-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||     

HOME   ଜିଲ୍ଲା

କଣ୍ଟାମାଳ ରେ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ

01-Mar-2024



କଣ୍ଟାମାଳ, ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ବ୍ରାହ୍ମଣ ସମାଜ ଆନୁକୂଲ୍ୟରେ ପ୍ରଥମ ସାମୁହିକ ବ୍ରତୋପନୟନ ସମାଜର ଅସ୍ଥାୟୀ କାର୍ଯ୍ୟାଳୟ ନଳିନୀ ନିବାସ ପରିସରରେ ସମାରୋହରେ ପାଳିତ ହୋଇଛି  l  ଉକ୍ତ କାର୍ଯ୍ୟକ୍ରମରେ ବରଡିପଦର ଗ୍ରାମର ତପନ କୁମାର କର, ପତ୍ନୀ ଶ୍ରୀମତୀ ପିଙ୍କି କର ଙ୍କ ପୁତ୍ର ଅଙ୍କିତ କର (12)  ଏବଂ କାଲରlକୋଠା ନିବାସୀ ଦୁଶାସନ ମିଶ୍ର, ପତ୍ନୀ ଶ୍ରୀମତୀ କବିତା ମିଶ୍ର ଙ୍କ ପୁତୁରା କରୁଣାକର ମିଶ୍ର (ମିଲନ ) ଙ୍କ ବ୍ରତୋପନୟନ ସମ୍ପନ୍ନ କରାଯାଇଛି l   ଏଥିରେ ଜଗତି ବୌଦ୍ଧ ତଥା କର୍ମକାଣ୍ଡି ସଂଘ ବୌଦ୍ଧ ର ଉପଦେଷ୍ଠା ପଣ୍ଡିତ ରାମଚନ୍ଦ୍ର ପାଣିଗ୍ରାହୀ ଓ ଦହ୍ୟା ବୌଦ୍ଧ ର ପଣ୍ଡିତ ମନୋରଞ୍ଜନ ମିଶ୍ର ପୁରୋହିତ ଭାବେ ଉଭୟ ବ୍ରତୋପନୟନ କାର୍ଯ୍ୟ ତୁଲାଇଥିଲେ l  କାର୍ଯ୍ୟକ୍ରମଟି ସର୍ଵଶ୍ରୀ ସଭାପତି ରଘୁନାଥ ମହାପାତ୍ର,ସମ୍ପାଦକ ସନ୍ତୋଷ କୁମାର ବିଶି, କୋଷାଧ୍ୟକ୍ଷ୍ୟ ବିଜୟ କୁମାର ପାଣିଗ୍ରାହୀ, ଉପଦେଷ୍ଠା ବସନ୍ତ ମିଶ୍ର, ଘନଶ୍ୟାମ ମିଶ୍ର, ରଘୁନାଥ ପାଣିଗ୍ରାହୀ, ସଂଯୋଜକ ସନତ କୁମାର ମିଶ୍ର, ଏବଂ ସଦସ୍ୟ ସୁଧିର ପାଣିଗ୍ରାହୀ, ବସନ୍ତ ପାଢ଼ୀ, ଆନନ୍ଦ ଚନ୍ଦ୍ର ପାଢ଼ୀ, ସତ୍ୟ ପାଢ଼ୀ, ହରିବନ୍ଧୁ ପୁରୋହିତ ସମେତ ସମାଜର ସମସ୍ତ ସଦସ୍ୟ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ  l  ଅନ୍ୟମାନଙ୍କ ମଧ୍ୟରେ ସାମ୍ବାଦିକ ଜୟ କୁମାର ମହାରଣା, କୁମର ସାହୁ, କୈଳାସ ଛତ୍ରିଆ, ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ  l  ଶେଷରେ ସମ୍ପାଦକ ଶ୍ରୀ ବିଶି ଉକ୍ତ କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ପରିଚାଳନା କରିବାରେ କାୟିକ, ବାଚନିକ, ଶାରୀରିକ, ଆର୍ଥିକ ସହଯୋଗ କରିଥିବା ସମସ୍ତ ବଦାନ୍ୟ ବ୍ୟକ୍ତିବିଶେଷ ଙ୍କୁ କୃତଜ୍ଞତା ଜଣାଇବା ସହ କାର୍ଯ୍ୟକ୍ରମ ର ସଫଳତା ପାଇଁ ଧନ୍ୟବାଦ ଜଣାଇଥିଲେ   l  

(କଣ୍ଟାମାଳ ରୁ ଜୟ କୁମାର ମହାରଣା ଙ୍କ ରିପୋର୍ଟ ପ୍ରେରଣା ନିୟୁଜ ) l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   23-Aug-2026
  ଜିଲ୍ଲା  
*ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026

You Might Also Like