-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||     

HOME   ଜିଲ୍ଲା

ସମ୍ବିଧାନକୁ ସାକ୍ଷୀ ରଖି ନିଆରା ବିବାହ, ବରଣମାଳା ଦେଇ ଜୀବନ ସାଥୀ ହେଲେ ଅନ୍ତର୍ଯ୍ୟାମୀ ଓ ମଞ୍ଜୁଲତା।

22-Dec-2020



ରେଢାଖୋଲ ( ଅନିଲ କୁମାର ପୃଷ୍ଟି )-  ଆଜିର ଆଧୁନିକ ଯୁଗରେ ବିଭିନ୍ନ ସମ୍ପ୍ରଦାୟରରେ ବିବାହ ବନ୍ଧନର ପରମ୍ପରା ବହୁ  ଆଡମ୍ବର ଭାବରେ ହେବା ସହିତ ବହୁଳ ଅର୍ଥ ଖର୍ଚ୍ଚ କରା ଯାଇ ବିବାହ ଉତ୍ସବ କରାଯାଉଛି। ହେଲେ କରୋନା ମହାମାରୀ ରୋଗର କଟକଣା ପାଇଁ ସରକାରଙ୍କ ପକ୍ଷରୁ କେତେକ କଟକଣାର ସରକାରୀ ନୀତି ନିୟମରେ ପ୍ରତିବନ୍ଧକ ଯୋଗୁଁ ବି ପ୍ରତେକ ବିବାହ ଉତ୍ସବ ସାମାଜିକ ଦୂରତା ବଜାୟ ରଖି ତଥାପି ବିବାହ ଉତ୍ସବ ହେଉଛି।ମାତ୍ର ସମ୍ବଲପୁର ଜିଲ୍ଲା ରେଢାଖୋଲ ବ୍ଲକ ବଂଶାଜାଲ ପଞ୍ଚାୟତ ଅନ୍ତର୍ଗତ ମୂଷାକଟା ଗ୍ରାମରେ ଏକ ନିଆରା ବିବାହ ଦେଖିବାକୁ ମିଳିଥିଲା। ଏଠି ନା ଥିଲା ବିବାହ ବେଦୀ, ନା ଥିଲା ରୋଷଣୀ, ନା ଥିଲା ବ୍ରାହ୍ମଣ କର୍ମକାଣ୍ଡ।ମାତ୍ର ଏଠି ସମ୍ବିଧାନକୁ ସାକ୍ଷୀ ରଖି ଜନ୍ମ ଜନ୍ମାନ୍ତର ସାଥୀ ହେଲେ ଅନ୍ତର୍ଯ୍ୟାମୀ ସାଗର ଓ ମଞ୍ଜୁଲତା। ଏଥିରେ କେବଳ ରେଢାଖୋଲ ବ୍ଲକ ଲକ୍ଷ ଘର ସମାଜ ମହାସଂଘର ସଦସ୍ୟମାନଙ୍କ ଉପସ୍ଥିତିରେ ପ୍ରଥମେ ବାବା ସାହେବ ବି ଆର ଆମ୍ବେଦକର, ଗୌତମ ବୁଦ୍ଧ, ଓ ସନ୍ଥ କବି ଭୀମ ଭୋଇ ଫୋଟ ଚିତ୍ରରେ ପୂଜାର୍ଚ୍ଚନା କରିବା ପରେ ଅନ୍ତର୍ଯ୍ୟାମୀ ଓ ମଞ୍ଜୁ ଲତା ଦୁଇ ଜୀବନ ସାଥୀଙ୍କୁ ଆଣି  ଜାତି ଲୋକଙ୍କ ସମ୍ବୁଖରେ ଉଭୟେ ଉଭୟଙ୍କୁ ବରଣ ମାଳା ଦେଇ ସାରା ଜୀବନ ପାଇଁ ଜୀବନ ସାଥି ହୋଇ ଥିଲେ। ଏଭଳି ଏକ ନିଆରା ବିବାହ ଦେଖିବା ପାଇଁ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯାଇ ଥିବା ବେଳେ ଏଭଳି ଏକ କାର୍ଯ୍ୟକ୍ରମ ଦେଖି ଭୁୟସୀ ପ୍ରଶଂସା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026

You Might Also Like