-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||     

HOME   ଜିଲ୍ଲା

ନୂତନ ଜିଲ୍ଲା ଚ଼ିକିତ୍ସାଳୟ ଠାରେ ଆହାର ବ୍ୟବସ୍ଥା

01-Mar-2024



(ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲାପାଳ ସୋନପୁରଙ୍କ ପରାମର୍ଶ ଓ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ସହରାଞ୍ଚଳ ଉନ୍ନୟନ ସଂସ୍ଥା ଙ୍କ ତତ୍ବାବଧାନରେ ନୂତନକରି ନିର୍ମିତ ହୋଇଥିବା ଏବଂ ଗତ ତା. ୨୬.୦୨.୨୦୨୪ ରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଲୋକାର୍ପଣ ହୋଇଥିବା ଜିଲ୍ଲା ମୁଖ୍ୟ ଚ଼ିକିତ୍ସାଳୟ ପରିସର ମଧ୍ୟରେ ଜନସାଧାରଣ ତଥା ରୋଗୀ ମାନଙ୍କ ସହାୟକଙ୍କ ପାଇଁ ସୁବିଧା ନିମନ୍ତେ ଅଦ୍ୟ ତା. ୦୧.୦୩.୨୦୨୪ ଦିନ ୫ ଟଙ୍କାରେ ସୁଲଭ ରନ୍ଧାଖାଦ୍ୟ ଜିଲ୍ଲା ଆହାର ସମିତି, ସୋନପୁର ପଖ୍ୟରୁ ବ୍ୟବସ୍ଥା କରାଯାଇଅଛି, ଏହି କାର୍ଯ୍ୟକ୍ରମକୁ ଆଜି ସୋନପୁର ପୌରପରିଷଦର ନିର୍ବାହୀ ଅଧିକାରୀ ଇଂ. ମନୋରଞ୍ଜନ ପଣ୍ଡା ଆରମ୍ଭ କରିଥିଲେ | ତ୍ରିରଙ୍ଗା ମହିଳା ମିଶନଶକ୍ତି ଗ୍ରୁପ (Implementing Partner)ଙ୍କର  ତତ୍ବାବଧାନରେ ଆହାର ରୋଷେଇଶାଳା ଚ଼ାଲୁଥିବା ବେଳେ ରାଧାରାଣୀ ମିଶନଶକ୍ତି ଗ୍ରୁପ୍ ଖାଦ୍ୟ ପରିବେଷଣ ଦାୟିତ୍ବରେ ଅଛନ୍ତି | ତା. ୦୧.୦୩.୨୦୨୪ ଠାରୁ ଦିନବେଳା ପାଇଁ ୩଼୦୦ ମିଲ୍ ଏବଂ ରାତିବେଳା ପାଇଁ ୨୦୦ ମିଲ୍ ର ବ୍ୟବସ୍ଥା କରାଯାଇଛି |  ଏହି କାର୍ଯ୍ୟକ୍ରମ ଆରମ୍ଭ ସମୟରେ କାର୍ଯ୍ୟ ନିର୍ବାହୀ ଅଧିକାରୀ ଇଂ. ମନୋରଞ୍ଜନ ପଣ୍ଡାଙ୍କ ସମେତ ସମାଜସେବୀ ଶ୍ରୀବତ୍ସ ମଲ୍ଲିକ, ତ୍ରୀରଙ୍ଗା MSG ଏବଂ ରାଧାରାଣୀ MHG ର ସଦସ୍ୟା ଏବଂ ପୌରପରିଷଦର CMMU ପ୍ରବୋଧ ବାରିକ ଓ Garima Intern ବିଶ୍ବଜିତ୍ ମିଶ୍ର , ମେଡିକାଲ୍ ଷ୍ଟାଫ୍ ଏବଂ ଜନସାଧାରଣ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   23-Aug-2026
  ଜିଲ୍ଲା  
*ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026

You Might Also Like