-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||     

HOME   ଜିଲ୍ଲା

ନୂଆଦିଲ୍ଲୀ ରେ ବି.ଜେ.ପି ଓ ବି.ଜେ.ଡି ମଧ୍ୟରେ ମେଣ୍ଟ ଚୂଡ଼ାନ୍ତ

01-Mar-2024



ନୂଆଦିଲ୍ଲୀ (କିଶୋର ଦ୍ବିବେଦୀଙ୍କ ଠାରୁ) ଏଠାରେ ଭାରତୀୟ ଜନତା ପାର୍ଟି ଓ ବିଜୁ ଜନତା ଦଳ ମଧ୍ୟରେ ନିର୍ବାଚନୀ ମେଣ୍ଟ ଚୂଡ଼ାନ୍ତ କରାଯାଇଥିବା ଜଣାଯାଇଛି।ଏନେଇ ଆନୁଷ୍ଠାନିକ ଘୋଷଣା ଖୁବଶୀଘ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ବିଜେଡି ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ହେବାକୁ ଯାଉଛି।ଏଠାରେ ଉଲ୍ଲେଖଯୋଗ୍ୟ ଯେ ପ୍ରଧାନମନ୍ତ୍ରୀଙ୍କର ଆସନ୍ତା ସପ୍ତାହ ରେ ଓଡ଼ିଶା ଗ୍ରସ୍ତ ସମୟରେ ଉଭୟ ନେତା ଙ୍କର ସାକ୍ଷାତ ହେବାର କାର୍ଯ୍ୟକ୍ରମ ଅଛି।ବିଜେଡି ମଧ୍ୟ ଖୁବ ଶୀଘ୍ର ଜାତୀୟ ଗଣତାନ୍ତ୍ରିକ ସମ୍ମୁଖ୍ୟ(ଏନ.ଡି.ଏ)ରେ ଯୋଗ ଦେବାକୁ ଯାଉଥିବାର ସୂଚନା ମିଳିଛି। ଉଭୟ ଦଳର ବହୁ

ପ୍ରଭାବଶାଳୀ ସୂତ୍ରରୁ ପ୍ରାପ୍ତ ଖବରରୁ ପ୍ରକାଶ ଯେ ଦୁଇ ଦଳ ଆସନ ଭାଗବଣ୍ଟା ଫର୍ମୁଲା କୁ ମଧ୍ୟ ଅନ୍ତିମ ରୂପରେଖ ଦିଆଯାଇସାରିଛନ୍ତି।ସେହି ଅନୁଯାୟୀ ଲୋକସଭା ନିର୍ବାଚନରେ ଓଡ଼ିଶାର ମୋଟ ୨୧ଟି ଆସନ ମଧ୍ୟରୁ ବିଜେପି ୧୪ଟିରେ ପ୍ରତିଦ୍ୱନ୍ଦୀତା କରିବା କୁ ଯାଉଥିବା ବେଳେ ବିଜେଡିକୁ ୭ଟି ଆସନ ଛାଡିଦେଇଛି।ସେହିପରି ରାଜ୍ୟ ବିଧାନସଭାର ୧୪୭ଟି ନିର୍ବାଚନୀ ମଣ୍ଡଳୀ ମଧ୍ୟରୁ ଶାସକ ବିଜେଡିର ପାର୍ଥି ୧୦୬ଟିରେ ଓ ସହଯୋଗୀ ଦଳ ବିଜେପିର ପାର୍ଥି ୪୧ଟି ଆସନ ରେ ଛିଡ଼ା ହେବାକୁ ଯାଉଛନ୍ତି। ନବୀନ ପଟ୍ଟନାୟକଙ୍କୁ ଏହି ମେଣ୍ଟର ନେତା ଏବଂ ଭାବି ମୁଖ୍ୟମନ୍ତ୍ରୀ ଭାବରେ ଭୋଟଦାତା ମାନଙ୍କ ସାମନା ରେ ଉପସ୍ଥାପନ କରାଯିବା ପାଇଁ ସ୍ଥିର କରାଯାଇଛି।ନିର୍ବାଚନ ବିଶେଷଜ୍ଞମାନଙ୍କ

ମତାମତ ଅନୁଯାୟୀ ଏହି ନୂଆ ମେଣ୍ଟ ଆସନ୍ତା ସାଧାରଣ ଓ ରାଜ୍ୟ ନିର୍ବାଚନ ରେ ବିପୁଳ ସଫଳତା ହାସଲ କରିବାକୁ ଯାଉଛି।ନିର୍ବାଚନ ପରବର୍ତ୍ତୀ କାଳରେ ନବୀନ ପଟ୍ଟନାୟକ ରେକର୍ଡ ହାସଲ କରି ଷଷ୍ଠ ଥର ପାଇଁ ଲୋକସେବା ଭବନ ର ତୃତୀୟ ମହଲା ସ୍ଥିତ ମୁଖ୍ୟମନ୍ତ୍ରୀ ଗାଦୀ ଅଧିକାର କରିବାକୁ ଯାଉଥିବା ନିଶ୍ଚିତ ମନେହେଉଛି।ଶ୍ରୀ ପଟ୍ଟନାୟକଙ୍କ ଅଧୀନରେ ବିଜେଡି ଓ ବିଜେପି ମଧ୍ୟରୁ ଜଣେ କରି ୨ ଜଣ ଉପ ମୁଖ୍ୟମନ୍ତ୍ରୀ ରହିବେ।ଏଠାରେ ପ୍ରକାଶ ଥାଉକି ୨୦୦୯ ମସିହାରେ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାକାଣ୍ଡ ବିବାଦ ଯୋଗୁଁ ବିଜେପି-ବିଜେଡି ମଧ୍ୟରେ ମେଣ୍ଟ ଭାଙ୍ଗି ଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026
  ଜିଲ୍ଲା  
ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   22-Aug-2026
  ଜିଲ୍ଲା  
ଖବର ଆଜିର   22-Aug-2026

You Might Also Like