-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||     

HOME   ଜିଲ୍ଲା

ସିନ୍ଧେକେଲା କୁ ଏନଏସି ମାନ୍ୟତା ଦାବିକୁ ନେଇ ଶାନ୍ତି ଶୃଙ୍ଖଳା ସହ ୧୨ ଘଣ୍ଟିଆ ବନ୍ଦ ପାଳନ

02-Mar-2024



ସିନ୍ଧେକେଲା- ସିନ୍ଧେକେଲା କୁ ଏନଏସି ମାନ୍ୟତା ଦାବି କୁ ନେଇ ଗ୍ରାମବାସୀ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି । ନାଗରିକ କମିଟ ତତ୍ତ୍ୱାବଧାନରେ ଆୟୋଜିତ ଉକ୍ତ ବନ୍ଦ ପାଳନ ରେ କମିଟି ସଭାପତି ସୁରିୟା ସାହୁଙ୍କ ନେତୃତ୍ବରେ କମିଟ ସମସ୍ତ ସଦସ୍ୟ ସମେତ ଗ୍ରାମର ବହୁ ଲୋକେ ମାଁ ଦୁର୍ଗା ମଣ୍ଡପ ନିକଟରେ ଏକତ୍ରିତ ହୋଇ ଏକ ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା କରି ଗ୍ରାମର ସମସ୍ତ ଦୋକାନ ବଜାର କୁ ବନ୍ଦ କରିଥିଲେ । ସରକାର ପକ୍ଷରୁ ଏନଏସି ଗୁଡିକ ଘୋଷଣା ହେଲା ପରେ ସିନ୍ଧେକେଲା କୁ ବାଦ ଦିଆଯାଇଥିବାରୁ ଅସନ୍ତୋଷ ପ୍ରକାଶ କରିବା ସହ ତୁରନ୍ତ ସିନ୍ଧେକେଲା କୁ ଏନଏସି ଘୋଷଣା କରିବା ପାଇଁ ଦାବି କରିଥିଲେ । ଏହି ଅବସରରେ ଗ୍ରାମର ସବୁ ଦୋକାନ ଗୁଡିକ ସମ୍ପୁର୍ଣ୍ଣ ଭାବରେ ବନ୍ଦ ରହିଥିବା ଦେଖିବାକୁ ମିଳିଥିଲା । ପରୀକ୍ଷା ଗୁଡିକ ରହିଥିବାରୁ ସ୍କୁଲ କଲେଜ ତଥା ଜରୁରୀକାଳୀନ ସେବା କୁ ବାଦ ଦିଆଯାଇଥିଲା । ଖବର ପାଇ ବଙ୍ଗୋମୁଣ୍ଡା ଅତିରିକ୍ତ ତହସିଲଦାର ଶ୍ରୀ ଅଗ୍ରୱାଲ ଆନ୍ଦୋଳନକାରୀ ମାନଙ୍କ ପାଖରେ  ପହଞ୍ଚି ସେମାନଙ୍କ ଠାରୁ ଦାବିପତ୍ର ଗ୍ରହଣ କଲାପରେ ବନ୍ଦ ପାଳନ କୁ ପ୍ରତ୍ୟାହାର କରାଗଲା । ଉକ୍ତ ବନ୍ଦ ପାଳନରେ ନାଗରିକ କମିଟି ସଭାପତି ସୁରିୟା ସାହୁ ସମେତ ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ସନ୍ତୋଷ ନାଏକ , ସାଂସଦ ପ୍ରତିନିଧି ଅନିଲ ନାଏକ , ଜିଲ୍ଲା ବିଜେଡି ଉପ ସଭାପତି ଉମାକାନ୍ତ ସାହୁ , ସରପଞ୍ଚ ନରେଶ ଅଗ୍ରୱାଲ , ସରପଞ୍ଚ ପ୍ରତିନିଧି ନରେଶ ରଣା , ଦୁର୍ଗା ମଣ୍ଡପ  କମିଟି ସଭାପତି ସରୋଜ ଜୈନ , ବରିଷ୍ଠ ନେତା ମଧୁସୂଦନ ପଣ୍ଡା , ଅବସର ପ୍ରାପ୍ତ ଶିକ୍ଷକ ନୀଳକଣ୍ଠ ତ୍ରିପାଠୀ , ବିଜେପି ମଣ୍ଡଳ ସମ୍ପାଦକ କହ୍ନେୟା ଜୈନ , ନୂତନ ସାହୁ , ପରମା ସାହୁ , ପପୁ ସାହୁ , ମନୋରଞ୍ଜନ ପ୍ରଧାନ , ମନୋଜ ଅଗ୍ରୱାଲ , ପୂର୍ବତନ ସମିତି ସଭ୍ୟ ବିସମ୍ବର ସାହୁ , ପ୍ରବେଶ ଜୈନ , ବାବୁଲାଲ ସାହୁ , ଘୁଟୁ ପାଣ୍ଡିଆ , ଅମିତ ସାହୁ , ତୁଳସୀ ସୁନା , ଅନ୍ତର୍ଯ୍ୟାମି ସୁନା , ନିରଞ୍ଜନ ସାହୁ , ରାଜିନ୍ଦ୍ର ଛୁରା , ଡମ ପାତ୍ର , ରାଜେନ୍ଦ୍ର ସାହୁ , ମନୁଆ ସାହୁ , ସଞ୍ଜୟ ବାଗ , ମନୋଜ ସାହୁ , ଦ୍ରୋପତ ନାଏକ ପ୍ରମୁଖ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026
  ଜିଲ୍ଲା  
*ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   23-Aug-2026
  ଜିଲ୍ଲା  
*ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026

You Might Also Like