-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||     

HOME   ଜିଲ୍ଲା

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର ଠାରେ ସେବନିବୃତ୍ତ ସମ୍ବର୍ଦ୍ଧନା ସଭା

01-Mar-2024



ଆଜି ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ଠାରେ, କର୍ମଚାରୀ କେଶବ ଚନ୍ଦ୍ର ସାହୁଙ୍କୁ ସେବା ନିବୃତ୍ତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି | ଦୀର୍ଘ ଚାରି ଦଶନ୍ଧି ଧରି ୧୯୮୨ ମସିହା ଠାରୁ ନିରନ୍ତର ଏଠାରେ ନିଜର କର୍ମ ସାଧନା ଦେଇ ଥିବାରୁ, ମହାବିଦ୍ୟାଳୟ ତରଫରୁ ତାଙ୍କୁ ଭାବ ବିହ୍ୱଳ ସମ୍ବର୍ଦ୍ଧନା ଦିଆଯାଇଥିଲା, ମାନପତ୍ର, ଉପଢୌକନ, ପୁଷ୍ପଗୁଚ୍ଛ ଦେଇ ତାଙ୍କ ଅବସର ଜୀବନ ସୁଖମୟ ହେବାର ଆଶା କରାଯାଇଥିଲା, ଏହି ଅବସରରେ ଶ୍ରୀ ସାହୁ ମହାବିଦ୍ୟାଳୟ ସହ ଜଡ଼ିତ ନିଜସ୍ଵ ଅନୁଭୂତି ସ୍ମୃତିଚାରଣ କରି ଭାବ ବିହ୍ୱଳ ହୋଇଯାଇଥିଲେ, ଆମେ କିଭଳି ସଦାସର୍ବଦା ଗୋଟେ ପରିବାରର ସଦସ୍ୟ ହୋଇ ସବୁ ବେଳେ ରହି ସ୍ନେହ ଶ୍ରଦ୍ଧା ବଜାୟ ରଖିବା କହିଥିଲେ | ପ୍ରକାଶ ଥାଉକି,୦୨/୦୬/୧୯୮୨ ମସିହାରୁ ୨୯/୦୨/୨୦୨୪ ଦୀର୍ଘ ୪୧ ବର୍ଷ ୮ମାସ ୨୭ଦିନ ଉକ୍ତ ମହାବିଦ୍ୟାଳୟ ଠାରେ ଅର୍ଦ୍ଦଳି ଭାବେ କର୍ମମୟ ଜୀବନ ଆରମ୍ଭ କରି ସେବା ନିବୃତ୍ତ ସମୟ କଟାଇଛନ୍ତି | ଅଧ୍ୟକ୍ଷ ଘନଶ୍ୟାମ ବେହେରାଙ୍କ ସଭାପତିତ୍ବ କ୍ରମେ ଅନୁଷ୍ଠିତ ଏହି ସଭାରେ ପ୍ରଫେସର୍ ଡ଼. ଅମୃତ ସିଂ ବରିହା, ଡ଼. ଅଶୋକ କୁମାର ମହାରଣା, ଡ଼. ରମଣି ନାଏକ, ହୃଷୀକେଶ ଦାସ, ରାମ ଶଙ୍କର ମେହେର, ସତ୍ୟପୀର ପ୍ରସାଦ ସାହୁ, ସରୋଜ ସାହୁ, ତରୁଣ ନାୟକ ପ୍ରମୁଖ ନିଜର ସଖ୍ୟ ଅନୁଭୂତି ବଖାଣି ଥିଲେ |ସହକାରୀ ପ୍ରଫେସର ଡ଼. କୌତୁକ ପନ୍ଦର ସଭା ପରିଚାଳନା ସହ ମାନପତ୍ର ପଠନ କରିଥିଲେ | ଶେଷରେ ହୃଷୀକେଶ ଦାସ ଧନ୍ୟବାଦ୍ ଅର୍ପଣ କରିଥିଲେ | ଅମିତୋଶ ତ୍ରିପାଠୀ, କମଳାକାନ୍ତ କରାଲି, ବିଶ୍ବଭୂଷଣ ବିଶ୍ଵାଳ, ନୀଳକଣ୍ଠ ନାଗ, ଶେଖର ରାୟ, ପୁରୁଷୋତ୍ତମ କିଶାନ, ସମୀକ୍ଷା ପ୍ରଧାନ, ଅଞ୍ଜଳି ସିଂ, କ୍ଷିରୋଦିନୀ ଭୁଏ, ଇଶ୍ୱରି ଇପ୍ସିତା, ଶିରିଶା ପତି, ଅମୃତା ମହାପାତ୍ର, ଭବାନୀ ଶଙ୍କର ପଟେଲ,ହୃଷି ପଟେଲ ପ୍ରମୁଖ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026
  ଜିଲ୍ଲା  
ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   22-Aug-2026
  ଜିଲ୍ଲା  
ଖବର ଆଜିର   22-Aug-2026

You Might Also Like