-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବ୍ଲକର ଉପାନ୍ତ ଅଞ୍ଚଳକୁ ଅଚାନକ ପରିଦର୍ଶନରେ ଜିଲ୍ଲାପାଳ ଓ ଏସପି, ନାଦେନ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପାଠ ପଢାଇଲେ ଜିଲ୍ଲାପାଳ

02-Mar-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): ଶୁକ୍ରବାର ଅପରାହ୍ନରେ ବୌଦ୍ଧ ଜିଲ୍ଲାପାଳଙ୍କ ଅଚାନକ କଣ୍ଟାମାଳ ବ୍ଲକର ଉପାନ୍ତ ତଥା ଆଦିବାସୀ ଅଧ୍ୟୁଷିତ ନାରାୟଣପ୍ରସାଦ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଗ୍ରସ୍ତ । ସେଠାରେ ବିଭିନ୍ନ ଗ୍ରାମର ସମସ୍ୟା ଉପରେ ନଜର ପକାଇ ଲେନ୍ଦେରମାଲ, ନାରାୟଣପ୍ରସାଦ, ନାଦେନ ଆଦି ବିଦ୍ୟାଳୟକୁ ଯାଇ ବିଦ୍ୟାଳୟରେ ପାଠପଢ଼ାଠୁ ଆରମ୍ଭ କରି ମଧ୍ୟାହ୍ନ ଭୋଜନ, ପରିବେଶ ଆଦି ବିଭିନ୍ନ ଦିଗ ଉପରେ ଶିକ୍ଷକ ଓ

ଛାତ୍ରଛାତ୍ରୀମାନଙ୍କ ସହିତ ଆଲୋଚନା କରିଥିଲେ। ପରିଶେଷରେ ନାଦେନର ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଜିଲ୍ଲାପାଳ ଜେ.ସୋନାଲ ଛାତ୍ରଛାତ୍ରୀଙ୍କୁ ପାଠ ପଢାଇଲେ । ବିଭିନ୍ନ ପ୍ରଶ୍ନ ପଚାରିଲେ ଓ ତାଙ୍କ ସହିତ ଦୁଃଖସୁଖ ହେଲେ।

ଏପରି ଜିଲ୍ଲାପାଳଙ୍କ କାର୍ଯ୍ୟରେ  ବହୁତ ଉତ୍ସାହିତ ହୋଇଥିବା ନାଦେନର ଛାତ୍ରଛାତ୍ରୀ ପ୍ରକାଶ କରିଛନ୍ତି। ଏପରିକି ଜନ ସାଧାରଣ ମଧ୍ୟ ଜିଲ୍ଲାପାଳଙ୍କ କାର୍ଯ୍ୟକୁ ଭୂୟସୀ ପ୍ରଶଂସା କରିଛନ୍ତି। ଉକ୍ତ ଗ୍ରସ୍ତରେ ବୌଦ୍ଧ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦଙ୍କ ସହ ଅନେକ ଅଧିକାରୀ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026
  ଜିଲ୍ଲା  
ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   23-Aug-2026
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026
  ଜିଲ୍ଲା  
*ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   23-Aug-2026
  ଜିଲ୍ଲା  
*ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026

You Might Also Like