-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||     

HOME   ଜିଲ୍ଲା

ଏମ୍‌ଡିଏମ୍ ପାଚିକା ସହାୟିକାଙ୍କ ଦ୍ୱାରା ସରକାରଙ୍କ ଭତ୍ତାବୃଦ୍ଧି ରେ ଅସନ୍ତୋଷ ପ୍ରକାଶ କରି ର‌୍ୟାଲି ଓ ପ୍ରତିବାଦ ସଭା ଅନୁଷ୍ଠିତ

29-Feb-2024



ବଲାଙ୍ଗୀର, ଏଆଇଟିୟୁସି ସହ ସହ ବନ୍ଧିତ ନିଖିଳ ଓଡିଶା ଏମ୍‌ଡିଏମ୍ ପାଚିକା ସହାୟିକା ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ସଭାପତି ପାଣ୍ଡବ ଭୋଇଙ୍କ ନେତୃତ୍ୱରେ କୋସଲ କଳାମଣ୍ଡଳ ପଡିଆ ଠାରୁ ଏକ ବିରାଟ ର‌୍ୟାଲିରେ ଜିଲ୍ଲାର ୧୪ ଗୋଟି ବ୍ଲକରୁ ହଜାର ହଜାର ସଂଖ୍ୟାରେ ପାଚିକା ସହାୟିକାମାନେ ଶୋଭାଯାତ୍ରାରେ ଯୋଗ ଦେଇ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ବିରୋଧି ଶ୍ଲୋଗାନ ଦେଇ ବଲାଙ୍ଗିର ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଏକତ୍ରିତ ହୋଇ ପ୍ରତିବାଦ ସଭା ଅନୁଷ୍ଠିତ କରିଥିଲେ । ଏଆଇଟିୟୁସି ଜିଲ୍ଲା ସଭାପତି ତିର୍ଥ ପଧାନ ଶୋଭାଯାତ୍ରାରେ ଯୋଗ ଦେଇ ପ୍ରତିବାଦ ସଭାରେ ଓଡିଶାର ମୁଖ୍ୟମନ୍ତ୍ରୀ ମାନ୍ୟବର ନବୀନ ପଟ୍ଟନାୟକ ଗତ ୧୭.୦୨.୨୦୨୪ ତାରିଖ ଦିନ ପାଚିକା ସହାୟିକାମାନଙ୍କୁ ଉପେକ୍ଷା କଲାଭଳି କେବଳ ୬୦୦ ଟଙ୍କା ବୃଦ୍ଧି କରିଥିବାରୁ କ୍ଷୋଭ ପ୍ରକାଶ କରିଥିଲେ । ରାଜ୍ୟ ସରକାର ଭଲଭାବରେ ଜାଣିଛନ୍ତି ବଜାର ଦର ହୁଉ ହୁଉ ବଢୁଥିବା ଥିବା ବେଳେ ସମାଜର ତଳ ସ୍ତରରେ କାର୍ଯ୍ୟ କରୁଥିବା ବାଚିକା ସହାୟିକାମାନେ ଆୟ ଅତି ନଗନ୍ୟ । ବିଭିନ୍ନ ବର୍ଗରେ କାର୍ଯ୍ୟ କରୁଥିବାମାନଙ୍କ ମଜୁରି ବୃଦ୍ଧି କରାଯାଉଥିବା ବେଳେ ପାଚିକା ସହାୟିକାମାନଙ୍କ ଭତ୍ତାବୃଦ୍ଧି ଅତି ନଗନ୍ୟ । ଆପଣଙ୍କ ଘୋଷିତ ଭତ୍ତାକୁ ମିଶାଇଲେ ଜଣେ ପାଚିକାର ଦୈନିକ ୬୬ ଟଙ୍କା ହେଉଛି । ଏତିକି ପଇସାରେ ପରିବାର ଚଳାଇବା ଅତିବ କଷ୍ଟସାଧ୍ୟ । ତେଣୁ ରାଜ୍ୟସରକାର ବାସ୍ତବତାକୁ ବିଚାର କରି ପାଚିକା ସହାୟିକାମାନଙ୍କ ଭତ୍ତା ବୃଦ୍ଧିର ପୁନଃ ବିଚାର କରିବା ସହିତ ସର୍ବନିମ୍ନ ମଜୁରି ମାସିକ ୨୬ ହଜାର ଟଙ୍କା ପ୍ରଦାନ କରିବା । ଭାରତୀୟ ଶ୍ରମ ସମ୍ମିଳନୀର ସୁପାରିଶ ଅନୁଯାୟୀ ଶ୍ରମିକର ମାନ୍ୟତା ପ୍ରଦାନ କରିବା । ସର୍ବନିମ୍ନ ମଜୁରି ଦେବା ସଙ୍ଗେ ସଙ୍ଗେ ସାମାଜିକ ସୁରକ୍ଷାରେ ଅନ୍ତଭୁକ୍ତ କରାଯାଇ କାମରୁ ଅବ୍ୟାହତି ନେଲା ପରେ ପେନସନ ମାସକୁ ୧୦ହଜାର ଟଙ୍କା ପ୍ରଦାନ କରାଯାଉ ବୋଲି ଦାବି ଜଣାଇଥିଲେ । ପାଚିକା ସଂଘ ଜିଲ୍ଲା ସଂପାଦିକା ମାଧବି କଲତା ଓଡିଶା ସରକାରଙ୍କୁ ଆମକୁ ବୃଦ୍ଧି କରାଯାଇଥିବା ୬୦୦ ଟଙ୍କାକୁ ସ୍ଥଗତି ରଖାଯାଇ ପୁନଃ ବିଚାର କରି ଆମ୍ଭମାନଙ୍କୁ ସମାନ କାମକୁ ସମାନ ମଜୁରି ହିସାବରେ ସରକାରଙ୍କ ଶ୍ରମିକମାନଙ୍କ ପାଇଁ ନିର୍ଦ୍ଧାରିତ ଦୈନନ୍ଦିନ ମଜୁରି ପ୍ରଦାନ କରନ୍ତୁ ବୋଲି ଦାବି ଉପସ୍ଥାପନ କରିବା ସହିତ ବର୍ଷକୁ ୧୨ ମାସର ଭତ୍ତା ପାଚିକାମାନଙ୍କୁ ପ୍ରଦାନ କରନ୍ତୁ ବୋଲି ସରକାରଙ୍କୁ ଅନୁରୋଧ କରିଥିଲେ ।

ଶ୍ରମିକନେତା ଗୋପାଳ ଭୋଇ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ଶ୍ରମିକ ବିରୋଧି ଓ ଜନବିରୋଧି ନୀତି ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିଥିଲେ । ଏହି ର‌୍ୟାଲିରେ ଉର୍ମିଲା ରଣା, ପିଙ୍କି ସାହୁ, ବେରେଣି ଖୁଟୁଲା, ଶୁକ କାଣ୍ଡ, ଭଏଁରି ଭୁଏ, ନମିତା ପ୍ରଧାନୀ, ରିନା ବିଶ୍ୱାଲ, ଅନ୍ତମୁଖୀ କର, ଶ୍ରୀୟା ଥନାପତି, ଅମୃତ ଭାଟି, ମଞ୍ଜୁ ଦାଶ, ଦଶ ବାଗ, ଅର୍ଜୁନ ଖର୍ସେଲ, ଜବଦୁ ରଣା, ସୁଦାମ ବୁଡେକ ପ୍ରମୁଖ ଯୋଗ ଦେଇ ର‌୍ୟାଲି ଓ ପ୍ରତିବାଦ ସଭାକୁ ସଫଳ କରିଥିଲେ । ଶେଷରେ ରାଜେଶ୍ୱରୀ ଖର୍ସେଲ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026
  ଜିଲ୍ଲା  
ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   22-Aug-2026
  ଜିଲ୍ଲା  
ଖବର ଆଜିର   22-Aug-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026

You Might Also Like

           
  ଜିଲ୍ଲା  

ଖବର ଆଜିର