-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ରାଜ୍ୟ

ସରକାରୀ ବିଦ୍ୟାଳୟ ରେ ପାଠ ପଢ଼ୁଥିବା ଛାତ୍ର, ଛାତ୍ରୀ ଙ୍କୁ ମ୍ୟାଡିକାଲ ଓ ଇଂଜିନିୟରିଂ ରେ ସ୍ୱତନ୍ତ୍ର ସ୍ଥାନ ପ୍ରଦାନ ନିଷ୍ପତ୍ତି

22-Dec-2020



ଭୁବନେଶ୍ବର: ମୁଁ ବହୁତ ଖୁସି ଯେ ବିଜୁ ବାବୁଙ୍କ ଆଦର୍ଶରେ ଚାଲିଥିବା ବିଜୁ ଜନତା ଦଳର  ରାଜ୍ୟ ପରିଷଦ ବୈଠକରେ ଆପଣମାନେ ବହୁତ ଭଲ ଭଲ ପ୍ରସ୍ତାବ ଦେଇଛନ୍ତି ।  ସେଥିପାଇଁ ଆପଣମାନଙ୍କୁ ମୁଁ ଧନ୍ୟବାଦ ଜଣାଉଛି। ଆପଣମାନଙ୍କ ସବୁ ପ୍ରସ୍ତାବକୁ ମୁଁ ଅନୁମୋଦନ କରୁଛି ।  ମୁଁ ବ୍ୟକ୍ତିଗତ ଭାବେ  ଖୁସି ଯେ ସରକାରୀ ସ୍କୁଲରେ ପାଠ ପଢୁଥିବା ପିଲାମାନଙ୍କ ପାଇଁ   Medical College ଓ  Engineering Collegeରେ ସ୍ଥାନ ସଂରକ୍ଷଣ କରିବା ପାଇଁ ପ୍ରସ୍ତାବ ଆସିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । 

ସେହିପରି backward class survey ସଂପର୍କରେ ମଧ୍ୟ ବହୁତ ଭଲ ପ୍ରସ୍ତାବ ଆସିଛି  । ସାମାଜିକ ନ୍ୟାୟ ପ୍ରତିଷ୍ଠା ଦିଗରେ ଏହା ଏକ ମାଇଲଷ୍ଟୋନ ହେବ ବୋଲି ମୋର ବିଶ୍ବାସ । ମହିଳାମାନଙ୍କ ସଶକ୍ତିକରଣ ମୋର ସବୁଠାରୁ ପ୍ରିୟ ବିଷୟ । ଆଜି ଏହି ସଂପର୍କରେ ଆସିଥିବା ପ୍ରସ୍ତାବକୁ ପ୍ରତ୍ୟେକ କ୍ଷେତ୍ରରେ କାର୍ଯ୍ୟକାରୀ କରିବା ପାଇଁ ଆମେ ଚେଷ୍ଟା କରିବା ।

    ଆଜି ବୈଠକରେ ଯାହାସବୁ ପ୍ରସ୍ତାବ ପାରିତ ହେବ, ସେଥିରୁ ଯାହା ସରକାରୀ ସ୍ତରରେ କାର୍ଯ୍ୟକାରୀ କରିବା ଦରକାର, ସେଗୁଡିକୁ ସଂପୃକ୍ତ ମନ୍ତ୍ରୀ ମାନଙ୍କ ପାଖକୁ ପଠାଯିବ୤।  ଆମର Organizing Secretary ସେଗୁଡିକୁ coordinate କରିବେ । ବିଜୁ ଯୁବ ଜନତା ଦଳର ବୈଠକରେ ମୁଁ ସେ ଦିନ ଆଂଚଳିକ ଦଳର ଭୂମିକା ବିଷୟ କହିଥିଲି ।ଭାଷା ଭିତ୍ତିରେ ଗଠିତ ହୋଇଥିବା ଗୋଟିଏ ରାଜ୍ୟରେ ଆଂଚଳିକ ଦଳର ଭୂମିକା ବିଷୟରେ କହିଥିଲି । ଆମ ଅନନ୍ୟ ପରିଚୟର ସୁରକ୍ଷା ବିଷୟରେ କହିଥିଲି।ଆଜି ମୁଁ  Transparency ଏବଂ Anti-Corruption ଉପରେ ଆଲୋଚନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଆପଣ ଜାଣନ୍ତି, ଆମ ସରକାର ଆରମ୍ଭରୁ ହିଁ ଦୁର୍ନୀତି ବିରୁଦ୍ଧରେ ଲଢେଇ କରିଆସିଛି । ଦୁର୍ନୀତି ହିଁ ବିକାଶର ସବୁଠାରୁ ବଡ ଶତ୍ରୁ।ଆମେ ଲଢେଇ କରୁଛୁ, ଗରିବୀ ବିରୁଦ୍ଧରେ ଆମେ ଲଢେଇ କରୁଛୁ, ରୋଗ ବିରୁଦ୍ଧରେ ।ଆମେ ଲଢେଇ କରୁଛୁ, ଆଂଚଳିକ ଅସମତା ବିରୁଦ୍ଧରେ । ଆମେ ଲଢେଇ କରୁଛୁ, ପ୍ରାକୃତିକ ବିପର୍ଯ୍ୟୟ ବିରୁଦ୍ଧରେ ।  ଆମେ ଲଢେଇ କରୁଛୁ, ଅସମାନତା ବିରୁଦ୍ଧରେ ଅନ୍ୟାୟ ବିରୁଦ୍ଧରେ ଏବଂ ଅପାରଗତା ବିରୁଦ୍ଧରେ ।

ଏ ସବୁ ମୂଲ୍ୟହୀନ ହୋଇଯିବ ଆମେ ଯଦି Transparency ଉପରେ ଗୁରୁତ୍ବ ନ ଦେବା ଏବଂ ଦୁର୍ନୀତିର ମୂଳୋତ୍ପାଟନ ନ କରିବା ବୋଲି ସେ କହିଛନ୍ତି । Fight against Corruption will help us in our fight against all ills of society. May it be inequality, May it be poverty, May it be Injustice, in fact all maladies. ଦୁର୍ନୀତି ବିରୁଦ୍ଧରେ ଆମର ସାଲିସବିହୀନ ଲଢେଇ ହିଁ ଆମ ପାଇଁ ସାରା ଭାରତରେ ସୁନାମ ଆଣିଦେଇଛି୤ ଦୁର୍ନୀତି ମାମଲା ବିଚାର ପାଇଁ Special Court ପ୍ରତିଷ୍ଠା ହେଉ ବା ଦୁର୍ନୀତିରେ ଲିପ୍ତ ମାନଙ୍କର ସଂପତ୍ତିର ବ୍ୟାଜାପ୍ତି । ଏ ସବୁଥିରେ ଆମ ରାଜ୍ୟ ହିଁ ସବୁଠାରେ ଆଗରେ ଅଛି  । ଗତ ବର୍ଷଟେ ମଧ୍ୟରେ ଆମେ ୯୧ ଜଣ ଦୁର୍ନୀତିରେ ଲିପ୍ତ ଅଫିସରଙ୍କୁ ଚାକିରୀରୁ ବିଦା କରିଛୁ । ପେନସନ stop କରିଛୁ ଆମେ ଆଗକୁ ଏ ଲଢେଇକୁ ଆହୁରି ଜୋରଦାର କରିବୁ I  ସରପଞ୍ଚଙ୍କ ଠାରୁ ଆରମ୍ଭ କରି, ବ୍ଲକ ଚେୟାରମ୍ୟାନ, ଜିଲ୍ଲା ପରିଷଦ, ବିଧାୟକ, ମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ସମସ୍ତେ ପ୍ରତି ବର୍ଷ ସେମାନଙ୍କର ସଂପତ୍ତି ତାଲିକା (Property Statement) ଦେବେ ଏବଂ ଏହା ଜନସାଧାରଣଙ୍କ ସୂଚନା ନିମନ୍ତେ public domainରେ ରଖାଯିବ ।  ସେହିପରି ସବୁ ସରକାରୀ କର୍ମଚାରୀ entry levelରୁ ଆରମ୍ଭ କରି Chief Secretary ପର୍ଯ୍ୟନ୍ତ ସମସ୍ତେ ପ୍ରତି ବର୍ଷ ସଂପତ୍ତି ତାଲିକା ଦେବେ ଏବଂ ଏହାକୁ ମଧ୍ୟ ଜନସାଧାରଣଙ୍କ ସୂଚନା ନିମନ୍ତେ public domainରେ ରଖାଯିବ ।  ସରକାରୀ କର୍ମଚାରୀ ଓ ଲୋକପ୍ରତିନିଧି ମାନଙ୍କର ସଂପତ୍ତି ତାଲିକା ପ୍ରତି ବର୍ଷ ଲୋକାୟୁତଙ୍କ ପାଖରେ submit କରାଯିବ ।  ଦୁର୍ନୀତି ରୋକିବା ପାଇଁ ଏଭଳି କଡା ପଦକ୍ଷେପ ନେବାରେ ଓଡିଶା ସାରା ଭାରତରେ ପ୍ରଥମ ରାଜ୍ୟ ହେବ ଏବଂ ଅନ୍ୟ ରାଜ୍ୟ ମାନଙ୍କୁ ଏ ଦିଗରେ ବାଟ ଦେଖାଇବ ।  ଆଜି ଏହି contextରେ ମହାତ୍ମାଗାନ୍ଧୀଙ୍କର ପ୍ରସିଦ୍ଧ talisman ସଂପର୍କରେ ମୁଁ ଆପଣଙ୍କୁ ମନେ ପକାଇ ଦେବାକୁ ଚାହୁଁଛି ବୋଲି ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ିର ସଭାପତି ନବୀନ ପଟ୍ଟନାୟକ କହିଛନ୍ତି ।


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like