-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ନିଜର ୩ ଦଫ ଦାବି ନେଇ ଆନ୍ଦୋଳନରେ ବସିଲେ ପେକ୍‌ସ କର୍ମଚାରୀ  

01-Mar-2024



ବଲାଙ୍ଗୀର(ପ୍ରେରଣା ଖବର ):  ସମଗ୍ର ରାଜ୍ୟରେ ୨୭୦୮ ପ୍ରାଥମିକ କୃଷି ସମବାୟ ସମିତ(ପେକ୍‌ସ ) ଓ ବହୁମୁଖୀ ଆାଦିବାସୀ ସମବାୟ ସମିତି (ଏଲଏଏମ୍‌ପିଚିଏସ୍) ରେ  ୧୦,୦୦୦ରୁ ଅଧିକ କର୍ମଚାରୀ ମାନେ ଚଷୀ ଭାଇ ମାନଙ୍କ  ହିତ ପାଇଁ କାମ କରୁଛନ୍ତି । ପଂଚାୟତ ଓ ଗ୍ରାମୀଣ କ୍ଷେତ୍ରରେ  କାମ କରୁଥିବା ଏହି କର୍ମଚାରୀ ମାନଙ୍କ ନ୍ୟାର୍ଯ୍ୟ ଦାବିକୁ ସରକାର କ୍ରମାଗତ ଭାବେ ଅଣଦେଖା କରିଥିବାରୁ ଶେଷରେ ଏହି କର୍ମଚାରୀ ମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ।  ଏ ନେଇ ପେକ୍ସ କର୍ମଚାରୀ ମାନେ ସମବାୟ ମନ୍ତ୍ରୀ, ସମବାୟ ସମିତି ସମୂହ ନିବନ୍ଧକ ଓ ୫-ଟି ସଚିବଙ୍କୁ ନିଜର ଦାବି ସଂପର୍କରେ ଜଣାଇଛନ୍ତି । ପଂଚାୟତ ଓ ଗ୍ରାମୀଣ କ୍ଷେତ୍ରରେ କାର୍ଯ୍ୟ କରୁଥିବା ସବୁ କର୍ମଚାରୀ ମାନେ ସରକାରଙ୍କ ଦ୍ୱାରା ନିଯୁକ୍ତି ପାଇ ସରକାରଙ୍କ ଠାରୁ ଦରମା ପାଉଥିବା ବେଳେ ଏହି କର୍ମଚାରୀ ମାଙ୍କେ କ୍ଷେତ୍ରରେ କାହିଁକି ପାତରଅନ୍ତର ନୀତି ଅବଲମ୍ବନ କରାଯାଉଛି ବୋଲି କୁହାଯାଇଛି ।  ସରକାରଙ୍କ ଠାରେ ନିଜର ଦାବି ଜଣାଇବା ପରେ ମଧ୍ୟ ସରକାର

ନୀରବଦ୍ରଷ୍ଟା ରହିବାରୁ ଆଜି ଠାରୁ  ନିଜର ୩ଦଫା ଦାବି ପୂରଣ  ନେଇ ଏହି କର୍ମଚାରୀ ମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦେଇଛନ୍ତି । ୨୭୦୮ ପେକ୍ସ କର୍ମଚାରୀଙ୍କୁ କେଡର୍ ଭୁକ୍ତ କରି ବଦଳି କରିବା, ଷଷ୍ଠ ବେତନ କମିଶନ ହାରରେ ଦରମା ପାଉଥିବା କର୍ମଚାରୀଙ୍କ ଡି.ଏ ୧୬୪%  ରୁ ୨୩୦% ପର୍ଯ୍ୟନ୍ତ ବୃଦ୍ଧି କରିବା ଓ ଷଷ୍ଠ ବେତନ କମିଶନ ହିସାବରେ ସପ୍ତମ ଷଷ୍ଠ ବେତନ କମିଶନକୁ ସମସ୍ତ ପେକ୍ସରେ ତୁରନ୍ତ କାର୍ଯ୍ୟକାରୀ କରିବା ଦାବିରେ ଏହି କର୍ମଚାରୀ ମାନେ ଆନ୍ଦୋଳନମୁହାଁ ହୋଇଛନ୍ତି ।  ଅଲ  ଓଡ଼ିଶା ପେକ୍‌ସ ଏମ୍ଲୋଇାଜ୍  ଫେଡେରେସନର ବୈଠକର ନନିଷ୍ପତ୍ତି ଅନୁଯାୟୀ ଆଜି ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ପେକ୍ସରେ ଥିବା କର୍ଯ୍ୟରତ କର୍ମଚାରୀ ମାନେ ବଲାଙ୍ଗୀର କେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣା ଦେଇଛନ୍ତି l ଆଜିର ଶାନ୍ତିପୂର୍ଣ୍ଣ ଧାରଣାରେ ଜିଲ୍ଲାର ସମସ୍ତ ପ୍ରାଥମିକ କୃଷି ସମବାୟ ସମିତି ର କର୍ମଚାରୀ ମାନେ ସାମିଲ ହୋଇ ବିଭିନ୍ନ ସରକାର ବିରୋଧୀ ସ୍ଲୋଗାନ୍ ଦେଇଥିଲେ l ସରକାର ଦାବି ପୂରଣ ନକଲେ ଆନ୍ଦୋଳନ ଜାରି ରହିବ ବୋଲି ଚେତାବନୀ ଦିଆଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026
  ଜିଲ୍ଲା  
ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   22-Aug-2026

You Might Also Like