-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||     

HOME   ଜିଲ୍ଲା

ନିଶୁଳ୍କ ମେଗା ସ୍ୱାସ୍ଥ୍ୟ ଶିବିର ଆୟୋଜିତ, ୨୫୦ ଉର୍ଦ୍ଧ ଲୋକ ଉପକୃତ

03-Mar-2024



କଣ୍ଟାବାଞ୍ଜି(ଆନନ୍ଦ ମୋଟେ ): କଣ୍ଟାବାଞ୍ଜି ହେମାଲ ଭବନରେ ରାୟପୁର ଏମଏମଆଇ ନାରାୟଣ ଡାକ୍ତରଖାନା ପକ୍ଷରୁ କୋଶେଳସ୍ଵରୀ ଯୁବ ମାଳୀ ସମାଜ ସହଯୋଗରେ ଏକ ଦ୍ଵିବସୀୟ ନିଶୁଳ୍କ ମେଗା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିଲା । ଶିବିର ଆରମ୍ଭ ପୂର୍ବରୁ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା , ସମ୍ମାନିତ ଅତିଥି ଭାବେ ମାଳି ସମାଜ ଜିଲ୍ଲା ସଭାପତିକାର୍ତିକ ପୁଟେଲ, ମାଳି ସମାଜ ଆଞ୍ଚଳିକ

ସଭାପତିଶେଷଦେବ ପୁଟେଲ, ଯୁବ ସଭାପତି କଣ୍ଟାବାଞ୍ଜି ଶାଖାରାଜୁ ପୁଟେଲ, ରାଜ୍ୟ ସଭାପତି ନୀତିନ ପୁଟେଲ, ସମ୍ପାଦକ ଘନଶ୍ୟାମ ପଟେଲ,ପ୍ରମୁଖ ମଞ୍ଚାସୀନ ଥିଲେ । ଶିବିରରେ ଡାକ୍ତରଖାନାରେ ମୁତ୍ର ରୋଗ ବିଶେଷଜ୍ଞ ଡାକ୍ତର ବରୁଣ ଶର୍ମା ,ଅସ୍ଥିଶଲ୍ୟ ବିଶେଷଜ୍ଞ ଡାକ୍ତର ପଙ୍କଜ ପଟେଲ , ଡାକ୍ତର ସ୍ଵପ୍ନିକ କଟାରିଆ , ଡାକ୍ତର ପ୍ରଦୀପ ଅଗ୍ରୱାଲ ୨୬୫ ରୁ ଉର୍ଦ୍ଧ ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ଆବଶ୍ୟକ ସ୍ଥଳେ ଔଷଧ ମଧ୍ୟ ଦେଇଥିଲେ । ଅନେକ ରୋଗୀଙ୍କୁ ନିଶୁଳ୍କ ରକ୍ତଚାପ , ମଧୁମେହ ଏବଂ ଇସିଜି ଟେଷ୍ଟ ମଧ୍ୟ କରଯାଇଥିଲା । ଡାକ୍ତର ଟିମ ରେ ତାଙ୍କ ସହଯୋଗୀ ଭାବେ ଯତୀନ ପଟେଲ ଏବଂ ଦିନେଶ ସାହୁ ଥିବା ବେଳେ କୋଶେଳସ୍ଵରୀ ଯୁବ ମାଳୀ ସମାଜ ସଭାପତି ତଥା ରାଜୁ ପୁଟେଲ, ସମ୍ପାଦକ ଘନଶ୍ୟାମ ପୁଟେଲ, ଉପସଭାପତି ଅଶୋକ ପୁଟେଲ , ରାଜ୍ୟ ସଭାପତି ନିତିନ ପୁଟେଲ, ସମ୍ପାଦକ ପ୍ରମାନନ୍ଦ ପୁଟେଲ , ଗୌରବ ପୁଟେଲ , ଗଙ୍ଗା ପୁଟେଲ, ଡୁଙ୍ଗର ପୁଟେଲ , ସଞ୍ଜୟ ପୁଟେଲ , ବିଜଯ ପୁଟେଲ , ଶୁକୃ ପୁଟେଲ ସହ ସମାଜର ଅନ୍ୟ ସଦସ୍ୟ ମାନେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026
  ଜିଲ୍ଲା  
ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   23-Aug-2026
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026

You Might Also Like