-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||     

HOME   ବିଶେଷ

ଜିଲ୍ଲା, ରାଜ୍ୟ, ଜାତୀୟ ଓ ଆର୍ନ୍ତଜାତୀୟ ସ୍ତରର କିଛି ଖବର

22-Dec-2020



ସାରା ଦେଶରେ ବାଘ ଗଣନାର ଚିତ୍ର ସାମ୍ନାକୁ ଆସିଛି । ଦେଶରେ ବଢିଛି ଚିତାବାଘଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏନେଇ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀ ଟ୍ୱିଟ୍ ଯୋଗେ ଜଣାଇଛନ୍ତି । ସରକାରଙ୍କ ବନ୍ୟପ୍ରାଣୀ ସଂରକ୍ଷଣ ଆଇନ ଯୋଗୁଁ ଏହା ସମ୍ଭବ ହୋଇପାରିଥିବା କଥା ପ୍ରଧାନମନ୍ତ୍ରୀ ତାଙ୍କ ଟ୍ୱିଟରରେ ଲେଖିଛନ୍ତି । ଏହି ରିପୋର୍ଟ ୨୦୧୮ ରେ ଭାରତରେ ଚିତାବାଘଙ୍କ ସ୍ଥିତି ସଂପର୍କରେ ପ୍ରକାଶ କରାଯାଇଛି । ଏହି ରିପୋର୍ଟରେ କୁହାଯାଇଛି କି, ୨୦୧୪ ତୁଳନାରେ ଚିତାବାଘଙ୍କ ସଂଖ୍ୟା ୬୦ ପ୍ରତିଶତ ବୃଦ୍ଧି ଘଟିଛି । ୨୦୧୪ ରେ ଦେଶରେ ଚିତାବାଘଙ୍କ ସଂଖ୍ୟା ୭,୯୧୦ ଥିବା ବେଳେ ୨୦୧୮  ସୁଦ୍ଧା ଏହି ସଂଖ୍ୟା ୧୨,୮୫୨ ରେ ପହଂଚିଛି । ଅନ୍ୟପଟେ ପ୍ରଧାନମନ୍ତ୍ରୀ ତାଙ୍କ ଟ୍ୱିଟ୍ ଯୋଗେ ବନ୍ୟପ୍ରାଣୀ ସଂରକ୍ଷଣ ବିଭାଗରେ କାର୍ଯ୍ୟ କରୁଥିବା କର୍ମଚାରୀ ମାନଙ୍କୁ ପ୍ରଶଂସା କରିଛନ୍ତି ।

କଣ୍ଟାବାଞ୍ଜି: ଆନ୍ଧ୍ର ପ୍ରଦେଶକୁ ବେଆଇନ ଚାଲାଣ ବେଳେ ବଙ୍ଗୋମୁଣ୍ଡା ଥାନା ଛତ୍ରଙ୍ଗ ଗାଁରୁ ୨୯ ଦାଦନଙ୍କୁ ଉଦ୍ଧାର କଲା ପୁଲିସ୍‌, ଦାଦନ ସର୍ଦ୍ଦାର ଫେରାର

*ପରୀ ମୃତ୍ୟୁ ମାମଲରେ ଏଯାଁଏ ଜଣେ ଅଭିଯୁକ୍ତକୁ ଗିରଫ କରିଯାଇଥିବା ବେଳେ ଅଭିଯୁକ୍ତଙ୍କ ବିରୋଧରେ ଯଥେଷ୍ଟ ପ୍ରମାଣ ଥିବା ନେଇ କହିଥିଲେ ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା । ଆଜିଠୁ ଅଭିଯୁକ୍ତକୁ ୩ ଦିନିଆ ରିମାଣ୍ଡରେ ନେଇଛି ଏସଆଇଟି । ରିମାଣ୍ଡ ସମୟରେ ପରୀ ହତ୍ୟା ନେଇ ଅଭିଯୁକ୍ତଠୁ ଅଧିକ ତଥ୍ୟ ଓଗାଳିବାକୁ ଚେଷ୍ଟା କରିବ ଏସଆଇଟି ।

ଦାରିଙ୍ଗବାଡ଼ି ୫.୫, ଅନୁଗୁଳ ୬, କୋରାପୁଟ ୬.୬ , ଭବାନୀପାଟଣା ୭.୨, ଝାରସୁଗୁଡ଼ା ୭.୫, ବାରିପଦା ୮.୫ , ବଲାଙ୍ଗିର ୮.୮, ଟିଟିଲାଗଡ଼ ୯, ସୋନପୁର ୯.୨, କେନ୍ଦୁଝର ୯.୩, ବୌଦ୍ଧ ୯.୫, କଟକ ୧୦.୫, ଭୁବନେଶ୍ବର ୧୧.୭ ଡିଗ୍ରୀ ସେଲ୍‌ସିୟସ୍‌

ଶେଷରେ ଭକ୍ତ ଓ ଜଗନ୍ନାଥପ୍ରେମୀଙ୍କ ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି। ଆସନ୍ତାକାଲିଠୁ ଶ୍ରୀମନ୍ଦିର ଖୋଲିବ। ପ୍ରଥମ ତିନି ଦିନ ସେବାୟତ ପରିବାରଙ୍କୁ ଏବଂ ଡିସେମ୍ବର ୩୧ ଯାଏଁ ପୁରୀ ସହରବାସୀଙ୍କୁ ଦର୍ଶନ ସୁଯୋଗ ମିଳିବ।*

ସମସ୍ତଙ୍କ ପାଇଁ ପରିଚୟପତ୍ର ସହ ଟୋକନ୍ ଜରୁରୀ ହୋଇଛି। ତାସହ ବ୍ୟାରିକେଡ୍‌ରେ କେବଳ ସିଂହଦ୍ୱାର ବାଟେ ହିଁ ସମସ୍ତ ଭକ୍ତଙ୍କ ପ୍ରବେଶ ହେବ ବୋଲି ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି।

କରୋନା ଟିକା ନେଲେ ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି : ଫାଇଜର ଦ୍ୱାରା ପ୍ରସ୍ତୁତ ଟିକା ନେଲେ ୭୮ ବର୍ଷୀୟ ଜୋ ବାଇଡେନ


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026

You Might Also Like