-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ରେ ଶୁଦ୍ଧ ପାନୀୟ ଜଳ ପ୍ରକଳ୍ପ ର ଶିଳାନ୍ୟାସ,୧୩୭କୋଟି ଖର୍ଚ୍ଚରେ ଉପକୃତ ହେବେ ୭୦,୧୯୯ଲୋକ

29-Feb-2024



ବଲାଙ୍ଗୀର, ବଲାଙ୍ଗୀର ସହରରେ ପାନୀୟଜଳ ଯୋଗାଣକୁ ବ୍ୟବସ୍ଥିତ କରିବାକୁ ରାଜ୍ୟସରକାର ପଦକ୍ଷେପ ନେଇଛନ୍ତି । ଆଜି ବଲାଙ୍ଗୀରର ଘରଗୁଡିକୁ ଜଳ ଯୋଗାଣ ପାଇଁ ମଞ୍ଜୁର ହୋଇଥିବା ୧୩୭କୋଟି ଟଙ୍କାର ପ୍ରକଲ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଶିଳାନ୍ୟାସ କରିଥିବା ବେଳେ ୭୮ଲକ୍ଷ ଟଙ୍କାର ବ୍ୟୟରେ ନିର୍ମିତ ଭୂତଳ ପାଣିଟାଙ୍କିର ଶୁଭଉଦଘାଟନ କରିଛନ୍ତି । ବଲାଙ୍ଗୀର ସହରରେ ଘରକୁ ଘର ପାନୀୟଜଳ ଯୋଗାଣ ପାଇଁ ରାଜ୍ୟସରକାର ଜନସ୍ୱାସ୍ଥ୍ୟବିଭାଗ ଜରିଆରେ ୧୩୭କୋଟି ୨୯ଲକ୍ଷ ଟଙ୍କା ଖର୍ଚ୍ଚକରିବେ । ଏଥିରେ ସହରର ୧୧,୭୦୨ ପରିବାରର ୭୦,୧୯୯ ଜଣ ଲୋକ ଶୁଦ୍ଧପାନୀୟଜଳ ପାଇପାରିବେ ବୋଲି ଲକ୍ଷ୍ୟ ରଖାଯାଇଛି । ସେହିପରି ବିଏସଏନଏଲ ଅଫିସ ପାଖରେ ନିର୍ମାଣ ହୋଇଥିବା ୭୮ଲକ୍ଷ ଟଙ୍କାର ଭୂତଳ ପାଣିଟାଙ୍କିକୁ ଉଦଘାଟନ କରାଯାଇଛି । ସ୍ଥାନୀୟ ସୁଦପଡା କଲ୍ୟାଣମଣ୍ଡପଠାରେ ଆୟୋଜିତ ଏହି ସଭାରେ ବଲାଙ୍ଗୀରର ପୂର୍ବତନ ସାଂସଦ ତଥା ରାଜ୍ୟ ହାଉସିଂବୋର୍ଡ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂଦେଓ, ପୌରାଧ୍ୟକ୍ଷା ଲିକା ସାହୁ, ଉପାଧ୍ୟକ୍ଷା ଗାୟିତ୍ରୀ ଭୋଇ, ଜନସ୍ୱାସ୍ଥ୍ୟବିଭାଗର ନିର୍ବାହୀଯନ୍ତ୍ରୀ ଇଂ.ଇନ୍ଦ୍ରଜିତ ସାହୁ, ପୌର ନିର୍ବାହୀ ଅଧିକାରୀ ବିଶ୍ୱମ୍ବର ମିଶ୍ର, ସମସ୍ତ କାଉନସିଲରଗଣଙ୍କ ସହ ସହରର ବହୁସଂଖ୍ୟାରେ ମହିଳା ସ୍ୱୟଂସହାୟିକା ଗୋଷ୍ଠୀର ସଦସ୍ୟାମାନେ ଯୋଗଦେଇଥିଲେ । ଏହି ଅବସରରେ ଓଏଚବିସିର ଅଧ୍ୟକ୍ଷ କଳିକେଶନାରାୟଣ ସିଂଦେଓ ଉପସ୍ଥିତ ଜନତାଙ୍କୁ କହିଥିଲେ ଯେ,୧୯୯୧ ମସିହାରେ ବିଜୁପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ସମୟରେ ବଲାଙ୍ଗୀର ସହରକୁ ୧୮କୋଟି ଟଙ୍କା ବ୍ୟୟରେ ସୋନପୁର ସହରରୁ ପାନୀୟଜଳ ଆଣିଥିଲେ । ସେହିପରି ୨୦୧୨-୧୩ ମସିହାରେ ଅନଙ୍ଗଉଦୟ ସିଂଦେଓ ବିଧାୟକ ଓ କଳିକେଶନାରାୟଣ ସିଂଦେଓ ସାଂସଦ ଥିବା ସମୟରେ ତରଭା ନିକଟସ୍ଥ ତେଲନଦୀରୁ ୬୦କୋଟି ଟଙ୍କା ବ୍ୟୟରେ ପାଣି ଅଣାଯାଇଥିଲା । ଏବେ ବଲାଙ୍ଗୀର ପୌରପରିଷଦ ତଥା ରାଜ୍ୟହାସିଂବୋର୍ଡର ଅଧ୍ୟକ୍ଷଙ୍କ ପ୍ରସ୍ତାବ କ୍ରମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୩୭କୋଟି ଟଙ୍କାର ପ୍ରକଲ୍ପ ଦେଇଛନ୍ତି ।

ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଳିକେଶ ନାରାୟଣ ସିଂଦେଓ ଓ ପୌରଧ୍ୟକ୍ଷା ଲିକା ସାହୁ କୃତଜ୍ଞତା ଜଣାଇଥିଲେ । ପ୍ରକାଶ ଯେ,ଏହି ୧୩୭କୋଟି ଟଙ୍କାର ପାନୀୟଜଳ ପ୍ରକଲ୍ପରେ ଗୋଟିଏ ବଡ ଇନଟେକ ୱେଲ,୧୧ଟି ଓଭରହେଡ ଟେଙ୍କ,୪୯ କିମିର ପାଇପଲାଇନ ନିର୍ମାଣ କରାଯିବ ବୋଲି ଜନସ୍ୱାସ୍ଥ୍ୟବିଭାଗର ନିର୍ବାହୀଯନ୍ତ୍ରୀ ଇଂ.ସାହୁ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026
  ଜିଲ୍ଲା  
ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   22-Aug-2026
  ଜିଲ୍ଲା  
ଖବର ଆଜିର   22-Aug-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026

You Might Also Like

                           
  ଜିଲ୍ଲା  

ଖବର ଆଜିର