-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||     

HOME   ଜିଲ୍ଲା

ମୋ ଛୋଟ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବ

02-Mar-2024



ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ଜଗନ୍ନାଥ ନଗର ସ୍ଥିତ ସର୍ବୋଦୟ ଚାରି ଟେବୁଲ ଟ୍ରଷ୍ଟ ତରଫରୁ ଖୋଲିଥିବା ମୋ ଛୋଟ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବ ଗତକାଲି ସନ୍ଧ୍ୟାରେ ଅନୁଷ୍ଟିତ ହୋଇଯାଇଛି।ସୌମ୍ୟ ରଞ୍ଜନ ପୂଜାରୀଙ୍କ ସଂଯୋଜନାରେ ଅନୁଷ୍ଟିତ ଏହି ସଭାରେ ଚାରିଟେବୁଲ୍ ଟ୍ରଷ୍ଟର ଡାଇରେକ୍ଟର ଅଶୋକ କୁମାର ପଣ୍ଡା ସ୍କୁଲରେ ପଡ଼ା ଯାଉଥିବା ପାଠ୍ୟକ୍ରମ ଓ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ କ୍ୟାରିଅରର ଲକ୍ଷ୍ୟ ଉପରେ ସୂଚନା ପ୍ରଦାନ କରିଥିଲେ ।ସଭାରେ ଶିଶୁ ରୋଗ ବିଶେଷଜ୍ଞ ଡ଼ାକ୍ତର ରବୀନ୍ଦ୍ର କୁମାର ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ ଅଧ୍ୟୟନ କରୁଥିବା ଶିଶୁ ମାନଙ୍କ ଉଜ୍ଜଳ ଭବିଷ୍ୟତ ଗଠନ ଦିଗରେ ଏହି ଅନୁଷ୍ଠାନ ନିଶ୍ଚିତ ଭାବେ ସହାୟକ ହେବ ବୋଲି କହିଥିଲେ ।ସମ୍ମାନିତ ଅତିଥି ଭାବେ ବିନିକା ମହିଳା ଜୁନିଅର କଲେଜର ଅଧ୍ୟାପିକା ବୈଜୟନ୍ତୀ ସାହୁ ଯୋଗଦେଇ ମୋ ଛୋଟ ସ୍କୁଲର ଶିଶୁ ମାନେ ଯେପରି ଉଚ୍ଚ ମାନର ଶିକ୍ଷା ଗ୍ରହଣ କରିବା ସହିତ ଭଳ ପାଠ ପଢି ସମାଜରେ ପ୍ରତିଷ୍ଠିତ ହୋଇ ପାରିବେ ସେ ଦିଗରେ ଛାତ୍ରଛାତ୍ରୀ ମାନଙ୍କୁ ଦିଗଦର୍ଶନ ଦେଇଥିଲେ ।ମୁଖ୍ୟବକ୍ତା ଭାବେ ବିନିକା ଗୋଷ୍ଟି ଶିକ୍ଷା ଅଧିକାରୀ ଲକ୍ଷ୍ମଣ ମିଶ୍ର ଓ ସମ୍ମାନିତ ଅତିଥି ଭାବେ ଏବିଇଓ ବସନ୍ତ ଭୋଇ ଉପସ୍ଥିତ ଥିଲେ।ଏହି ଅବସରରେ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ରଖିଥିବା ଏଚ ଟୁ ଅନୁଷ୍ଠାନକୁ ସମ୍ମାନିତ କରାଯାଇଥିଲା।ସେହିପରି ପ୍ରଶାନ୍ତି ମ୍ୟାଡମଙ୍କ ଦ୍ଵାରା ପରିଚାଳିତ କାର୍ଯ୍ୟକ୍ରମରେ ବିଭିନ୍ନ କୃତୀ ପ୍ରତିଯୋଗୀ ମାନଙ୍କୁ ମାନପତ୍ର ଦେଇ ଅତିଥି ମାନେ ସମ୍ବର୍ଦ୍ଧିତ କରିଥିଲେ।ଉତ୍ସବ ପ୍ରାରମ୍ଭରେ ଅନୁଷ୍ଠାନର ଅଧ୍ୟକ୍ଷ ସ୍ଵର୍ଣ୍ଣଲତା ସାହୁ ସ୍ଵାଗତ ଭାଷଣ ପ୍ରଦାନ କରିଥିବା ବେଳେ ସୌଦାମିନୀ ପାଢୀ ଧନ୍ୟବାଦ ଅର୍ପଣ କରିଥିଲେ।ପରେ କୁନି କୁନି ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   23-Aug-2026
  ଜିଲ୍ଲା  
*ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026

You Might Also Like