-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||     

HOME   ଜିଲ୍ଲା

ଅନ୍ୟ ଜାତିରେ ବାହା ହୋଇଥିବା ଯୋଗୁଁ ଶବ ସତ୍କାର କଲେ ନାହିଁ ପରିବାର ଲୋକେ, ଶଵ ସତ୍କାର କାର୍ଯ୍ୟ ରେ ହାତ ବଢ଼ାଇଲେ ଗ୍ରାମବାସୀ ଓ ସମାଜସେବୀ

28-Feb-2024



ଲୋଇସିଂହା, (ପ୍ରେରଣା ଖବର ) : ଦୁନିଆଁ ଏହି ଆଧୁନିକ ଯୁଗରେ କାହିଁ କେତେ ଆଗକୁ ବଢ଼ି ଚାଲିଛି ହେଲେ ଆଜି ବି ଗାଁ ଗହଳିରେ ଜାତିପ୍ରଥା ନିଜର ଆସ୍ଥାନ ବଜାୟ ରଖିଛି । ଜାତିଭାଇଙ୍କ ବାସନ୍ଦ ଭୟରେ ଅନ୍ୟ ଜାତିରେ ବାହା ହୋଇଥିବା ବ୍ୟକ୍ତିଙ୍କ ଶବକୁ ନିଜ ପରିବାର ଲୋକେ ମଧ୍ୟ ଛୁଇଁ ନ ଥିବା ବେଳେ ସ୍ଥାନୀୟ ସରପଞ୍ଚ ଏବଂ କିଛି ସମାଜସେବୀଙ୍କ ଉଦ୍ୟମରେ ଶବ ସତ୍କାର ହୋଇଥିବା ଜଣାଯାଇଛି । ଜାତିପ୍ରଥାର ଏଭଳି କରୁଣ ପରିଣତି ଦେଖିବାକୁ ମିଳିଛି ଲୋଇସିଂହା ବ୍ଲକ ବୁଢ଼ିପଦର ପଞ୍ଚାୟତରେ । ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ବୁଢ଼ୀପଦର ଗ୍ରାମ ପଞ୍ଚାୟତ ପିପିଲିପାଲି ଗ୍ରାମର ଚୌବନ ଧରୁଆଙ୍କ ପୁଅ ଘନଶ୍ୟାମ(୪୨) । ପ୍ରଥମ ସ୍ତ୍ରୀ ଥାଇ ମଧ୍ୟ କିଛିବର୍ଷ ତଳେ ଘନଶ୍ୟାମ ଅନ୍ୟ ଜାତିର ରେବତୀ ଧରୁଆ ନାମ୍ନୀ ଜଣେ ମହିଳାଙ୍କୁ ବିବାହ କରି ଝାରସୁଗୁଡ଼ା ଜିଲ୍ଲା କୋଲାବିରା ନିକଟସ୍ଥ ସମାସିଂହା ଗାଁରେ ରହୁଥିଲେ । ତେବେ ଗତ କିଛିଦିନ ତଳେ ଘନଶ୍ୟାମଙ୍କ ଦେହ ଅସୁସ୍ଥ ହେବାରୁ ତାଙ୍କ ସ୍ତ୍ରୀ ତାଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଘନଶ୍ୟାମଙ୍କ ଦେହାନ୍ତ ହୋଇଯାଇଥିଲା । କୌଣସି ଉପାୟ ନ ପାଇ ଘନଶ୍ୟାମଙ୍କ ସ୍ତ୍ରୀ ସ୍ୱାମୀଙ୍କ ଶବକୁ ଧରି ସୋମବାର ସନ୍ଧ୍ୟାରେ ପିପିଲିପାଲି ଗାଁରେ ପହଂଚିଥିଲେ । ତେବେ ଘନଶ୍ୟାମ ଅନ୍ୟ ଜାତିରେ ବାହା ହୋଇଥିବା ଯୋଗୁଁ ଜାତିଭାଇ ଙ୍କ ବାସନ୍ଦ ଭୟରେ ତାଙ୍କ ଶବକୁ ପରିବାର ଲୋକେ ଛୁଇଁବାକୁ ଅଥବା ସତ୍କାର କରିବାକୁ ମନା କରି ଦେଇଥିଲେ । ସ୍ଥାନୀୟ ସରପଞ୍ଚ ଲକ୍ଷ୍ମୀ ପଧାନ ଓ ସମାଜସେବୀ ଯୁଧିଷ୍ଠିର ପଧାନ ବୁଝାସୁଝା କରିଥିଲେ ମଧ୍ୟ ଘନଶ୍ୟାମଙ୍କ ପରିବାର ଲୋକେ ଶବ ସତ୍କାର ପାଇଁ ରାଜି ହୋଇ ନଥିଲେ । ଅନ୍ୟ ଉପାୟ ନ ପାଇ ସ୍ଥାନୀୟ ଗ୍ରାମବାସୀ ତଥା ସମାଜସେବୀ ଯୁଧିଷ୍ଠିର ପଧାନ, ଲଳିତ ମହାକୁର, ସୀତାରାମ ପଧାନ, ଜୟନ୍ତ ପଧାନ ପ୍ରମୁଖଙ୍କ ସହାୟତା କ୍ରମେ ବିଳମ୍ବିତ ରାତିରେ ଘନଶ୍ୟାମଙ୍କ ଶବ ସତ୍କାର କରାଗଲା ଯାହାକି ସୂଚନା ରୁ ପ୍ରକାଶ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026

You Might Also Like