-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||     

HOME   ଜିଲ୍ଲା

ଆମ୍ବଗାଁ ହାଇସ୍କୁଲର ହିନ୍ଦୀ ଶିକ୍ଷକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

01-Mar-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଆମ୍ବଗାଁ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟର ହିନ୍ଦି ଶିକ୍ଷକଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶୁକଦେବ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଦେବେନ୍ଦ୍ର ରଣା ମୁଖ୍ୟଅତିଥି, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ହୃଷିକେଶ ଖଟୁଆ ଓ ଦିଗାମ୍ବର ସାହୁ, ବରଗାଁ ହାଇସ୍କୁଲ ପ୍ରଧାନ ଶିକ୍ଷକ ତ୍ରିଲୋଚନ ସାହୁ, ଉମା ହାଇସ୍କୁଲ ପ୍ରଧାନ ଶିକ୍ଷକ କଷ୍ଟେଶ୍ୱର ଭୋଇ, ପୂର୍ବତନ ବିଜ୍ଞାନ ଶିକ୍ଷକ ସତ୍ୟନାରାୟଣ ସ୍ୱାଇଁ, ଘଣ୍ଟାପଡ଼ା କ୍ଲଷ୍ଟରର ସିଆରସିସି ରୂପା ସିଂ କ୍ଷେତି ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ହିନ୍ଦୀ ଶିକ୍ଷକ ବୈକୁଣ୍ଠନାଥ ରଣାଙ୍କ ବିଷୟରେ ସ୍ମୁତିଚାରଣ କରିବା ସହିତ ବିଭିନ୍ନ ଉପହାର ପ୍ରଦାନ ପୂର୍ବକ ମାନପତ୍ର ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ l ସେହିପରି ଉପସ୍ଥିତ ଛାତ୍ରଛାତ୍ରୀ ଓ ପୂର୍ବତନ ଛାତ୍ରଛାତ୍ରୀମାନେ ମଧ୍ୟ ତାଙ୍କର ଅତିପ୍ରିୟ ସାରଙ୍କୁ ବିଦାୟକାଳୀନ ଉପହାର ପ୍ରଦାନ କରିଥିଲେ।ସହକାରୀ ଶିକ୍ଷକ ଦେବାଶିଷ ଥନାପତି ଅତିଥି ପରିଚୟ ଓ ସନ୍ତୋଷ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ l ମହେନ୍ଦ୍ର ସାହୁ, ଅରୁଣ ରଣା ଓ ବୃହସ୍ପତି କାଲସେ ସହଯୋଗ କରିଥିଲେ l ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ରଣା ସାରଙ୍କୁ ବିଦାୟ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026
  ଜିଲ୍ଲା  
ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   22-Aug-2026
  ଜିଲ୍ଲା  
ଖବର ଆଜିର   22-Aug-2026

You Might Also Like