଥବ୍ୟ ଔଷଧ । ଏହା ଦିନେ ନା ଦିନେ ବିଶ୍ଵରେ ପ୍ରଥମ ପସନ୍ଦର ଖାଦ୍ୟ ରୂପେ ସମସ୍ତଙ୍କ ପାଖରେ ଆଦର ପାଇବ।ମଙ୍ଗଳବାର ବୌଦ୍ଧ ଜିଲ୍ଲାର ଅଗ୍ରଣୀ ଅନୁଷ୍ଠାନ ୱାସିଡିଏ ତରଫରୁ କଣ୍ଟାମାଳ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଆୟୋଜିତ ଚାଷଜମିରେ ଓ ଖାଦ୍ୟ ଥାଳିରେ ପୁଷ୍ଟି ଶସ୍ୟ ପୁନଃ ପ୍ରଚଳନ ସଚେତନ ଶିବିରରେ ମୁଖ୍ୟ ଅତିଥିଭାବେ ସ୍ଥାନୀୟ କଣ୍ଟାମାଳ ବିଧାୟକ ତଥା ଯୋଜନା ବୋର୍ଡର ଅଧ୍ୟକ୍ଷ ମହିଧର ରଣା ଯୋଗଦେଇ ସମସ୍ତ ଉପସ୍ଥିତ ଚାଷୀ ଓ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କୁ ଉଦବୋଧନ ଦେଇଥିଲେ। ଅନୁଷ୍ଠାନର ବ୍ଳକ ମିଲେଟ ମିଶନର ସଂଯୋଜକ  ଗୌରୀଶଙ୍କର ଥାର୍ଟିଙ୍କ ସଭାପତିତ୍ଵରେ ଅନୁଷ୍ଠିତ ସଭାରେ ଅନ୍ୟତମ ଅତିଥି ଭାବେ ନଂ୧ଜୋନର ଜିଲ୍ଲା ପରିଷଦ ସଦସ୍ୟା ସୁମିତ୍ରା ସାହୁ, ଉମା ପଞ୍ଚାୟତର ସରପଞ୍ଚ ଦୌଲଥ ପାଣ୍ଡେ, ଜିଲ୍ଲା କୃଷି ଅଧିକାରୀ ବସନ୍ତ କୁମାର ପାଣିଗ୍ରାହୀ, କଣ୍ଟାମାଳ ବ୍ଲକ କୃଷି ଅଧିକାରୀ ଲଳିତ ସାହୁ, ଜିଲ୍ଲା ଓଡ଼ିଶା ମିଲେଟ ମିଶନର ଡିପିସି ଜିତେନ୍ଦ୍ର କାର୍ଜି, ସିଡିପିଓ ଜ୍ୟୋତ୍ସ୍ନା ରାଣୀ ପାଢୀ, କଣ୍ଟାମାଳ ମିଶନ ଶକ୍ତିର ବିପିସି ବିଶ୍ଵଭୂଷଣ କହଁର ଯୋଗଦେଇ ମାଣ୍ଡିଆ ଚାଷର ପ୍ରଣାଳୀ ଓ ମାଣ୍ଡିଆରୁ ତିଆରି ଖାଦ୍ୟର ଉପକାରିତା ଉପରେ ବକ୍ତବ୍ୟ ରଖିଥିଲେ। ସେହିପରି ଅନୁଷ୍ଠାନ ତରଫରୁ ଏହି ବର୍ଷର ଅଗ୍ରଣୀ ମାଣ୍ଡିଆ ଚାଷୀଭାବରେ ମସିଣାଗୋରାର ପଙ୍କଜ ଖଟୁଆ ଓ ଜାମୁମାଲର ସାମର୍ଥ୍ୟ ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟା ସୁଭାଷିନୀ କ୍ଷେତିଙ୍କୁ ମାଣ୍ଡିଆରୁ ତିଆରି ଉତ୍ତମ ସୁସ୍ଵାଦୁ ଖାଦ୍ୟ ପ୍ରସ୍ତୁତକାରୀ ଭାବେ ସମ୍ମାନୀତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବ୍ଳକ ମିଲେଟ ମିଶନର ସହ ସଂଯୋଜକ  ଅନିଲ ବେହେରା ଧନ୍ୟବାଦ ଦେଇଥିଲେ ଓ ସମସ୍ତ ସହ କର୍ମଚାରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026

You Might Also Like